ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗ
ହିନ୍ଦୋଳ, ୭।୧୧(ଡି.ଏନ.ଏ.)-ହିନ୍ଦୋଳ ଥାନା ନୂଆକୋଟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବୁଧବାର ରାତିରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ଅଭିଯୋଗରେ ଦର୍ଶାଇଛନ୍ତି, ସେ ହିନ୍ଦୋଳ ଏନ୍ଏସି ପଟଣା ଗ୍ରାମର ଜଣେ ମାର୍ବଲ ମିସ୍ତ୍ରିଙ୍କ ନିକଟରେ ଦିନ ମଜୁରିଆ…
ପାଣି ଓଭର ଫ୍ଲୋ ହେବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ଜରିମାନା
ଲକ୍ଷ୍ନୌ: କୌଣସି କାର୍ଯ୍ୟାଳୟରେ କିଛି ଭୁଲ ହେଲେ ବରିଷ୍ଠ କର୍ମଚାରୀ ବର୍ତ୍ତି ଯାଉଥିବା ବେଳେ ତଳିଆ କର୍ମଚାରୀ ଫସିଯାଆନ୍ତି। ବେଳେବେଳେ ଏଥିପାଇଁ ସେମାନଙ୍କୁ ଅସୁବିଧା ମଧ୍ୟ ଭୋଗିବାକୁ ପଡ଼ିଥାଏ। ହେଲେ ଉତ୍ତରପ୍ରଦେଶର ଗାଜିଆବାଦରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ…
ବିଷୟ ଚୟନରେ ତ୍ରୁଟି ନେଇ ଅସନ୍ତୋଷ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ
ଗୋପ, ୭।୧୧(ଡି.ଏନ୍.ଏ.)-ଗୋପ ବ୍ଲକ୍ ଅଧୀନ ସାରଡ଼ା ସ୍ଥିତ କୋଣାର୍କ ଜୁନିୟର ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଗୁରୁବାର କଲେଜ ସମ୍ମୁଖରେ ଧାରଣା ଦେଇଥିଲେ। ବିଷୟ ଚୟନରେ ତ୍ରୁଟି ଯୋଗୁ କଲେଜ ସମ୍ମୁଖରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଧାରଣା ଦେଇଥିବାବେଳେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ…
ଫଟା ପାଇପ୍, ଏନ୍ଏଚ୍ରେ ଭାସୁଛି ପାଣି: ଦୃଷ୍ଟି ଦେଉନି ଜନସ୍ବାସ୍ଥ୍ୟ ବିଭାଗ, ବଢୁଛି ଅସନ୍ତୋଷ
ଭଞ୍ଜନଗର,୭।୧୧(ଡି.ଏନ.ଏ.)- ଭଞ୍ଜନଗର ସହର ଦେଇ ଯାଇଥିବା ରାଞ୍ଚତ୍-ବିଜୟୱାଡ଼ା କରିଡ଼ରର ସ୍ଥାନୀୟ ଶ୍ରୀରାମନଗର ସେତୁ ଉପର ଦେଇ ଯାଇଥିବା ପାଣି ପାଇପ୍ ବହୁଦିନ ହେବ ଫାଟିଯାଇଛି। ଏଥିରୁ ପାଣି ବାହାରି ମୁଖ୍ୟ ରାସ୍ତାରେ ଭାସୁଛି। ଏହାର ପ୍ରଭାବରେ ରାସ୍ତା ଖରାପ ହେବାସହ ଖାଲଢ଼ିପ…
ମିନି ବସ୍ ଓଲଟିଲା: ୧ ମୃତ, ୧୫ରୁ ଉର୍ଦ୍ଧ୍ୱ ଆହତ
ଆସିକା,୭ା୧୧(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ବୋରି ନିକଟରେ ବୁଧବାର ରାତି ପ୍ରାୟ ୧୧ଟାରେ ଏକ ମିନିବସ୍ ରାସ୍ତା କଡକୁ ଓଲଟି ପଡିଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ଭଞ୍ଜନଗର ନିକଟସ୍ଥ ତନରଡା ଗ୍ରାମର…
ଦୁଇ ମାସର ଝିଅକୁ ଧରି ଆତ୍ମସମର୍ପଣ କଲେ ମହିଳା ମାଓବାଦୀ
ରାୟଗଡ଼ା ଅଫିସ, ୭।୧୧: ଦୁଇମାସର ଶିଶୁ କନ୍ୟାକୁ ଧରି ଜଣେ ମହିଳା ମାଓବାଦୀ ଗୁରୁବାର ରାୟଗଡ଼ା ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ହେଲା ପାର୍ବତୀ ଓରଫ୍ ରିଙ୍କି(୨୭)। ଛତିଶଗଡ଼ର ବିଜାପୁର ଜିଲା ମାର୍ଥୁ ଥାନା ଅଧୀନ ଓ୍ବାଚମ ଗାଁରେ…
