ଖୁବ୍ଶୀଘ୍ର ପୂରଣ ହେବ ବରୁଣଙ୍କ ସ୍ବପ୍ନ
ବଲିଉଡ୍ ଅଭିନେତା ବରୁଣ ଧାଓ୍ବନଙ୍କ ସ୍ବପ୍ନ ପୂରଣ ହେବାକୁ ଯାଉଛି। ନିଜେ ବରୁଣ ଇନ୍ଷ୍ଟାଗ୍ରାମ୍ରେ ଏକ ପୋଷ୍ଟ ଶେୟାରକରି ଏହା କହିଛନ୍ତି। ପ୍ରକୃତ କଥା ହେଲା ପରମବୀର ଚକ୍ରରେ ସମ୍ମାନିତ ସେକେଣ୍ଡ ଲେଫ୍ଟନାଣ୍ଟ ଅରୁଣ ଖେତ୍ରପାଲଙ୍କ ବାୟୋପିକ୍ ହେବାକୁ ଯାଉଛି। ଏଥିରେ…
ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ…
ଆମେରିକା ଏରିଜୋନାରେ ରହିଛି ଏକ ରେଷ୍ଟୁରାଣ୍ଟ। ଏଠାକାର ପରିବେଶ ସମ୍ପୂର୍ଣ୍ଣ ଭାବେ ଚିକିତ୍ସାଳୟ ଭଳି। ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ। ଏଠି ଗ୍ରାହକଙ୍କୁ ଚିକିତ୍ସାଳୟର ଅନୁଭୁତି ମିଳିଥାଏ। ଏଠାରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସାମଗ୍ରୀର ନାମ ହାର୍ଟଆଟାକ୍ ସହିତ ସାମ୍ୟତା ରକ୍ଷା କରିଥାଏ।…
ମୁଣ୍ଡବିନ୍ଧା ପାଇଁ ରାମବାଣ ଜୁଆଣି
ସାଧାରଣତଃ ମୁଣ୍ଡ ବିନ୍ଧିବା ସମସ୍ୟା ପ୍ରାୟ ସମସ୍ତଙ୍କଠାରେ ଦେଖା ଦେଇଥାଏ। ବିଶେଷ କରି ବ୍ୟସ୍ତ ବହୁଳ ଜୀବନ ବା କାର୍ଯ୍ୟ ଚାପରେ ଥିବା ବ୍ୟକ୍ତିଙ୍କଠାରେ ଏହି ସମସ୍ୟା ଅଧିକ ଥାଏ। କିଛି ଲୋକଙ୍କର ତ ପ୍ରାୟ ସବୁଦିନ ମୁଣ୍ଡ ବିନ୍ଧିଥାଏ। ଏଥିରୁ…
‘ଜର୍ସି’ର ହିନ୍ଦୀ ରିମେକ୍: କ୍ରିକେଟର ଚରିତ୍ରରେ ନଜର ଆସିବେ ଶାହିଦ
ବଲିଉଡ୍ ଫିଲ୍ମ ‘କବୀର ସିଂହ’ ବକ୍ସ ଅଫିସ୍ର ସଫଳ ହେବା ପରେ ଅଭିନେତା ଶାହିଦ କପୁର ଏବେ ପୁଣିଥରେ ତେଲୁଗୁ ଫିଲ୍ମର ହିନ୍ଦୀ ରିମେକ୍ରେ ନଜର ଆସିବେ। ଗତ ଏପ୍ରିଲ ମାସରେ ରିଲିଜ୍ ହୋଇଥିବା ତେଲୁଗୁ ଫିଲ୍ମ ‘ଜର୍ସି’ର ହିନ୍ଦୀ ରିମେକ୍…
ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୫ ତାରିଖ – Daily Horoscope
ମେଷ ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିବେ। ଜମିଜମା ବିବାଦ, ପରିବହନ ଝଗଡ଼ାର ସମାଧାନ ହୋଇପାରିବ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ଅର୍ଥ, ପ୍ରଶାସନ, ଆଇନ, ସଭାସମିତି,…
ବାଲାକୋଟରେ ପୁଣି ସକ୍ରିୟ ହେଲା ଜୈଶ-ଇ-ମହମ୍ମଦ: ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ନେଉଛନ୍ତି ପ୍ରଶିକ୍ଷଣ
ଇସ୍ଲାମାବାଦ୍,୧୪।୧୦: ପାକିସ୍ତାନ ବାଲାକୋଟରେ ପୁଣି ଥରେ ଆତଙ୍କବାଦୀ ସକ୍ରିୟ ହୋଇଥିବା ଜଣାପଡ଼ିଛି। ଜୈଶ-ଇ-ମହମ୍ମଦର ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ସେଠାରେ ପ୍ରଶିକ୍ଷଣ ନେଉଥିବା ଭାରତୀୟ ଗୁଇନ୍ଦା ବିଭାଗରୁ ସୂଚନା ମିଳିଛି। ଏଥିରେ ଫିଦାୟିନ ଆତଙ୍କବାଦୀ ମଧ୍ୟ ସାମିଲ ରହିଛନ୍ତି। ବାଲାକୋଟରେ ଭାରତୀୟ…
କଶ୍ମୀରରେ ଆତଙ୍କବାଦୀଙ୍କୁ ଏକାଠି କରିବା ପାଇଁ ମାଧ୍ୟମ ପାଲଟିଛି ମୋବାଇଲ: ସତ୍ୟପାଲ
ଶ୍ରୀନଗର,୧୪।୧୦:କଶ୍ମୀରିଙ୍କ ପାଇଁ ଟେଲିଫୋନ ନୁହେଁ ବରଂ ଜୀବନ ହେଉଛି ଅଧିକ ଗୁରୁତ୍ୱପୂର୍ଣ୍ଣ। ପୂର୍ବରୁ ବି ସେମାନେ ବିନା ଟେଲିଫୋନରେ ଜୀବନ ବିତାଉଥିଲେ। ହେଲେ ଆତଙ୍କବାଦୀମାନେ ଘାଟିରେ ଅଶାନ୍ତି ସୃଷ୍ଟି କରିବା ଓ ଆତଙ୍କବାଦୀ ସଂଗଠନକୁ ଏକତ୍ରିତ କରିବା ପାଇଁ ମୋବାଇଲର ବ୍ୟବହାର…
ପୂର୍ବ ଶତ୍ରୁତା: ଡଙ୍ଗା, ଜାଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ଗଞ୍ଜାମ, ୧୪।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟାସ୍ଥିତ ସମୁଦ୍ର କୂଳରେ ଥିବା ଡଙ୍ଗା ଓ ଜାଲରେ କେହି ଦୁର୍ବୃତ୍ତ ରବିବାର ରାତିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବନ୍ଧ ଗ୍ରାମର ଗଦାଧର ବେହେରାଙ୍କ ଜାଲ ଓ ଡଙ୍ଗା ଏବଂ ରାଜନ ବେହେରାଙ୍କ ଗୋଟିଏ…
ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ
ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ ୬୦ଟଙ୍କା, ୨୬ଟି ମୋବାଇଲ ଫୋନ୍ ଓ ୪ ବାଇକ ଜବତ କରିଛି। ଏ…
ଅର୍ଥନୀତିରେ ନୋବେଲ
ଷ୍ଟକହୋମ,୧୪।୧୦: ଅର୍ଥନୀତି କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୨୦୧୯ର ନୋବେଲ ବିଜେତାଙ୍କନାମ ଘୋଷଣା କରାଯାଇଛି। ଏହି ୩ ଜଣ ନୋବେଲ ବିଜେତାଙ୍କ ମଧ୍ୟରେ ଜଣେ ଭାରତୀୟ ମୂଳ ବାସିନ୍ଦା ଅଭିଜିତ ବାନାର୍ଜୀ ଥିବା ବେଳେ ଫ୍ରାନ୍ସ ଜନ୍ମିତ ଆମେରିକାନ ଇସ୍ଥର ଡଫଲୋ…
ସ୍ତ୍ରୀଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ମନ୍ଦିର ନିର୍ମାଣ କଲେ ସ୍ବାମୀ
ଜୟପୁର,୧୪।୧୦: ଦୁଇ ମାସ ପୂର୍ବରୁ ରାଜସ୍ଥାନ ସିକର ଜିଲାର ଫତେହପୁରରେ ଏକ ସଡ଼କ ଦୁର୍ଘଟଣାରେ ହରିୟାଣାର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ(୫୪) ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ସ୍ତ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ଜିତେନ୍ଦ୍ର ଏକ ମନ୍ଦିର…
ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ
ବ୍ରହ୍ମପୁର ଅଫିସ,୧୪।୧୦: ଗଞ୍ଜାମ ଜିଲା ବଡ଼ବଜାରର ଝରଣାନଗରରେ ରବିବାର ରାତିରେ ୨ ଜଣ ଅପରାଧୀ ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ଜଣଙ୍କ ରାଧାକାନ୍ତ ସାହିର ତୋଫାନ ଗୌଡ଼ ଓରଫ କାମିନୀ (୨୨)। ଏନେଇ…
Archives


