Home

ଆକ୍ସନ ମୋଡ୍‌ରେ ଗଣଶିକ୍ଷା ମନ୍ତ୍ରୀ: ବାଲିଅନ୍ତା ବିଇଓ ଅଫିସ, ସ୍କୁଲକୁ ଅଚାନକ ଗସ୍ତ; ଅନୁପସ୍ଥିତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ

ବାଳକାଟି,୧୮।୯(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ଦାସ। ଏହା ପରଠାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ସେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ଏପରିକି ବିଭିନ୍ନ ସମୟରେ…

ପରଲୋକରେ ହରର ଫିଲ୍ମ ନିର୍ଦ୍ଦେଶକ

ମୁମ୍ବାଇ,୧୮।୯: ବଲିଉଡ୍‌ରେ ୭୦ ଓ ୮୦ ଦଶକରେ ଆସିଥିବା ହରର ଫିଲ୍ମର ନିର୍ଦ୍ଦେଶକ ଶ୍ୟାମ ରାମସେଙ୍କ ବୁଧବାର ପରଲୋକ ହୋଇଛି। ୬୭ବର୍ଷ ବୟସରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ନିଧନ ହୋଇଛି। ନିର୍ଦ୍ଦେଶକ ଶ୍ୟାମ କିଛି ଦିନରୁ ନିମୋନିଆରେ ପୀଡ଼ିତ ଥିବା ବେଳେ…

ଦିଗ୍‌ବିଜୟଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ ଆଇଏସ୍‌ଆଇ ଠାରୁ ଟଙ୍କା ଆଣୁଥିବା ନେଇ ଦିଗ୍‌ବିଜୟ ଏକ ବୟାନ ଦେଇଥିଲେ। ଏହି ବୟାନ…

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ତେବେ ଭୁବନେଶ୍ୱରରୁ ଦୁବାଇ ଯାଉଥିବା ଓଡ଼ିଶା ଯାତ୍ରୀଙ୍କ ସୁବିଧା ତଥା ରାଜ୍ୟର…

ଏସ୍‌ଟିଏଫ୍‌ ହାତରେ ଲେଡି ବ୍ରାଉନ୍‌ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା ଖାତୁନ। ଅନ୍ତର୍ଜାତୀୟ ଡ୍ରଗ ୍ସମାଫିଆ ଶେଖ ରାଜାଙ୍କ ସହ ତାଙ୍କର ସମ୍ପୃକ୍ତି ଥିବା…

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର ୩୨ହଜାର ବୋଲି ଜଣାପଡ଼ିଛି। ତେବେ ବୁଧବାର ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମଶାଧୂପରୁ ଅଗ୍ନିକାଣ୍ଡ: ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ମାର୍ଶାଘାଇ, ୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ପରକୂଳା ପଞ୍ଚାୟତ ଆଙ୍କୋ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗ୍ରାମର କ୍ଷେତ୍ରବାସୀ ରାଉତଙ୍କ ୨ ବଖରା ବାସଗୃହ ସମେତ ୨ ବଖରା…

ବନ୍ଦ ହେଲା ଇ-ସିଗାରେଟ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଇ-ସିଗାରେଟକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଇ-ସିଗାରେଟ ପ୍ରଡକ୍ସନ ଓ ଷ୍ଟୋରେଜ ଉପରେ ମଧ୍ୟ ନିଷେଧାଜ୍ଞା ଜାରି କରାଯାଇଛି। ଖବର ଦାତାଙ୍କୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଅର୍ଥମନ୍ତ୍ରୀ…

ଆଈ ହେଲେ ରବିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଆଈ ହୋଇଛନ୍ତି। ତାଙ୍କ ପାଳିତ କନ୍ୟା ଛାୟା ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଏନେଇ ରବିନା ଖୁସି ହେବା ସହ ବହୁ ଉତ୍ସାହିତ ମଧ୍ୟ ଅଛନ୍ତି। ନାତି ଘରକୁ ଆସିବା ପରେ ରବିନା…

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ କେଁ: ୩ ଲକ୍ଷ ୪୧ ହଜାର ନୁହେଁ କେବଳ ୩୨ ହଜାର ଥିବା କହିଲେ ପ୍ରତାପ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ ସହାୟତା ପ୍ରଦାନ ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ କାଳିଆ ଯୋଜନା ଆରମ୍ଭ କରାଯାଇଥିଲା। ହେଲେ ଦିନକୁ ଦିନ କାଳିଆକୁ ନେଇ କେଁ ବଢ଼ିବାରେ ଲାଗିଛି। ମଙ୍ଗଳବାର ରାଜ୍ୟର ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ କାଳିଆ…

ଏପରି ହସ୍ପିଟାଲ, ଯେଉଁଠି ରାତି ହେଲେ ଶୁଣିବାକୁ ମିଳେ ବିକଟାଳ ଶବ୍ଦ

ରୋଗ ହେଲେ ଲୋକେ ହସ୍ପିଟାଲକୁ ଯାଇଥାନ୍ତି ଚିକିତ୍ସା ପାଇଁ । ମାତ୍ର ଏମିତି ଏକ ହସ୍ପିଟାଲ ରହିଛି, ଯେଉଁଠି ରାତି ହେଲେ ବିକଟାଳ ଶବ୍ଦ ଶୁଣିବାକୁ ମିଳିଥାଏ। ଭୂତ-ପ୍ରେତଃ ଅଛନ୍ତି ବୋଲି ଅଧିକାଂଶ ବିଶ୍ୱାସ କରନ୍ତି ନାହିଁ। କିନ୍ତୁ ଏମିତି କିଛି…

କ୍ୟାବିନେଟ୍‌ ନିଷ୍ପତ୍ତି: ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ

ନୂଆଦିଲ୍ଲୀ,୧୮।୯: ରେଳ କର୍ମଚାରୀଙ୍କୁ ଚଳିତ ବର୍ଷ ୭୮ ଦିନର ବୋନସ୍‌ ଦିଆଯିବ। ଏନେଇ କ୍ୟାବିନେଟ୍‌ ପକ୍ଷରୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗତ ୬ ବର୍ଷ ଧରି ରେଳ କର୍ମଚାରୀଙ୍କୁ ବୋନସ୍‌ ଦେଇ ଆସିଥିବାବେଳେ ଚଳିତ ବର୍ଷ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri