Home

ଅଧାବାଟରେ ପଙ୍କଚର ହେଲା ୧୦୮: ମେଡ଼ିକାଲ ଡେରିରେ ପହଞ୍ଚି ଗଲା ରୋଗୀଙ୍କ ଜୀବନ

ରାୟଗଡା ଅଫିସ, ୧୬।୧୦: ରୋଗୀଙ୍କୁ ଧରି ଆସୁଥିଲା ୧୦୮ ଆମ୍ବୁଲାନ୍ସ। କିନ୍ତୁ ତାହା ଅଧାବାଟରେ ପଙ୍କଚର ହୋଇଗଲା। ଦୁଇଘଣ୍ଟା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି ରୋଗୀଙ୍କୁ ଡାକ୍ତରଖାନା ପଠାଗଲା। କିନ୍ତୁ ଠିକ୍‌ ସମୟରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ନପାଇ ଚିକିତ୍ସାଧୀନ…

ଡେନମାର୍କ ଓପନ୍‌: ପ୍ରଥମ ରାଉଣ୍ଡରୁ ସାଇନାଙ୍କ ବିଦାୟ

ଓଡେନସେ, ୧୬।୧୦ (ପି.ଟି.): ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ୭ ଲକ୍ଷ ୭୫ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଡେନମାର୍କ ଓପନ୍‌ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ବୁଧବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ପ୍ରଥମ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁର କ୍ରମାଗତ ୯ମ ବିଜୟ

ଜୟପୁର, ୧୬।୧୦ (ପି.ଟି.): ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଚଳିତ ବିଜୟ ହଜାରେ ଟ୍ରଫିରେ ତାମିଲନାଡ଼ୁ ଦଳ କ୍ରମାଗତ ୯ମ ବିଜୟ ଲାଭ କରିଛି। ବୁଧବାର ଏଠାରେ ଖେଳାଯାଇଥିବା ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ତାମିଲନାଡ଼ୁ ୭୮ ରନରେ ଗୁଜରାଟକୁ ପରସ୍ତ କରିଛି। ଏଥିସହ…

ଗିରଫ ହେଲେ ୩ ଅଣଓଡ଼ିଆ ପରୀକ୍ଷାର୍ଥୀ

ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ କମେଣ୍ଟ ମାରିଥିଲେ। ଅକ୍ଷୟ ମହାରଣା ନାମକ ଜଣେ ଯୁବକ ପ୍ରତିବାଦ କରିବାରୁ ସେମାନେ…

ଭୁବନେଶ୍ୱର ଭିତରେ ଆର୍ମି ପରୀକ୍ଷାକୁ ପୋଲିସର ନା

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ): ଆଗାମୀ ଦିନରେ ଭୁବନେଶ୍ୱର ଭିତରେ ହୋଇ ନ ପାରେ ଆର୍ମି ପରୀକ୍ଷା। ୧୨୦ ବାଟାଲିୟନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାକୁ ଆସୁଥିବା ପରୀକ୍ଷାର୍ଥୀମାନେ ପାର୍କ, ଟ୍ରେନ୍‌ ଓ ଷ୍ଟେଶନରେ ଆତଙ୍କ ସୃଷ୍ଟି କରିବା ପରେ ଏଭଳି ନିଷ୍ପତ୍ତି ନେଇଛି…

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସ୍ବାସ୍ଥ୍ୟ ଖରାପ ଥିବାରୁ ଚିକିତ୍ସା ପାଇଁ ଟୁକୁନା ଏବଂ ତାଙ୍କ ସ୍ତ୍ରୀ ଭୁବନେଶ୍ୱର…

ଫୁଲବାଣୀରେ ହେବ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜନ୍ମଦିନ ଅବସରରେ ନୂଆ ଘୋଷଣା କରିଛନ୍ତି। ଏହି ଘୋଷଣା ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବ। ରାଜ୍ୟର ପ୍ରତ୍ୟେକ ଅବିଭକ୍ତ ଜିଲାରେ ଗୋଟିଏ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥାପନ କରିବାକୁ ଗୁରୁତ୍ୱ…

ମା’ ଝିଅଙ୍କୁ ମାଡ ମାରି, ଯୁବକ ଗିରଫ

ବୁଗୁଡ଼ା,୧୬ା୧୦(ଡି.ଏନ.ଏ.): ବୁଗୁଡ଼ା ଥାନା ବକ୍ସିପଲ୍ଲୀ ଗ୍ରାମରେ ଗୋଟିଏ ପରିବାରର ମା’ ଓ ୨ ଝିଅଙ୍କୁ ମାରପିଟ ଏବଂ ଟଣାଓଟରା କରିବା ଅଭିଯୋଗରେ ବୁଧବାର ବୁଗୁଡ଼ା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକ ଜଣକ ବକ୍ସିପଲ୍ଲୀ ଗ୍ରାମର…

ଗ୍ରାହକଙ୍କୁ ମାଡ଼ ମାରି ଢାବା ମାଲିକ ଗିରଫ

ବାସୁଦେବପୁର,୧୬।୧୦ (ଡି.ଏନ.ଏ.): ଗ୍ରାହକଙ୍କୁ ମାଡ଼ ମାରିବା ଅଭିଯୋଗରେ ବାସୁଦେବପୁର-ଧାମରା ରାସ୍ତାର ନଳବାଙ୍କଠାରେ ଥିବା ଏକ ଢାବାର ମାଲିକ ଚିନ୍ମୟ ଭୋଇଙ୍କୁ ନାୟକାଣିଡିହୀ ଥାନା ପୋଲିସ ବୁଧବାର ଗିରଫ କରିଛି। ନାୟକାଣିଡିହୀ ପୋଲିସ ସୂଚନା ଅନୁଯାୟୀ, ଗତ ସୋମବାର ବ୍ରଜାନନ୍ଦପୁର ଗ୍ରାମର ରମେଶ…

୨୦ରୁ ଆରମ୍ଭ ହେବ କର୍ତ୍ତାରପୁର କରିଡର ପାଇଁ ପଞ୍ଜୀକରଣ

ଚଣ୍ଡିଗଡ଼,୧୬।୧୦: କର୍ତ୍ତାରପୁର କରିଡର ଯାତ୍ରା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର ଫର୍ମ ଜାରି କରିଯାଇଛି। ଏହାକୁ ତୀର୍ଥଯାତ୍ରୀ ଅନ୍‌ଲାଇନରେ ଆବେଦନ କରିପାରିବେ। ପାକିସ୍ତାନରେ ଥିବା ଶିଖଙ୍କ ପବିତ୍ର ସ୍ଥଳ କର୍ତ୍ତାରପୁର ଯାତ୍ରା ପାଇଁ ଖୁବ୍‌ଶୀଘ୍ର କେନ୍ଦ୍ର ସରକାର ଔପଚାରିକ…

ପରୀକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନର ଯୋଜନା

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ୧୨୦ ଇନଫାଣ୍ଟରି ବାଟାଲିଅନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାରେ ଗୁରୁବାର ପାଇଁ ସ୍ବତନ୍ତ୍ର ଟ୍ରେନ ଯୋଜନା କରାଯାଉଛି। ଗୁରୁବାର ପରୀକ୍ଷା ପାଇଁ ଉତ୍ତରାଖଣ୍ଡରୁ ପ୍ରାୟ ୩ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୋଗଦେବେ ବୋଲି ଜଣାପଡ଼ିଛି। ତେବେ ଏମାନେ…

କଂଗ୍ରେସକୁ ଝଟକା: ରାଜ୍ୟସଭା ଏମ୍‌ପି କେ.ସି ରାମମୂର୍ତ୍ତି ଦେଲେ ଇସ୍ତଫା

ବେଙ୍ଗାଲୁରୁ,୧୬।୧୦: କର୍ନାଟକ କଂଗ୍ରେସର ରାଜ୍ୟସଭା ଏମ୍‌ପି ତଥା ବରିଷ୍ଠ ନେତା କେ.ସି. ରାମମୂର୍ତ୍ତି ରାଜ୍ୟସଭା ସଦସ୍ୟ ପଦରୁ ବୁଧବାର ଇସ୍ତଫା ଦେଇଛନ୍ତି। ରାଜ୍ୟସଭା ସଭାପତି ତଥା ଉପରାଷ୍ଟ୍ରପତି ଏମ୍‌ ଭେଙ୍କେୟା ନାଇଡୁଙ୍କୁ କେସ ଇସ୍ତଫା ପତ୍ର ପଠାଇଥିବା ବେଳେ ଏହାକୁ ସ୍ବୀକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri