Home

ବର୍ଷାରେ ବେହାଲ ରାଜଧାନୀ: ଇସ୍କନ ମନ୍ଦିର ଆଗରେ ପୁଣି ଭାସିଲା କାର୍‌, ବାଇକ୍‌; ରାସ୍ତାରେ କୃତ୍ରିମ ହ୍ରଦର ଭ୍ରମ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଯୋଜନା ଉପରେ ଯୋଜନା। ବର୍ଷା ଦିନେ ସ୍ମାର୍ଟ ସିଟି ବାସିନ୍ଦାଙ୍କ ଅବସ୍ଥା ସୁଧାରିବା ଲାଗି ସରକାରୀସ୍ତରରେ ଅନେକ ପ୍ରତିଶ୍ରୁତି। ହେଲେ ଫଳାଫଳ ଶୂନ। ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ସ୍ମାର୍ଟସିଟିରେ ସମାନ ଅବସ୍ଥା ଭୋଗୁଛନ୍ତି ରାଜଧାନୀବାସିନ୍ଦା। ଶୁକ୍ରବାର…

ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ଜଣେ ଯବାନ ଶହୀଦ, ୩ ଆହତ

ଶିମଲା,୨୩।୮: ହିମାଚଳ ପ୍ରଦେଶରେ ଶୁକ୍ରବାର ଏକ ସେନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଏଥିର ଥିବା ଜଣେ ଯବାନ ଶହୀଦ ହେବା ସହ ଅନ୍ୟ ୩ ଆହତ ହୋଇଥିବା ସୂଚନା ମିଳିଛି। ଏମାନେ ଶିମଲାର ଥିଓଗ ଅଞ୍ଚଳରେ ଥିବା ଗାଲୁ…

ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶାସକ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଜିଲା: କାହାକୁ ମିଳିଲା ଦାୟିତ୍ୱ ନବରଙ୍ଗପୁର : ସଞ୍ଜୟ କୁମାର ଦାସବର୍ମା ରାୟଗଡ଼ା : ସଞ୍ଜୟ କୁମାର ଦାସବର୍ମା…

ଦୁର୍ଘଟଣାର ଶିକାର ହେଲା ରିଲିଫ୍‌ ହେଲିକପ୍ଟର

ଡେରାଡୁନ,୨୩।୮: ଉତ୍ତରାଖଣ୍ଡରେ ବନ୍ୟା ପରିସ୍ଥିତି ଭୟଙ୍କର ସ୍ଥିତିରେ ଥିବା ବେଳେ ଏଠାରେ ଉଭୟ ସ୍ଥଳପଥ ଓ ଆକାଶ ପଥରେ ବନ୍ୟା ପୀଡିତଙ୍କୁ ରିଲିଫ୍‌ ଯୋଗାଇ ଦିଆଯାଉଛି। ଶୁକ୍ରବାର ଏକ ହେଲିକପ୍ଟର ରିଲିଫ୍‌ ସାମଗ୍ରୀ ନେଇ ଯାଇଥିବା ସମୟରେ ଉତ୍ତରାଖଣ୍ଡର ତିକୋଚି ଅଞ୍ଚଳରେ…

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ: କମାପାଲିଠାରେ ଏଆଇଡିଏସ୍‌ଓର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୩।୮- ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା କରାଯାଇଛି। ଏହାକୁ ଏଆଇଡିଏସ୍‌ଓ ତରଫରୁ ବିରୋଧ କରାଯାଇଛି। ସଂଗଠନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ କମାପଲିଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ନିର୍ବାଚନ ବେଳେ ଯଦି…

ପାଟଣା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ

ପାଟଣା,୨୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଶ୍ରୀକୃଷ୍ଣଙ୍କ ବେଶରେ ସୁସଜ୍ଜିତ ହୋଇ ଥିଲେ। ଅତିଥିମାନେ ଶ୍ରୀକୃଷ୍ଣଙ୍କ ଜନ୍ମ ବୃତାନ୍ତ ଉପରେ ପର୍ଯ୍ୟବେସିତ ତଥ୍ୟ ଓ…

