Home

୩୧ଦାଦନ ଶ୍ରମିକ ଉଦ୍ଧାର, ୩ସର୍ଦ୍ଦାର ଗିରଫ

ଲାଠୋର/ମୁରିବାହାଲ, ୭ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଓ ମୁରିବାହାଲ ଥାନା ଅଞ୍ଚଳରୁ ବେଆଇନଭାବେ ଚାଲାଣ କରାଯାଉଥିବା ବେଳେ ୧୧ ଶିଶୁଙ୍କ ସହ ୩୧ଦାଦନ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରାଯାଇଛି। ଉଭୟ ଘଟଣାରେ ୩ଜଣ ଦାଦନ ସର୍ଦ୍ଦାରଙ୍କୁ ଗିରଫ କରାଯାଇଛି। ଉଦ୍ଧାର…

ଗୌତମଙ୍କ ଚୁକ୍ତି ବାତିଲ କଲା ଜିସିଏ

ରାଜକୋଟ,୭।୧୧(ପି.ଟି.)- କେପିଏଲ ମ୍ୟାଚ୍‌ ଫିକ୍ସିଂରେ ଜଡ଼ିତ ହୋଇ ଗିରଫ ହୋଇଥିବା ସି.ଏମ୍‌. ଗୌତମଙ୍କ ଚୁକ୍ତିକୁ ଗୁରୁବାର ଗୋଆ କ୍ରିକେଟ ଆସୋସିଏଶନ (ଜିସିଏ) ବାତିଲ କରି ଦେଇଛି। ଏଥିସହିତ ଆସୋସିଏଶନ ପକ୍ଷରୁ ନୂଆ ଅଧିନାୟକ ଘୋଷଣା କରାଯାଇଛି। ଦର୍ଶାନ ମିସାଲଙ୍କୁ ଶୁକ୍ରବାରଠାରୁ ଆରମ୍ଭ…

ଆଇପିଏଲ ମ୍ୟାଚ୍‌ ପୂର୍ବରୁ ହୋଇପାରେ ଜାତୀୟ ସଙ୍ଗୀତ ଗାନ

ନୂଆଦିଲ୍ଲୀ,୭।୧୧(ପି.ଟି.)- ପ୍ରତିଟି ଆଇପିଏଲ ମ୍ୟାଚ୍‌ ପୂର୍ବରୁ ଜାତୀୟ ସଙ୍ଗୀତ ଗାନ କରାଯିବା ଲାଗି କିଙ୍ଗ୍ସ ଏକାଦଶ ପଞ୍ଜାବ ସହ ମାଲିକ ନେସ ଓ୍ବାଡିଆ ଲିଖିତ ଭାବେ ବିସିସିଆଇକୁ ପ୍ରସ୍ତାବ ଦେଇଛନ୍ତି। ସାଧାରଣତଃ ଜାତୀୟ ସଙ୍ଗୀତ ଅନ୍ତର୍ଜାତୀୟ ମ୍ୟାଚ୍‌ ପୂର୍ବରୁ ଗାନ କରାଯାଏ।…

ରାସ୍ତା ଅବରୋଧ ନେଇ ଉତ୍ତେଜନା

ଭୋଗରାଇ, ୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଳକ ଅଧୀନ ଟେଙ୍ଗରାମାରିି ଗ୍ରାମ ୫ନଂ. ୱାର୍ଡ଼ରେ ଜଣେ ବ୍ୟକ୍ତି ରାସ୍ତା ଅବରୋଧ କରିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଅବିଳମ୍ବେ ଏହି ଅବରୋଧକୁ ପ୍ରଶାସନ ପକ୍ଷରୁ ହଟା ନ ଗଲେ ସମୂହ ଗ୍ରାମବାସୀ ଭୋଗରାଇ ତହସିଲରେ…

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ମତ୍ସ୍ୟଜୀବୀଙ୍କୁ ୪ ଦିନ ସମୁଦ୍ର ମନା

ରୂପ୍‌ସା, ୭।୧୧(ଡି.ଏନ.ଏ.)-ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ଖୁବ୍‌ଶୀଘ୍ର ଏହା ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟଦେଇ ଏହି ସାମୁଦ୍ରିକ ଝଡ଼…

ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜେଲ୍‌ ଗଲେ ୪ ଅଭିଯୁକ୍ତ

ଚାନ୍ଦବାଲି, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିରୁ ଅପେରା ଦେଖି ଫେରୁଥିବା ବେଳେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ସ୍ଥାନୀୟ ପୋଲିସ ଗୁରୁବାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ସ୍ଥାନୀୟ ଅଞ୍ଚଳର ପ୍ରକାଶ ଦାସ, ପିଣ୍ଟୁ ମହାଳିକ ଓ…

ତୁଳସୀଙ୍କ ହାତ ଧରିବାକୁ ବାହାରିଲେ ଶ୍ରୀବଳଦେବ ଜୀଉ

ବାସୁଦେବପୁର, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ନିକଟସ୍ଥ ଗୁଡ଼ ଗ୍ରାମର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉ ତୁଳସୀ ଦେବୀଙ୍କ ହାତ ଧରିବେ। ବଳଦେବ ଜୀଉ ବିବାହ ନିମନ୍ତେ ଗୁରୁବାର ତୁଳସୀକ୍ଷେତ୍ର କେନ୍ଦ୍ରାପଡ଼ା ଅଭିମୁଖେ ଶୋଭାଯାତ୍ରାରେ ଯାଇଛନ୍ତି। ପ୍ରଥମେ ମହାପ୍ରଭୁ…

ଗ୍ୟାଷ୍ଟ୍ରିକ୍‌ରୁ ଆରୋଗ୍ୟ ପାଇଁ ଔଷଧ ସେବନ କରୁଛନ୍ତି କି: ଦେଖାଦେଇପାରେ କିଡ୍‌ନୀ ସମସ୍ୟା

ପେଟର ବହୁ ପ୍ରକାରର ସମସ୍ୟା ଭିତରୁ ଗ୍ୟାସ୍‌ ସମସ୍ୟା ଅନ୍ୟତମ। ଆଜିକାଲି ଜୀବନଶୈଳୀ ଓ ଖାଦ୍ୟ ପାନୀୟ ଯୋଗୁ ପ୍ରାୟ ଲୋକଙ୍କର ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଦେଖାଦେଇଥାଏ। ଏହା ଏବେ ସାଧାରଣ ସମସ୍ୟା ପାଲଟିଛି। ଅତ୍ୟଧିକ ଭୋଜନ କରିବା, ବହୁ ବିଳମ୍ବ ପର୍ଯ୍ୟନ୍ତ…

ବିଶ୍ୱର ସବୁଠୁ ଦାମୀ କେକ୍‌, ଯାହା ଦେଖିବାକୁ ସୁନ୍ଦରୀ ଯୁବତୀ ସଦୃଶ

ବିଭିନ୍ନ ପ୍ରକାରର କେକ୍‌ ଦେଖିଥିବେ। କିନ୍ତୁ ସୁନ୍ଦରୀ ଯୁବତୀ ବା ସେଲିବ୍ରିଟି ଆକାରର କେକ୍‌ କେବେ ଦେଖିଛନ୍ତି କି? ଯଦି ନା ତେବେ ଏମିତି ଏକ କେକ୍‌ ଦେଖିବାକୁ ମିଳିଛି ଦୁବାଇରେ। ଡେବି ଓ୍ବିଂଘମ୍‌ ନାମକ ଜଣେ ମହିଳା ଏହି କେକ୍‌ର…

ଲୁହା ପଥର ପରିବହନକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ଯୋଡ଼ା, ୭।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ କମାରଯୋଡା ଅଞ୍ଚଳର ବୁଦ୍ଧଦେବ ବାନାର୍ଜୀ। ଏ ନେଇ…

ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ

ବଇଣ୍ଡା, ୭।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି। ମାତ୍ର ଯାତ୍ରୀମାନେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପ୍ରକାଶ ଯେ, ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ଟି…

ସରକାର ଅନୁମତି ନ ଦେଲେ ବି ପାକିସ୍ତାନ ଯିବି: ସିଦ୍ଧୁ

ନୂଆଦିଲ୍ଲୀ,୭।୧୧: କରତାରପୁର କରିଡର ଉଦଘାଟନ ହେବାକୁ ଆଉ ମାତ୍ର ଦୁଇଦିନ ବାକି ଥିବାବେଳେ ପାକିସ୍ତାନ ଯିବା ପାଇଁ ଜିଦ୍‌ ଧରି ବସିଛନ୍ତି ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁ। କର୍ତ୍ତାରପୁର ଯିବା ପାଇଁ ଅନୁମତି ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?