କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ
ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା ପୋଲିସ ମଧୁସ୍ମିତାଙ୍କୁ ମଙ୍ଗଳବାର କୋର୍ଟ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି…
ସିବିଏସ୍ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ
ବ୍ରହ୍ମପୁର ଅଫିସ୍,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ୩ଟି ଲେଖାଏ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ହାସଲ…
‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି
ବ୍ରହ୍ମପୁର ଅଫିସ୍,୧୬|୧୦-ବ୍ରହ୍ମପୁର ନୂଆବସ୍ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା ପରେ ଖାଦ୍ୟ ଖାଉଥିବା ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଖାଦ୍ୟର ମାନ ପରଖିବା ପାଇଁ…
‘କଳା ଓ ସଙ୍ଗୀତ ଦ୍ୱାରା ପରିବର୍ତ୍ତନ ସମ୍ଭବ’
ବନ୍ତ,୧୬।୧୦(ସ୍ବ.ପ୍ର.)- କଳା ଓ ସଙ୍ଗୀତର ଯାଦୁକରୀ ପ୍ରଭାବ ରହିଛି। ଏହା ମାଧ୍ୟମରେ ସାମାଜିକ ପରିବର୍ତ୍ତନ ଆଣିବା ସମ୍ଭବ। ଏଥିଲାଗି ଗ୍ରାମାଞ୍ଚଳର କଳା ଓ ସଂସ୍କୃତିକୁ ଉଜ୍ଜୀବିତ ରଖିବା ଓ ଏହାର ପ୍ରଚାର ପ୍ରସାର ଲାଗି ସେ ଛାତ୍ରୀଛାତ୍ରଙ୍କୁ ସଙ୍ଗୀତ ଶିକ୍ଷା ଦେଉଛନ୍ତି…
ନିଯୁକ୍ତି ଦାବିରେ ଜେଏସ୍ଡବ୍ଲ୍ୟୁ ଆଗରେ ସତ୍ୟାଗ୍ରହ
ପାରାଦୀପ,୧୬।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବିଓଟି (ବିଲ୍ଡ ଅପରେଟ୍ ଟ୍ରାନ୍ସପୋର୍ଟ) ବର୍ଥ କାମ ପାଇଥିବା ଜେଏସ୍ଡବ୍ଲ୍ୟୁ ପାରାଦୀପ ଟର୍ମିନାଲ ପ୍ରାଇଭେଟ୍ ଲିମିଟେଡ୍ ଅଫିସ ଆଗରେ ମଙ୍ଗଳବାର ସୋବୁ (ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ ଅଫ୍ ବିଜୁ ପଟ୍ଟନାୟକ ୟୁନିଭର୍ସିଟି) ପକ୍ଷରୁ ଦିନିକିଆ ସତ୍ୟାଗ୍ରହ…
ପ୍ରସୂତିଙ୍କୁ ଭେଟିଲା ଭାଜପା ମହିଳା ମୋର୍ଚ୍ଚା
ଭଦ୍ରକ ଅଫିସ,୧୬ା୧୦- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ବାରଣ୍ଡାରେ ସୋମବାର ଜଣେ ପ୍ରସୂତି ପିଲା ଜନ୍ମ କରିବା ଘଟଣାପରେ ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପ୍ରସୂତିଙ୍କୁ ଭେଟି ଫେରିଛନ୍ତି। ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ…
ଜେସିବି ଲଗାଇ ବାଲି ଲୁଟୁଛନ୍ତି ଚୋର
ଭଣ୍ଡାରିପୋଖରୀ, ୧୬ା୧୦(ଡି.ଏନ୍.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀ ଗର୍ଭରୁ ବାଲି ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମଣିନାଥପୁର, ମୁଢାପଦା, ବାଲିପୋଖରୀ ଆଦି ଏସ୍କେପ୍ ଥିବା ଶୁଖିଲା ପଡିଥିବାରୁ ସେଠାରୁ ଏବେ ବାଲି ଖୋଳି ନିଆଯାଉଛି। ବିଭିନ୍ନ…
ଉଦଳା-କରଞ୍ଜିଆରେ ମାତିଲେ ଲୁଟେରା: ୫ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା, ଅଧ୍ୟାପିକାଙ୍କ ସୁନାଚେନ୍ ଲୁଟ
ଉଦଳା/ଠାକୁରମଣ୍ଡା,୧୬ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ଓ କରଞ୍ଜିଆ ଥାନା ପୋଲିସ୍କୁ ମଙ୍ଗଳବାର ଲୁଟେରାମାନେ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ୫ ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା ସହ ଜଣେ ଅଧ୍ୟାପିକାଙ୍କ ସୁନା ଚେନ ଲୁଟି ନେଇଛନ୍ତି। ଏହି ଘଟଣା ପୋଲିସ୍ ପାଇଁ ମୁଣ୍ଡବିନ୍ଧାର…
ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ର ଉଦ୍ଘାଟିତ
ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଉକ୍ତ କେନ୍ଦ୍ରରୁ ପ୍ରସ୍ତୁତ କରାଯାଇ ବିତରଣ କରାଯାଇଛି। ଆସନ୍ତା ୨୪…
ସୁଲତାନ ଜୋହର କପ୍ ହକି: ଲଢ଼େଇ କରି ହାରିଲା ଭାରତ
ଜୋହର ବାହରୁ, ୧୬।୧୦-ସୁଲତାନ ଜୋହର କପ୍ ଜୁନିୟର ହକି ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭାରତ ୩-୪ ଗୋଲରେ ଜାପାନଠାରୁ ହାରି ଯାଇଛି। ମ୍ୟାଚରେ ଭାରତ ଲଢ଼ୁଆ ପ୍ରଦର୍ଶନ କରିଥିଲେ ହେଁ ଗୋଟିଏ ଗୋଲ ବ୍ୟବଧାନରେ ପରାଜୟ ବରଣ…
ରଣ୍ଜୀ ଭେନ୍ୟୁ ଘୋଷିତ: ଘରୋଇ ଗ୍ରାଉଣ୍ଡରେ ୫ ମ୍ୟାଚ୍ ଖେଳିବ ଓଡ଼ିଶା
କଟକ ଅଫିସ,୧୬ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଚଳିତ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଭେନ୍ୟୁ ତାଲିକା ଘୋଷଣା କରାଯାଇଛି । ଆସନ୍ତା ଡିସେମ୍ବର ୯ରୁ ଆରମ୍ଭ ହେବ ରଣ୍ଜୀ ସିଜନ ୨୦୧୯-୨୦। ଚଳିତ ସଂସ୍କରଣରେ ଏଲିଟ ଗ୍ରୁପ-ସିରେ ସ୍ଥାନ ପାଇଥିବା…
ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ: ଭାରତ-ବାଂଲାଦେଶ ମ୍ୟାଚ ଡ୍ର
କୋଲକାତା, ୧୬ା୧୦ (ପି.ଟି.)-ଆଦିଲ ଖାଁଙ୍କ ବିଳମ୍ବିତ ଗୋଲ ଭାରତର ସମ୍ମାନ ରଖିଛି। ମଙ୍ଗଳବାର ଅନୁଷ୍ଠିତ ଭାରତ-ବାଂଲାଦେଶ ଫିଫା ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ଗ୍ରୁପ୍ ‘ଇ’ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ସ୍ଥାନୀୟ ବିବେକାନନ୍ଦ ଯୁବ ଭାରତୀ କ୍ରୀଡ଼ାଙ୍ଗନଠାରେ ଅନୁଷ୍ଠିତ ମ୍ୟାଚଟି…
Archives