ନିର୍ଦ୍ଦେଶନାରେ ଡେବ୍ୟୁ କରିବେ ଅମୀରଙ୍କ ଝିଅ, ଅଭିନୟରେ ବରୁଣଙ୍କ ଭାଣିଜୀ

ବଲିଉଡ୍‌ରେ ଜଣକ ପରେ ଜଣେ ଷ୍ଟାର୍‌ କିଡ୍‌ସ ଡେବ୍ୟୁ କରିଚାଲିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଷ୍ଟାର କିଡ୍‌ସ ହେଉଛନ୍ତି ଅମୀର ଖାନ୍‌ଙ୍କ ଝିଇ ଇରା ଏବଂ ବରୁଣ ଧାଓ୍ବନଙ୍କ ଭାଣିଜୀ ଅଞ୍ଜିନୀ। ଇରା ନିର୍ଦ୍ଦେଶନା ମାଧ୍ୟମରେ ଡେବ୍ୟୁ କରିଥିବାବେଳେ ଅଞ୍ଜିନୀ ଅଭିନୟ…

ଗୋଟିଏ ଦିନ ଦେଶର ପ୍ରଧାନମନ୍ତ୍ରୀ ହେଲେ ଏମିତି କରିବେ ବାହୁବଳୀ ପ୍ରଭାସ

ବାହୁବଳୀ ଷ୍ଟାର୍‌ ପ୍ରଭାସ ‘ସାହୋ’ ଜରିଆରେ ବଲିଉଡରେ ଡେବ୍ୟୁ କରୁଛନ୍ତି। ଫିଲ୍ମର ପ୍ରମୋଶନ ପାଇଁ ସାଥୀ କଳାକାର ଶ୍ରଦ୍ଧା କପୁରଙ୍କ ସହ ବିଭିନ୍ନ ଜାଗାକୁ ମଧ୍ୟ ଯାଉଛନ୍ତି। ନିକଟରେ ସେ କମେଡିଆନ୍‌ କପିଲ୍‌ ଶର୍ମାଙ୍କ ଶୋ’କୁ ଯାଇଥିଲେ। ସର୍ବଦା ଶାନ୍ତ ସ୍ବଭାବର…

୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତିରେ ଚାଲିଛି ଦେଶର ଅର୍ଥନୀତି:ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ଦୀର୍ଘ ୭୦ ବର୍ଷ ଭିତରେ ସବୁଠୁ ଖରାପ ସ୍ଥିତି ଦେଇ ଦେଶର ଅର୍ଥ ବ୍ୟବସ୍ଥା ଗତି କରୁଛି ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର କହିଛନ୍ତି। ଏନେଇ ସରକାର ଦୃଢ ପଦକ୍ଷେପ ନେବା ଆବଶ୍ୟକ। ଦେଶର ଅର୍ଥବ୍ୟବସ୍ଥା ସୁଧାରିବାକୁ…

ଛକନା ହତ୍ୟାକାଣ୍ଡ: ବୀମା ଟଙ୍କା ପାଇଁ ମା’ଙ୍କୁ ହତ୍ୟା, ଲୁଣା ନଦୀରେ ଫିଙ୍ଗିଥିଲେ; ସାବତ ପୁଅ, ବୋହୁ, ସହଯୋଗୀ ଗିରଫ

କେନ୍ଦ୍ରାପଡା ଅଫିସ, ୨୩।୮- କେନ୍ଦ୍ରାପଡ଼ା ସଦର ଥାନା ଛକନା ଗ୍ରାମର ଅଲେଖ ଚନ୍ଦ୍ର ବିଶ୍ୱାଳଙ୍କ ସ୍ତ୍ରୀ ସସ୍ମିତା ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର ୩ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ସଶ୍ମିତାଙ୍କ ସାବତ ପୁଅ ସନ୍ତୋଷ (୨୫), ବୋହୁ ଦେବସ୍ମିତା (୨୪) ଏବଂ…

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି ଭକ୍ତି କରୁଥିବାର ଦେଖାଯାଏ। ସ୍ବାଧୀନତା ସଂଗ୍ରାମୀ, ସାମ୍ବାଦିକ, ରାଜନେତା ତଥା ଶାୟର ମୌଲାନା…

ଶ୍ରୀନଗର ହେଲିକପ୍ଟର ଦୁର୍ଘଟଣା: ୫ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ

ଶ୍ରୀନଗର,୨୩।୮: ଭାରତୀୟ ବାୟୁସେନା ନିଜର ୫ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ଫେବୃୟାରୀ ୨୭ରେ ଶ୍ରୀନଗରରେ ନିଜର ହେଲିକପ୍ଟର ଉପରେ ହୋଇଥିବା ଫାୟାରିଂ ମାମଲାରେ ଉକ୍ତ ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଦୋଷୀ ସାବ୍ୟସ୍ତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri