ନବୀନଙ୍କ ଜନ୍ମଦିନରେ ରକ୍ତଦାନ କଲେ ବିଜେଡି କର୍ମୀ
କେନ୍ଦୁଝର,୧୬।୧୦(ସ୍ବ.ପ୍ର.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ ତମ ଜନ୍ମ ଦିବସ ଉପଲକ୍ଷେ କେନ୍ଦୁଝର ଜିଲା ବିଜେଡି ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ସ୍ଥାନୀୟ ପୌରପାଳିକା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏମ୍ପି ଚନ୍ଦ୍ରାଣୀ ମୁର୍ମୁ, ଜିଲା…
କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର
ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର ଯଥା…
ଦୁଇ ଯୁବକଙ୍କୁ ଗର୍ଭ ପରୀକ୍ଷା ପାଇଁ ପରାମର୍ଶ ଦେଲେ ଡାକ୍ତର, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ରୋଗରେ ପଡ଼ିଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼େ। ଡାକ୍ତର ଔଷଧ ଦେଲେ ଲୋକେ ସୁସ୍ଥ ହୋଇଥା’ନ୍ତି। କିନ୍ତୁ ଯଦି ଡାକ୍ତର ଭୁଲ ପ୍ରେସ୍କ୍ରିପ୍ସନ୍ ଲେଖନ୍ତି ତେବେ ରୋଗୀର ଅବସ୍ଥା ସଂଗୀନ ହୋଇପଡ଼େ। ସେହିପରି ଏକ ଘଟଣା ଘଟିଛି ଦୁଇ ଯୁବକଙ୍କ କ୍ଷେତ୍ରରେ।…
ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା
ପୁରୀ ଅଫିସ,୧୬।୧୦: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏଥିସହ ବାର୍ତ୍ତାରେ, ଆପଣଙ୍କୁ…
ଡ୍ରଗ୍ସ୍ ମାଫିଆଙ୍କ ଗୁଳିରେ ୧୫ ନିହତ
ମେକ୍ସିକୋ ସିଟି,୧୬।୧୦: ଡ୍ରଗ୍ସ୍ ମାଫିଆଙ୍କ ଗୁଳିରେ ମେକ୍ସିକୋର ଗୁଏରେରୋର ଦକ୍ଷିଣ ଅଞ୍ଚଳରେ ୧୫ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଯବାନ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୧୪ରେ ଡ୍ରଗ୍ସ୍ ମାଫିଆମାନେ ୧୪ ଜଣ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ
ଖପ୍ରାଖୋଲ, ୧୬।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଧପ୍ତାମୁଣ୍ଡା ପଞ୍ଚାୟତ କଟାପାଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ସକାଳେ ଜଣଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଛି। ସେ ହେଲେ ସୁରେଶନ ପୁଟେଲଙ୍କ ପୁଅ ନିତ୍ୟାନନ୍ଦ(୩୬)। ପ୍ରକାଶ ଯେ, ନିତ୍ୟାନନ୍ଦ ସବୁଦିନ…
ନବୀନ@୭୪: ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୁଧବାର ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଟୁଇଟ୍ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଓଡ଼ିଆ ଏବଂ ଇଂରାଜୀରେ ଟୁଇଟ୍ କରି ସେ କହିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର…
ଅନନ୍ତନାଗରେ ଏନ୍କାଉଣ୍ଟର୍: ୩ ଲଶ୍କର ଆତଙ୍କବାଦୀ ନିହତ
ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ଆତଙ୍କବାଦୀମାନେ ଲଶ୍କର-ଇ-ତୋଇବା ସଂଗଠନ ସଦସ୍ୟ ଥିବା ପୋଲିସ କହିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ହିଜିବୁଲ କମାଣ୍ଡର ନାସିର୍ ଚନ୍ଦ୍ରୁ…
ଖାଦ୍ୟ ସାଥୀ ଯୋଜନାରେ ପଶ୍ଚିମବଙ୍ଗର ୮ କୋଟି ୫୦ ଲକ୍ଷ ଲୋକଙ୍କୁ ମିଳିଛି ଖାଦ୍ୟ ସୁରକ୍ଷା: ମମତା
କୋଲକାତା,୧୬।୧୦: ପଶ୍ଚିମବଙ୍ଗରେ ଖାଦ୍ୟ ସାଥୀ ଯୋଜନା ଅନ୍ତର୍ଗତ ରାଜ୍ୟର ୮କୋଟି ୫୦ ଲକ୍ଷ ଲୋକଙ୍କ ଖାଦ୍ୟ ସୁରକ୍ଷା ମିଳିଛି। ବିଶ୍ୱ ଖାଦ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଏହି ସୂଚନା ଦେଇଛନ୍ତି। ଜଙ୍ଗଲ ମହଲ ଏବଂ ପାହାଡ଼ିଆ ଅଞ୍ଚଳରେ…
ଏହି ତୁଳନାରେ ପାକିସ୍ତାନଠାରୁ ପଛରେ ଭାରତ
ନୂଆଦିଲ୍ଲୀ,୧୬।୧୦: ଆଜି ବିଶ୍ୱ ଖାଦ୍ୟ ଦିବସ। ଏହି ଦିବସ ପୂର୍ବରୁ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ ଏହି ରିପୋର୍ଟ ପ୍ରକାଶ ପାଇଛି। ୧୧୭ଟି ଦେଶକୁ ନେଇ ପ୍ରସ୍ତୁତ ହୋଇଥିବା ଏହି ରିପୋର୍ଟରେ ଭାରତର ସ୍ଥାନ ୧୦୨ ରହିଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି…
୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ: ଦାଖଲ ହୋଇଛି ୧୨ ଲକ୍ଷ ୫୦ ହଜାର ପୃଷ୍ଠାର ଫଟୋକପି
ନୂଆଦିଲ୍ଲୀ,୧୬।୧୦: ରାମଜନ୍ମ ଭୂମି ବାବରୀ ମସଜିଦ୍ ବିବାଦ ବହୁ ବର୍ଷ ଧରି ନିର୍ମୋହି ଆଖଡ଼ା ଏବଂ ମୁସଲମାନ୍ ପକ୍ଷଙ୍କ ମଧ୍ୟରେ ଜାରି ରହିଛି। ୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ ନେଇ ଅଦାଲତରେ ହିନ୍ଦୁ ପକ୍ଷ ୭ ଲକ୍ଷ ୫୦ ହଜାର…
ସ୍ବାମୀ ନିଖୋଜ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ, ୨ ଅଟକ
ଖୋର୍ଦ୍ଧା ଅଫିସ,୧୬।୧୦: ବାଣପୁର ଥାନା ପଦନପୁର ଗାଁରେ ସୁଶାନ୍ତ ନାୟକ(୩୫) ମଙ୍ଗଳବାର ରାତିରୁ ନିଖୋଜ ଅଛନ୍ତି। ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ସ୍ବାମୀକୁ ହତ୍ୟା କରାଯାଇ ମୃତଦେହକୁ ଗାଏବ କରି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ୨…
Archives


