Home

୩୩ ପ୍ରତିଶତ ଲୋକଙ୍କ ମତ:ମାନ୍ଦାବସ୍ଥାର କାରଣ ବିମୁଦ୍ରୀକରଣ

ନୂଆଦିଲ୍ଲୀ, ୮।୧୧:୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ। ଏଥିଯୋଗୁ ୮୬% ନୋଟ୍‌ ଅଚଳ ଓ ଅବୈଧ ହୋଇଯାଇଥିଲା। ଏବେ ଏହାର ଠିକ୍‌ ତିନିବର୍ଷ ପରେ ବିମୁଦ୍ରୀକରଣକୁ ନେଇ ଲୋକାଲ୍‌ ସର୍କଲ୍ସ ନାମକ ଏକ ସଂସ୍ଥା ପକ୍ଷରୁ…

କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେ ନାହିଁ ରବିଶଙ୍କର

ନୂଆଦିଲ୍ଲୀ,୮।୧୧: କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଯୋଗ ଦେବେ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ସରକାର ଏଥିପାଇଁ ରବିଶଙ୍କରଙ୍କୁ ନିମନ୍ତ୍ରଣ କରିଥିବା ବେଳେ ସେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ କହି ଏହି…

ବାଲେଶ୍ୱରରେ ‘ବୁଲ୍‌ବୁଲ୍‌’ର ପ୍ରଭାବ : ବର୍ଷା ପବନ ଆରମ୍ଭ

ବାଲେଶ୍ୱର ଅଫିସ,୮।୧୧: ବାଲେଶ୍ୱର ଜିଲାରେ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ମୃଦୁ ପବନ ବହିବା ସହିତ ମଧ୍ୟାହ୍ନରେ ବର୍ଷା ଆରମ୍ଭ ହୋଇଯାଇଛି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବିଡିଓ ଏବଂ ତହସିଲଦାରଙ୍କ ସହ ଆଲୋଚନା ଜାରି…

ଅର୍ଥ ଦାବି କରୁଛନ୍ତି ମହାପ୍ରୟାଣ ଗାଡ଼ି କର୍ମଚାରୀ : ପ୍ରହସନ ପାଲଟିଛି ଯୋଜନା

ରାଇସୁଆଁ,୮।୧୧(ଡି.ଏନ୍‌.ଏ.): ମହାପ୍ରୟାଣ ଗାଡ଼ିରେ ମେଡିକାଲରୁ ମୃତଦେହକୁ ସମ୍ମାନ ସହକାରେ ନେଇ ଶ୍ମଶାନରେ ପହଞ୍ଚାଇବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। ମାତ୍ର କିଛି ଅସାଧୁ କର୍ମଚାରୀ ମୃତକଙ୍କ ଆତ୍ମୀୟଙ୍କଠାରୁ ଅର୍ଥ ଆଦାୟ କରୁଥିବାରୁ ଏହା ପ୍ରହସନ ପାଲଟିଛି।…

‘ବୁଲବୁଲ୍‌’ ପ୍ରଭାବରେ ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବଢ଼ିବ ପବନର ବେଗ: ଏସ୍‌ଆର୍‌ସି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ବାତ୍ୟା ‘ବୁଲବୁଲ୍‌’ ଶନିବାର ପୂର୍ବାହ୍ନରେ ପାରାଦୀପଠାରୁ ପ୍ରାୟ ୩୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ଶୁକ୍ରବାରଠାରୁ ବର୍ଷା ଆରମ୍ଭ ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ଜିଲାରେ ପ୍ରବଳ ବର୍ଷା…

ଡାକ୍ତରଙ୍କୁ ଭଗବାନଙ୍କ ଦୂତ କହିଲେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଡାକ୍ତରଙ୍କୁ ଭଗବାନଙ୍କ ଦୂତ ବୋଲି କହିଛନ୍ତି। ଡାକ୍ତରମାନେ ଷ୍ଟେଥୋସ୍କୋପ୍‌ ପକାଇସାରିଲା ପରେ ସ୍ବର୍ଗରୁ ଆସିଥିବା ଦୂତ ଭଳି କାମ କରନ୍ତି। ନିଜ ସ୍ବାସ୍ଥ୍ୟ ବିଷୟରେ ଫ୍ୟାନ୍‌ଙ୍କୁ ସୂଚନା ଦେବାକୁ ଯାଇ ସେ ଏହା କହିଛନ୍ତି। ନିକଟରେ…

