Home

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଧାରା ସଂଶୋଧନ ନେଇ ସିଓଏର ପ୍ରସ୍ତାବ

ନୂଆଦିଲ୍ଲୀ,୧୬।୧୦(ପି.ଟି.) – ଖୁବ୍‌ ଶୀଘ୍ର ପୂର୍ବତନ କ୍ରିକେଟରମାନଙ୍କୁ କ୍ରିକେଟ ପ୍ରଶାସନରେ ଏକାଧିକ ଭୂମିକାରେ ଦେଖିବାକୁ ମିଳିବ। ଏନେଇ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଧାରା ଅନ୍ତରାୟ ସୃଷ୍ଟି କରିଆସୁଛି। ଏହାକୁ ପ୍ରଶାସକ କମିଟି (ସିଓଏ)ହୃଦୟଙ୍ଗମ କରିଛି। ଫଳରେ ଏହି ବିବାଦୀୟ ଧାରାରେ ସୁଧାର…

୧୫ ବର୍ଷରୁ କମ୍‌ ସାଫ୍‌ ମହିଳା ଚାମ୍ପିୟନଶିପ୍‌: ଭାରତ ଚାମ୍ପିୟନ

ଥିମ୍ପୁ,୧୬।୧୦(ପି.ଟି.)- ଏଠାରେ ଖେଳଯାଇଥିବା ୧୫ ବର୍ଷରୁ କମ୍‌ ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ (ସାଫ୍‌) ମହିଳା ଚାମ୍ପିୟନଶିପ୍‌ରେ ଭାରତ ଟାଇଟଲ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଭାରତ ପେନାଲ୍ଟି ଶୁଟ୍‌ ଆଉଟ ଜରିଆରରେ ବାଂଲାଦେଶକୁ ୫-୩ରେ ପରାସ୍ତ କରି…

ପ୍ରମୋଶନ ଅନ୍‌ ହ୍ବିଲ ଆଣିବ ରେଲଓ୍ବେ

ନୂଆଦିଲ୍ଲୀ,୧୬-୧୦: ରାଜସ୍ବ ସଂଗ୍ରହ ଲାଗି ରେଲଓ୍ବେ ପକ୍ଷରୁ ନୂଆ ପଦକ୍ଷେପ ନିଆଯିବ। ଟ୍ରେନଗୁଡିକରେ ପ୍ରମୋଶନାଲ କାର୍ଯ୍ୟକଳାପ ଦ୍ୱାରା ରାଜସ୍ବ ଆଦାୟ ନେଇ ଯୋଜନା ରଖାଯାଇଛି। ଲୋକମାନେ ରେଲଓ୍ବେର ପ୍ରମୋଶନ ଅନ୍‌ ହ୍ବିଲ ପଦକ୍ଷେପ ଦ୍ୱାରା ଟ୍ରେନଗୁଡିକ ବିଭିନ୍ନ ପ୍ରଚାର ସମ୍ପର୍କିତ କାର୍ଯ୍ୟକଳାପ…

ଆର୍ଥିକ ମାନ୍ଦାବସ୍ଥା ଚକ୍ରୀୟ: ପୀୟୂଷ ଗୋୟଲ

ନୂଆଦିଲ୍ଲୀ,୧୬-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହା ଚକ୍ରୀୟ ବୋଲି କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ମଙ୍ଗଳବାର କହିଛନ୍ତି। ଏହା ଠିକ୍‌ ହୋଇଯିବ। ଅଭିବୃଦ୍ଧି ଫେରିବା ଆଗରୁ ବର୍ତ୍ତମାନ ନିବେଶର ପ୍ରକୃଷ୍ଟ ସମୟ ବୋଲି ସେ…

ଆୟୁଷ୍ମାନ ଖୁରାନା ଟାଇଟାନ ଆଇପ୍ଲସ୍‌ର ବ୍ରାଣ୍ଡ ଆମ୍ବାସାଡର

ନୂଆଦିଲ୍ଲୀ,୧୬-୧୦: ଟାଇଟାନ ଆଇଓ୍ବେର ବିଜନେସ ପକ୍ଷରୁ ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନାଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। କମ୍ପାନୀର ଫ୍ରେମ, ସନଗ୍ଲାସେସ ଏବଂ ଲେନ୍ସକୁ ଆୟୁଷ୍ମାନ ପ୍ରମୋଶନ କରିବେ। କମ୍ପାନୀର ଆଗାମି ମଲ୍ଟି ମିଡିଆ କ୍ୟାମ୍ପେନରେ ସେ ନଜର ଆସିବେ…

ଅଭିବୃଦ୍ଧି ପୂର୍ବାନୁମାନ ୬.୧%କୁ ଖସାଇଲା ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ,୧୬-୧୦: ବିଶ୍ୱ ବ୍ୟାଙ୍କ ପରେ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ଖସାଇଛି। ୨୦୧୯ରେ ଭାରତର ଅଭିବୃଦ୍ଧି ହାର ୬.୧% ରହିବ ବୋଲି ଆଇଏମ୍‌ଏଫ୍‌ କହିଛି। ସେହିଭଳି ଦେଶର ଅର୍ଥବ୍ୟବସ୍ଥା ୨୦୨୦ରେ ୭% ଛୁଇଁବା ନେଇ ଆଇଏମ୍‌ଏଫ୍‌ ପକ୍ଷରୁ ଏହାର…

କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…

ୟୁରିନ୍‌ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍‌ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ । ଏଥିପାଇଁ ଅପରେସନ୍‌ ଅବା କେମୋଥେରାପିର ଆବଶ୍ୟକତା ପଡ଼ି ନ ଥାଏ ଚାଇନାର ବେଜିଂ…

ଭୁବନେଶ୍ୱର ବିମାନ ବନ୍ଦରରୁ ୧୨ଲକ୍ଷ ଟଙ୍କାର ବିଦେଶୀ ସିଗାରେଟ ଜବତ, କୁଆଲାଲମ୍ପୁରରୁ ଚାଲାଣ ହେଉଥିଲା ପଶ୍ଚିମବଙ୍ଗ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିମାନରେ ବେଆଇନ ସୁନା ପରେ ଏବେ ବିଦେଶୀ ସିଗାରେଟ ଚାଲାଣ ଧରାପଡ଼ିଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍‌ଆଇ) ମଙ୍ଗଳବାର ୧୨ଲକ୍ଷ ଟଙ୍କାର ସିଗାରେଟ ଜବତ କରିଛି। ୪୦୦ ପ୍ୟାକେଟରେ ରହିଥିବା ୮୦ହଜାର ସିଗାରେଟ…

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ମାନ୍ୟତା ହରାଇଲେ ମନ୍ଧାନା

ଦୁବାଇ, ୧୫।୧୦ (ପି.ଟି.)-ଭାରତୀୟ ମହିଳା କ୍ରିକେଟ୍‌ ଦଳର ତାରକା ବ୍ୟାଟ୍ସଓମ୍ୟାନ ସ୍ମୃତି ମନ୍ଧାନା ଆଇସିସି ଦିନିିକିଆ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ମାନ୍ୟତା ହରାଇଛନ୍ତି। ଅର୍ନ୍ତଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ବ୍ୟାଟିଂ ତାଲିକାରେ ମନ୍ଧାନାଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡର ଆମି…

ବାୟୁ ପ୍ରଦୂଷଣ କରିଥାନ୍ତି ଏସବୁ ପ୍ରସାଧନ ସାମଗ୍ରୀ…

ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍‌, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ଜାପାନର ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଡ଼ି ମୋଟର, ଶିଳ୍ପସଂସ୍ଥା ଏବଂ ଘରେ ବ୍ୟବହୃତ ହେଉଥିବା ଇଲୋକ୍ଟ୍ରନିକ୍ସ ଦ୍ରବ୍ୟଠାରୁ ଏସବୁ ଅଧିକ…

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା ପଦାକୁ…

ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ଢଙ୍ଗ ଆପଣାଇଲେ ନବଦମ୍ପତ୍ତି

ଜୟପୁର,୧୫।୧୦: ରାଜସ୍ଥାନ ଜୟପୁରରେ ଜଣେ ଦମ୍ପତ୍ତି ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଜଣେ ନବ ବିବାହିତ ଦମ୍ପତ୍ତି ସହରର ବିଭିନ୍ନ ଛକରେ ଠିଆ ହୋଇ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri