Home

ଖାଦ୍ୟ ସାଥୀ ଯୋଜନାରେ ପଶ୍ଚିମବଙ୍ଗର ୮ କୋଟି ୫୦ ଲକ୍ଷ ଲୋକଙ୍କୁ ମିଳିଛି ଖାଦ୍ୟ ସୁରକ୍ଷା: ମମତା

କୋଲକାତା,୧୬।୧୦: ପଶ୍ଚିମବଙ୍ଗରେ ଖାଦ୍ୟ ସାଥୀ ଯୋଜନା ଅନ୍ତର୍ଗତ ରାଜ୍ୟର ୮କୋଟି ୫୦ ଲକ୍ଷ ଲୋକଙ୍କ ଖାଦ୍ୟ ସୁରକ୍ଷା ମିଳିଛି। ବିଶ୍ୱ ଖାଦ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଏହି ସୂଚନା ଦେଇଛନ୍ତି। ଜଙ୍ଗଲ ମହଲ ଏବଂ ପାହାଡ଼ିଆ ଅଞ୍ଚଳରେ…

ଏହି ତୁଳନାରେ ପାକିସ୍ତାନଠାରୁ ପଛରେ ଭାରତ

ନୂଆଦିଲ୍ଲୀ,୧୬।୧୦: ଆଜି ବିଶ୍ୱ ଖାଦ୍ୟ ଦିବସ। ଏହି ଦିବସ ପୂର୍ବରୁ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ ଏହି ରିପୋର୍ଟ ପ୍ରକାଶ ପାଇଛି। ୧୧୭ଟି ଦେଶକୁ ନେଇ ପ୍ରସ୍ତୁତ ହୋଇଥିବା ଏହି ରିପୋର୍ଟରେ ଭାରତର ସ୍ଥାନ ୧୦୨ ରହିଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି…

୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ: ଦାଖଲ ହୋଇଛି ୧୨ ଲକ୍ଷ ୫୦ ହଜାର ପୃଷ୍ଠାର ଫଟୋକପି

ନୂଆଦିଲ୍ଲୀ,୧୬।୧୦: ରାମଜନ୍ମ ଭୂମି ବାବରୀ ମସଜିଦ୍‌ ବିବାଦ ବହୁ ବର୍ଷ ଧରି ନିର୍ମୋହି ଆଖଡ଼ା ଏବଂ ମୁସଲମାନ୍‌ ପକ୍ଷଙ୍କ ମଧ୍ୟରେ ଜାରି ରହିଛି। ୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ ନେଇ ଅଦାଲତରେ ହିନ୍ଦୁ ପକ୍ଷ ୭ ଲକ୍ଷ ୫୦ ହଜାର…

ସ୍ବାମୀ ନିଖୋଜ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ, ୨ ଅଟକ

ଖୋର୍ଦ୍ଧା ଅଫିସ,୧୬।୧୦: ବାଣପୁର ଥାନା ପଦନପୁର ଗାଁରେ ସୁଶାନ୍ତ ନାୟକ(୩୫) ମଙ୍ଗଳବାର ରାତିରୁ ନିଖୋଜ ଅଛନ୍ତି। ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ସ୍ବାମୀକୁ ହତ୍ୟା କରାଯାଇ ମୃତଦେହକୁ ଗାଏବ କରି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ୨…

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି। ତାଙ୍କ ଘର ସଦର ବ୍ଲକ କଣ୍ଡରାପଶି ପଞ୍ଚାୟତ ଆହରପଶି ଗ୍ରାମରେ ବୋଲି ଜଣାପଡିଛି।…

ବିମାନ ବନ୍ଦରରେ ପ୍ରତିଦିନ ହୁଏ ଫାୟାରିଂ

ସୁରଟ : ଆପଣମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ବିମାନବନ୍ଦରରେ ପୁଣି ପ୍ରତିଦିନ ଫାୟାରିଂ! ହେଲେ ହଁ। ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ…

ଏନ୍‌.ଆର୍‌. ନାରାୟଣ ମୂର୍ତ୍ତିଙ୍କ ଜୀବନୀକୁ ନେଇ ବଲିଉଡ୍‌ ଫିଲ୍ମ

ନୂଆଦିଲ୍ଲୀ: ବଲିଉଡ୍‌ରେ ବାୟୋପିକ୍‌ ଟ୍ରେଣ୍ଡ୍‌ ଚାଲିଥିବାବେଳେ ପିରିଓଡିକ୍‌ ଡ୍ରାମା ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଜୀବନୀ ଉପରେ ମଧ୍ୟ ଅନେକ ସମୟରେ ଫିଲ୍ମ ନିର୍ମାଣ କରାଯାଉଛି। ସମାଜରେ ଲୋକପ୍ରିୟ ବ୍ୟକ୍ତିତ୍ୱଙ୍କ ଜୀବନୀକୁ ନେଇ ପ୍ରସ୍ତୁତ କାହାଣୀ ପରଦାରେ ଦେଖିବାକୁ ଦର୍ଶକେ ପସନ୍ଦ ମଧ୍ୟ…

ଅଶାଳୀନ ଶବ୍ଦ ବ୍ୟବହାର ଯୋଗୁ ଆଲିୟାଙ୍କୁ ଟ୍ରୋଲ୍‌

ମୁମ୍ବାଇ: ଉଚ୍ଚକୋଟୀର ଅଭିନୟ ସହ ବେପରୁଆ ମନ୍ତବ୍ୟ ଯୋଗୁ ବଲିଉଡ୍‌ ଅଭିନେତ୍ରୀ ଆଲିୟା ଭଟ୍ଟ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତେବେ ଏ କଥା ମଧ୍ୟ ସତ ଯେ, ରଣବୀର କପୁରଙ୍କ ସହ ତାଙ୍କ ରିଲେସନଶିପ୍‌କୁ ନେଇ ମଧ୍ୟ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ।…

ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା

ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍‌ ଅଫ୍‌ ଦି ଓ୍ବାଲର୍‌ଡ୍‌ ଚିଲଡ୍ରେନ୍‌’ ଶୀର୍ଷକ…

ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ:ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟା ସରଳୀକରଣ ହେବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ରାଜ୍ୟର ୩୦ଟି ଯାକ ଜିଲାରେ ସମନ୍ବିତ ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବା ସହ ଭିନ୍ନକ୍ଷମଙ୍କୁ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟାକୁ ସରଳୀକରଣ କରାଯିବ। ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ ଅବସରରେ ଏନେଇ ସୂଚନା ଦେଇଛନ୍ତି ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର…

ଉତ୍‌ଖନନ ପରେ ଭୁଲିଗଲେ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):କେବଳ ଉପକୂଳ ନୁହେଁ, ଆଭ୍ୟନ୍ତରୀଣ ଓଡ଼ିଶାରେ ବି ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ଘଟିଥିଲା। ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଆଦିି ଜିଲାରେ ବୌଦ୍ଧ ଧର୍ମାବଲମ୍ବୀ ବସବାସ କରିବା ସହ ବୁଦ୍ଧଙ୍କ ମୂର୍ତ୍ତି ପୂଜାର୍ଚ୍ଚନା କରୁଥିଲେ। ଭୁବନେଶ୍ୱରସ୍ଥିତ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ…

ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍‌ ତୃମ୍‌ଖାଲ୍‌

ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍‌ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍‌ଖାଲ୍‌ ଜଙ୍ଗଲରେ ଅନୁପ୍ରବେଶ କରିଛନ୍ତି। ଏଥିପାଇଁ ଭାରତୀୟ ସେନା ପକ୍ଷରୁ ଅପରେଶନ୍‌ ତୃମ୍‌ଖାଲ୍‌ ସେପ୍ଟେମ୍ବର ୨୭ ରାତିଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri