କଶ୍ମୀର ପ୍ରସଙ୍ଗ: ଭାରତକୁ ଫ୍ରାନ୍ସର ସମର୍ଥନ
ପ୍ୟାରିସ୍, ୨୩।୮:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଜଣାଇଛି ଫ୍ରାନ୍ସ। ଉଭୟ ଭାରତ-ପାକିସ୍ତାନ ଦ୍ୱିପାକ୍ଷୀୟ କଥାବାର୍ତ୍ତା ଜରିଆରେ କଶ୍ମୀର ପ୍ରସଙ୍ଗ ସମାଧାନ ଆବଶ୍ୟକ। ଏଥିରେ ତୃତୀୟ ପକ୍ଷ ପଶିବା ଉଚିତ୍ ନୁହେଁ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍ ମ୍ୟାକ୍ରୋନ୍ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବାତ୍ୟା ତିତ୍ଲି ଯିବାର ୧୦ ମାସ : କ୍ଷତିଗ୍ରସ୍ତ ଚାଷୀ ପାଇଲେନି ବୀମା ରାଶି
ଖୋର୍ଦ୍ଧା ଅଫିସ,୨୩ା୮:ପ୍ରାକୃତିକ ବିପର୍ଯ୍ୟୟ ଓ ଅନ୍ୟ କୌଣସି କାରଣରୁ ଫସଲ ନଷ୍ଟ ହେଲେ କ୍ଷତିପୂରଣ ପାଇବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଚାଷୀ କରିଥିଲେ। ହେଲେ ତିତ୍ଲି ବାତ୍ୟା ଯିବାର ୧୦ ମାସ ବିତି ଯାଇଥିଲେ ହେଁ କ୍ଷତିଗ୍ରସ୍ତ…
ଅନ୍ଧାରରେ ୯୫ କର୍ମଚାରୀଙ୍କ ଭବିଷ୍ୟତ
କଟକ ଅଫିସ,୨୩ା୮: ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିବା ରେଭେନ୍ଶା ବିଶ୍ୱବିଦ୍ୟାଳୟର ୯୫ଜଣ କର୍ମଚାରୀଙ୍କୁ ନେଇ ଏବେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏମାନେ ହେଲେ ଦୈନିକ ମଜୁରିପ୍ରାପ୍ତ କର୍ମଚାରୀ। ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଉଟ୍ସୋର୍ସିଂ ନିଯୁକ୍ତି ପ୍ରକ୍ରିୟା ଜରିଆରେ ୩୧ଜଣ…
ପୁଣି କୂଳ ଲଂଘିଲା ସମୁଦ୍ର
ପୁରୀ ଅଫିସ,୨୩ା୮: ପୁଣି କୂଳ ଲଂଘିଛି ପୁରୀ ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ଗୁରୁବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୫ଫୁଟ ଗଭୀରରେ ତାଡ଼ି ନେଇଛି ବାଲି। ରାଜଭବନ ପଛ ପାର୍ଶ୍ୱରୁ ମେ ଫେୟାର ହୋଟେଲ ପର୍ଯ୍ୟନ୍ତ ବେଳାଭୂମିରେ…
ବାତ୍ୟାର ୩ ମାସ ପରେ ବି ସୁଧୁରିନି ଶିକ୍ଷା ଭିତ୍ତିଭୂମି
ପୁରୀ ଅଫିସ, ୨୩ା୮: ବାତ୍ୟା ‘ଫନୀ’ରେ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଥିଲା। ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ପ୍ରଭାବିତ ହୋଇଥିଲା। ତନ୍ମଧ୍ୟରୁ ୧୭୨ଟି ଶିକ୍ଷାନୁଷ୍ଠାନ ବେଶି କ୍ଷତିଗ୍ରସ୍ତ ହୋଇଥିଲା। ଜିଲା ଶିକ୍ଷା ବିଭାଗ ପକ୍ଷରୁ ସରକାରଙ୍କୁ ୩୮କୋଟି ଟଙ୍କାର କ୍ଷୟକ୍ଷତି ରିପୋର୍ଟ…
ଫନୀ ଉଜାଡ଼ିଦେଲା ବ୍ୟବସାୟ : ମିଳୁନି କଞ୍ଚାମାଲ୍, ଚିନ୍ତାରେ ମୂର୍ତ୍ତି କାରିଗର
ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଏବର୍ଷ ଫନୀ ଉଜାଡ଼ିଦେଲା ମୂର୍ତ୍ତି ବ୍ୟବସାୟ। ଚିନ୍ତାରେ ମୂର୍ତ୍ତି କାରିଗର। ଭଲ ରୋଜଗାର ଦେଉଥିବା ଏହି ଋତୁକାଳୀନ ବ୍ୟବସାୟ ଏଥର ବାତ୍ୟା ଫନୀ ଯୋଗୁ ମାନ୍ଦା ପଡ଼ିଯାଇଛି। ମୂର୍ତ୍ତି ଗଢିବାକୁ ମାଟି, ନଡ଼ା ଆଦି କଞ୍ଚାମାଲ ମିଳିବା କଷ୍ଟକର…
ଆଗକୁ ଆସୁଛି ପର୍ବପର୍ବାଣି, ଡିସିପିଙ୍କ ବୈଠକ : ଅପରାଧୀଙ୍କୁ ଧରିବାକୁ କମିଶନ୍ରେଟ ପୋଲିସର ବ୍ଲ୍ୟୁ ପ୍ରିଣ୍ଟ
ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଆଗକୁ ଆସୁଛି ଗଣେଶ ପୂଜାଠାରୁ ଆରମ୍ଭ କରି ଦଶହରା ପର୍ଯ୍ୟନ୍ତ ପର୍ବପର୍ବାଣି। ତେଣୁ ରାଜଧାନୀରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବ। ତେଣୁ କିଭଳି ଶାନ୍ତିଶୃଙ୍ଖଳାରେ ପର୍ବ ଶେଷ ହେବ ସେଥିଲାଗି ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁଙ୍କ ପୌରୋହିତ୍ୟରେ…
ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍ ଯୋଜନା ଫେଲ୍
ଗୋଲାମୁଣ୍ଡା,୨୩।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍ ଯୋଜନା ଫେଲ ମାରୁଛି। ଗୋଲାମୁଣ୍ଡା ବ୍ଲକ ଅଧୀନ ଚପ୍ରିଆ ଗଁାରେ ଦୀର୍ଘ ଏକ ବର୍ଷ ହେବ ଗରିବ ହିତାଧିକାରୀଙ୍କ ଘରେ ଘରେ ମିଟର ଖାଞ୍ଜା ଯାଇଥିବା ବେଳେ ବିଦ୍ୟୁତ୍ ସଂଯୋଗ…
ଅବ୍ୟବସ୍ଥାରେ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ କୋଠାରେ ପାଠପଢ଼ା; ବର୍ଷାରେ ଛାତରୁ ପାଣି ଗଳୁଛି
ଭବାନୀପାଟଣା/କଲମପୁର,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରଣମାଳ ପଞ୍ଚାୟତ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୧୯୪୨ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଏଠାରେ ସମୂଦାୟ ୧୮୦ ଜଣ…
ଜିଲା ଚିକିତ୍ସାଳୟରେ ଆରମ୍ଭ ହେଲା ‘ସଖୀ’: ଗୋଟିଏ ଛାତ ତଳେ ମହିଳାଙ୍କୁ ସମସ୍ତ ସହାୟତା
ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଷଷ୍ଠ ମହଲାରେ ୱାନ୍ ଷ୍ଟପ୍ ସେଣ୍ଟର ‘ସଖୀ’ ସହାୟତା କେନ୍ଦ୍ର ଗୁରୁବାର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାକୁ ଉଦ୍ଘାଟନ କରିଥିଲେ। ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ,…
ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ
ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ। ରାଜୀବ କ୍ଷମତାର ଅପବ୍ୟବହାର କରି କେବେହେଲେ ଲୋକଙ୍କୁ ଭୟଭୀତ କରାଉ…
ଜିଲାରେ ସ୍ବାସ୍ଥ୍ୟସେବା ଅନୁଧ୍ୟାନ କଲେ ୫ ଜଣିଆ ଟିମ୍
ଅନୁଗୋଳ ଅଫିସ, ୨୩।୮-ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ୫ ଜଣିଆ ଟିମ୍ ଗୁରୁବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଜିଲାର ଅନ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟଗୁଡ଼ିକରେ ସରକାରୀ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ଉକ୍ତ ଟିମ୍ ତାହାର…
Archives


