ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ
ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ ହେଉଛନ୍ତି। ପୁଣି ସେମିତି ଏକ ଘଟଣା ବୁଧବାର ଦେଖିବାକୁ ମିଳିଛି। ସମୁଦ୍ରରେ ୩…
ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ : ଜିଲାପାଳ
ଗଞ୍ଜାମ,୧୬।୧୦(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରୋୟାଗୀ ଗ୍ରାମରେ ବୁଧବାର ମୋ’ ଗେହ୍ଲାଝିଅ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଯୋଗଦେଇ କନ୍ୟା ହେଉଛି ଅମୂଲ୍ୟରତ୍ନ। ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ ବୋଲି…
୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପିପିଲି ମଠସାହିର ସନ୍ତୋଷ ମହାନ୍ତି। ସନ୍ତୋଷ ପିପିଲି ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର…
ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ସେହଓ୍ବାଗ
ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହଓ୍ବାଗ ଏକ ମହତ କାମ ପାଇଁ ହାତ ବଢାଇଛନ୍ତି। ସେ ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ବୋଲି ଘୋଷଣା କରିଛନ୍ତି। ସେହଓ୍ବାଗ ଇଣ୍ଟରନ୍ୟାଶନାଲ୍ ସ୍କୁଲରେ ଅର୍ପିତ ସିଂ ଏବଂ…
ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ
କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗିବାରୁ ସେ ନଦୀକୁ ଡେଇଁ ନିଖୋଜ ହୋଇଯାଇଥିଲେ। ଗୋବିନ୍ଦପୁର ଥାନା ଦେବୀ ନଦୀର ରାହାମ୍ବା…
ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍ପିଙ୍କୁ ଛୁରାମାଡ଼
ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍ପି ଓମ୍ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶିବସେନାର ପ୍ରାର୍ଥୀ କୈଳାଶ ପାଟିଲଙ୍କ ପାଇଁ ପଡୋଲି ଗଁାରେ ସେ ନିର୍ବାଚନୀ ପ୍ରଚାର…
ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍ ନିର୍ମାଣ ଲାଗି ରାଜି ହେଲା ସୁନ୍ନି ଓ୍ବାକଫ ବୋର୍ଡ
ନୂଆଦିଲ୍ଲୀ,୧୬।୧୦: ଅଯୋଧ୍ୟା ପ୍ରସଙ୍ଗରେ ମଧ୍ୟସ୍ଥିଙ୍କ ଯୋଜନା ଅନୁସାରେ ସୁନ୍ନି ଓ୍ବାକଫ୍ ବୋର୍ଡ ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛି। ଏନେଇ ମଧ୍ୟସ୍ଥିଙ୍କ ପକ୍ଷରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି। ତେବେ ଏହି ମାମଲା…
ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ
ହାଟଡ଼ିହୀ,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ମହାବିଦ୍ୟାଳୟଠାରେ ହାଟଡିହୀ ବ୍ଲକ ବିଜେଡି ତରଫରୁ ବୁଧବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ୭୪ତମ…
ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ: ନର୍ସିଂହୋମ ସମ୍ମୁଖରେ ଧାରଣା
କଣ୍ଟାପଡ଼ା, ୧୬।୧୦(ଡି.ଏନ୍.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଯୋହଳ ଗ୍ରାମର ଜଣେ ମହିଳାଙ୍କର ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଅବହେଳା ଯୋଗୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ଦଳିତ ଆଦିବାସୀ ମାଇନରିଟି ସଂଘ ପକ୍ଷରୁ ଉକ୍ତ ନର୍ସିଂହୋମ…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଦୁଇଦିନିଆ ସରକାରୀ ଅଫିସ ବନ୍ଦ
ବଲାଙ୍ଗୀର ଅଫିସ, ୧୬।୧୦: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ବୁଧବାରଠାରୁ ଦୁଇଦିନିଆ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ଅଫିସ ବନ୍ଦ କରାଯାଇ ଜିଲାପାଳ କାର୍ଯ୍ୟାଳୟ ଓ ସିଭିଲ…
ବାପାଙ୍କ ମନପ୍ରାଣ ବିଜୁବାବୁ; ଭାଜପାରେ ମିଶିବା ଭୁଲ ନିଷ୍ପତ୍ତି ଥିଲା: ସମ୍ବିତ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ ଆଉ ଏବେ ଏବେ ଭାଜପାରୁ ବୁଧବାର ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ଡା. ଦାମୋଦର ରାଉତ। ଗୋଟିଏ ପଟେ ବିଜେପୁର ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ…
ପି. ଚିଦାମ୍ବରମଙ୍କୁ ଗିରଫ କଲା ଇଡି
ନୂଆଦିଲ୍ଲୀ,୧୬।୧୦: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଗିରଫ କରାଯାଇଛି। ଆଇଏନଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ ଇଡିର ତିନି ଜଣିଆ ଟିମ ତାଙ୍କୁ ଘଣ୍ଟାଏ ଧରି ପଚରାଉଚରା କରିବା ପରେ ଶେଷରେ…
Archives


