Home

ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍‌ସିଆର୍‌ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ…

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ, ୭।୧୧: ଚଳନ୍ତା କାରରେ ବଳାତ୍କାର କରି ଜଣେ ଯୁବତୀଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦେଇ ଚାଲିଗଲେ ଦୁର୍ବୃତ୍ତ। ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ପାଖରୁ ଉକ୍ତ ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ…

କ୍ୟାପିଟାଲ ହସ୍ପିଟାଲରେ ହେବ ହାର୍ଟ ଅପରେଶନ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ହାର୍ଟ-ସର୍ଜରି ୟୁନିଟ୍‌ ଆରମ୍ଭ ହେବ। ଫଳରେ ଏଠାରେ ହାର୍ଟ ଅପରେଶନ୍‌, ଓପନ ହାର୍ଟ ସର୍ଜରି, କମ୍ପ୍ଲେକ୍ସ ଆଞ୍ଜିଓଗ୍ରାଫି, ଡିଭାଇସ୍‌ କ୍ଲୋଜର, ଇଲେକ୍ଟ୍ରୋ ଫିଜିଓଲୋଜିକାଲ ଷ୍ଟଡି ସମ୍ଭବ ହୋଇପାରିବ। ଏନେଇ କ୍ୟାପିଟାଲ ହସ୍ପିଟାଲ ପରିସରରେ ଆବଶ୍ୟକ ଭିତ୍ତିଭୂମିର…

ନୀରବ ମୋଦିଙ୍କ ଜାମିନ ଆବେଦନ ନାମଞ୍ଜୁର

ନୂଆଦିଲ୍ଲୀ, ୭।୧୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦ କୋଟି ଟଙ୍କାର ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବଙ୍କ ଜାମିନ ମାମଲା…

ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍‌

ଲକ୍ଷ୍ନୌ,୭।୧୧: ଅଯୋଧ୍ୟା ରାୟ ପୂର୍ବରୁ ସୁରକ୍ଷା ଦୃଷ୍ଟିରୁ ଉତ୍ତରପ୍ରଦେଶ ପୋଲିସ ବିଭାଗ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ଲାଗି ଆମ୍ବେଡ଼କର ନଗରର ବିଭିନ୍ନ କଲେଜରେ ୮ଟି ଅସ୍ଥାୟୀ ଜେଲ୍‌ ତିଆରି କରାଯାଇଛି। ରାୟ ପ୍ରକାଶ ପାଇବା…

ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସମ୍ମିଳନୀ: ଚାଷୀ ସୁରକ୍ଷା ଭତ୍ତା ଦାବିରେ ଦେଶବ୍ୟାପୀ ହେବ ଆନ୍ଦୋଳନ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଦେଶରେ ଜନସଂଖ୍ୟାର ୭୦ଭାଗ ହେଉଛନ୍ତି ଚାଷୀ। ତେଣୁ ଶାସନ ପ୍ରଶାସନ ଚାଷୀମନସ୍କ ହେବାକଥା। କିନ୍ତୁ ୭୦ ବର୍ଷ ପରେ ମଧ୍ୟ ସବୁ ଓଲଟା ଚାଲିଛି। ଏଣିକି ନେତା, ଅମଲାଙ୍କ ମନମାନିକୁ ଚାଷୀମାନେ ବିରୋଧ କରିବେ ବୋଲି ନବ ନିର୍ମାଣ…

ହକି ବିଶ୍ୱ କପ୍‌ ପାଇଁ ୬୭ କୋଟି ଖର୍ଚ୍ଚ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍‌ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର ୨୮ରୁ ଡିସେମ୍ବର ୧୬ ତାରିଖ ଯାଏ ଏହି ହକି ମହାକୁମ୍ଭର ଆୟୋଜନ କରାଯାଇଥିଲା। ତେବେ…

ବାଲ୍ୟ ବିବାହ

ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ। ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି। ପୋଲିସ ପ୍ରଶାସନ ବି ଏପରି ଅପରାଧ ବନ୍ଦ ପାଇଁ ତତ୍ପର। ହେଲେ ଏବେ ବି…

ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କଲେ ୧୧ ହଜାର ବୈଜ୍ଞାନିକ

ନୂଆଦିଲ୍ଲୀ, ୭।୧୧(ପି.ଟି.): ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବକୁ ନେଇ ବୈଜ୍ଞାନିକମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୧୫୩ଟି ରାଷ୍ଟ୍ରର ୧୧ହଜାରରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କରିବା ସହ ଖୁବ୍‌ଶୀଘ୍ର ମାନବ ସମାଜ ଏଥିପାଇଁ ଅକଥନୀୟ ଯନ୍ତ୍ରଣାର ସମ୍ମୁଖୀନ ହେବା…

ମୋଦି-ଶାହଙ୍କ ପାଖରେ ରହିଛି ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ: ଜୟରାମ ରମେଶ

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଜୟରାମ ରମେଶ। ମୋଦି-ଶାହଙ୍କ ପାଖରେ ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ ରହିଛି। ଏହାର ବଳରେ ବଳୀୟାନ ହୋଇ ସେମାନେ ରାଜନେତାଙ୍କ ଚରିତ୍ର ହରଣ…

ପିଆଜ ବିକିବେ ସରକାର

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କି.ଗ୍ରା. ପ୍ରତି ୧୦ରୁ ୧୫ ଟଙ୍କାରେ ମିଳୁଥିବା ପିଆଜ ଏବେ ୬୫ ଟଙ୍କା ଛୁଇଁଲାଣି। ପିଆଜ ଗତ ଦୁଇମାସ ହେବ ଗରିବ ଓ ନିମ୍ନ ଆୟବର୍ଗର ଲୋକମାନଙ୍କୁ କଲବଲ କରୁଛି। ଆସନ୍ତା ମାସକ ମଧ୍ୟରେ ଦର କମିବା ସମ୍ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?