ପାଞ୍ଚ ବର୍ଷର ଝିଅକୁ ବଳାତ୍କାର
ବୋରିଗୁମ୍ମା,୭ା୧୧(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବିଜାପୁର ପଞ୍ଚାୟତର ଏକ ଗାଁରେ ଜଣେ ପାଞ୍ଚବର୍ଷର ଶିଶୁକନ୍ୟା ବଳାତ୍କାରର ଶିକାର ହୋଇଛି। ବୁଧବାର ଉକ୍ତ ଗ୍ରାମର ଡମୁ ମୁଦୁଲି (୨୫) ମାଛ ଧରିବା ବାହାନାରେ ନାବାଳିକାଙ୍କୁ ଡାକିନେଇ ପାଖ ଜଙ୍ଗଲରେ ବଳାତ୍କାର କରିଥିଲେ।…
ବଟି ପାଇଁ କ୍ରଶର ମ୍ୟାନେଜରଙ୍କୁ ଗୁଳି
କୋରାପୁଟ,୭ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ମାଛକୁଣ୍ଡ ଥାନା ସିଲପଣ୍ଡି ଗ୍ରାମସ୍ଥିତ ଏସ୍ଇପିଏଲ କ୍ରଶର ୟୁନିଟରେ ଟଙ୍କା ଆଦାୟ କରିବାକୁ ଯାଇ ବୁଧବାର ରାତିରେ ସେଠାକାର ମ୍ୟାନେଜରଙ୍କୁ ଗୁଳି କରିଛନ୍ତି ନକଲି ମାଓବାଦୀ। ଏଥିରେ କ୍ରଶର ମ୍ୟାନେଜର ଗୁରୁତର ହୋଇଛନ୍ତି। ପୋଲିସର ପାଲଟା ଗୁଳିରେ…
୩୧ଦାଦନ ଶ୍ରମିକ ଉଦ୍ଧାର, ୩ସର୍ଦ୍ଦାର ଗିରଫ
ଲାଠୋର/ମୁରିବାହାଲ, ୭ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଓ ମୁରିବାହାଲ ଥାନା ଅଞ୍ଚଳରୁ ବେଆଇନଭାବେ ଚାଲାଣ କରାଯାଉଥିବା ବେଳେ ୧୧ ଶିଶୁଙ୍କ ସହ ୩୧ଦାଦନ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରାଯାଇଛି। ଉଭୟ ଘଟଣାରେ ୩ଜଣ ଦାଦନ ସର୍ଦ୍ଦାରଙ୍କୁ ଗିରଫ କରାଯାଇଛି। ଉଦ୍ଧାର…
ଗୌତମଙ୍କ ଚୁକ୍ତି ବାତିଲ କଲା ଜିସିଏ
ରାଜକୋଟ,୭।୧୧(ପି.ଟି.)- କେପିଏଲ ମ୍ୟାଚ୍ ଫିକ୍ସିଂରେ ଜଡ଼ିତ ହୋଇ ଗିରଫ ହୋଇଥିବା ସି.ଏମ୍. ଗୌତମଙ୍କ ଚୁକ୍ତିକୁ ଗୁରୁବାର ଗୋଆ କ୍ରିକେଟ ଆସୋସିଏଶନ (ଜିସିଏ) ବାତିଲ କରି ଦେଇଛି। ଏଥିସହିତ ଆସୋସିଏଶନ ପକ୍ଷରୁ ନୂଆ ଅଧିନାୟକ ଘୋଷଣା କରାଯାଇଛି। ଦର୍ଶାନ ମିସାଲଙ୍କୁ ଶୁକ୍ରବାରଠାରୁ ଆରମ୍ଭ…
ଆଇପିଏଲ ମ୍ୟାଚ୍ ପୂର୍ବରୁ ହୋଇପାରେ ଜାତୀୟ ସଙ୍ଗୀତ ଗାନ
ନୂଆଦିଲ୍ଲୀ,୭।୧୧(ପି.ଟି.)- ପ୍ରତିଟି ଆଇପିଏଲ ମ୍ୟାଚ୍ ପୂର୍ବରୁ ଜାତୀୟ ସଙ୍ଗୀତ ଗାନ କରାଯିବା ଲାଗି କିଙ୍ଗ୍ସ ଏକାଦଶ ପଞ୍ଜାବ ସହ ମାଲିକ ନେସ ଓ୍ବାଡିଆ ଲିଖିତ ଭାବେ ବିସିସିଆଇକୁ ପ୍ରସ୍ତାବ ଦେଇଛନ୍ତି। ସାଧାରଣତଃ ଜାତୀୟ ସଙ୍ଗୀତ ଅନ୍ତର୍ଜାତୀୟ ମ୍ୟାଚ୍ ପୂର୍ବରୁ ଗାନ କରାଯାଏ।…
ରାସ୍ତା ଅବରୋଧ ନେଇ ଉତ୍ତେଜନା
ଭୋଗରାଇ, ୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଳକ ଅଧୀନ ଟେଙ୍ଗରାମାରିି ଗ୍ରାମ ୫ନଂ. ୱାର୍ଡ଼ରେ ଜଣେ ବ୍ୟକ୍ତି ରାସ୍ତା ଅବରୋଧ କରିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଅବିଳମ୍ବେ ଏହି ଅବରୋଧକୁ ପ୍ରଶାସନ ପକ୍ଷରୁ ହଟା ନ ଗଲେ ସମୂହ ଗ୍ରାମବାସୀ ଭୋଗରାଇ ତହସିଲରେ…