ଗଣମାଧ୍ୟମ ଉପରେ ରାଗିଲେ ରଜନୀକାନ୍ତ

ଚେନ୍ନାଇ,୮।୧୧: ଅଭିନେତାରୁ ରାଜନେତା ସାଜିଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ଏବେ ଗଣମାଧ୍ୟମ ଉପରେ ରାଗି ଯାଇଛନ୍ତି। ସେ କହିଛନ୍ତି କେତେଜଣ ବ୍ୟକ୍ତି ଓ ଗଣମାଧ୍ୟମ ମୋତେ ଭାରତୀୟ ଜନତା ପାର୍ଟି(ଭାଜପା)ର ସଦସ୍ୟ ବୋଲି କହୁଛନ୍ତି। ତେବେ କୌଣସି ଦଳରେ କେହି ଯୋଗଦେବା…

ଯୁବକଙ୍କ କାନରୁ ବାହାରିଲା ୧୧ ଅସରପା

ବେଳେବେଳେ ଆମ ସହ ଏମିତି କିଛି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଥାଏ, ଯାହାର କଳ୍ପନା ମଧ୍ୟ କେହି କେବେହେଲେ କରି ନ ଥିବେ। ଚାଇନାର ଗୁଆଣ୍ଡଡୋଙ୍ଗରେ ରହୁଥିବା ୨୪ ବର୍ଷୀୟ ଯୁବକ ଲବଙ୍କ କ୍ଷେତ୍ରରେ ସେମିତି କିଛି ଘଟିଛି ଘଟଣା। ପ୍ରକୃତ କଥା…

ବିଶ୍ୱର ସବୁଠାରୁ ହାଲୁକା ମିଠା, ଯାହାର ୯୬% ପବନ

ମିଠା ଖାଇବାକୁ କାହାକୁ ବା ଭଲ ନ ଲାଗେ! ଛୁଆଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ମିଠା ଖାଇବାକୁ ପସନ୍ଦ କରନ୍ତି। ବିଶ୍ୱରେ ଅନେକ ପ୍ରକାରର ମିଠା ମିଳିଥାଏ। ଭାରତରେ ତ ଏହାର ସଂଖ୍ୟା ଅନେକ। ହେଲେ ଏମିତି ଏକ ମିଠା ବିଷୟରେ…

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ, ୮।୧୨(ଡି.ଏନ୍‌.ଏ.): ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ। ଏହି କାର୍ତ୍ତିକ ବଡ଼ ଏକାଦଶୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସିଂହ ଦ୍ୱାରଦେଇ ଲମ୍ବା ଧାଡ଼ିରେ ଭକ୍ତମାନେ ଗର୍ଭଗୃହକୁ ଯାଇ ଠାକୁରଙ୍କ ଦର୍ଶନ…

ସୁନ୍ଦରବନରେ ଲ୍ୟାଣ୍ଡଫଲ୍‌ କରିବ ‘ବୁଲବୁଲ୍‌’: ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା, ବଢ଼ିବ ପବନର ବେଗ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭୟଙ୍କର ରୂପ ଧାରଣ କରିସାରିଛି ବାତ୍ୟା ‘ବୁଲବୁଲ୍‌’। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର ଦିଗରେ ଗତି କରୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏହା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟଦେଇ ଯିବ। ଏପରିକି ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ୍‌ କରିବ…

ସିଟ୍‌ ବେଲ୍ଟ ବାନ୍ଧି ନ ଥିବାରୁ ପୋଲିସ କାଟିଲା ପୋଲିସର ଚାଲାଣ

ପାଟନା,୮।୧୧: ଭ୍ରଷ୍ଟାଚାରକୁ ଶେଷ କରିବା, ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଓ ଯାତାୟାତକୁ ନିୟନ୍ତ୍ରିତ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯାଇଛି। ଏହି ନିମୟ ଲାଗୁ ହେବାର ୨ ମାସ ବିତିଯାଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?