ବିଶ୍ୱ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୀଥ
ବାସେଲ (ସୁଇଜରଲାଣ୍ଡ),୨୩।୮(ପିଟି): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍ ବିଶ୍ୱ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ ପ୍ରତିଯୋଗିତାରେ ଭାରତୀୟ ତାରକା ଶଟଲର ପି. ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଏଚ୍.ଏସ୍. ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ ପରାଜୟ…
ଋଣ ଅଭିବୃଦ୍ଧି ଉପରେ ଫୋକସ କରିବେ ବ୍ୟାଙ୍କ
ଭୁବନେଶ୍ୱର, ୨୩-୮(ବ୍ୟୁରୋ): ଆଗାମୀ ୫ ବର୍ଷରେ ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏ ଦିଗରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଥିବା ବେଳେ ଅର୍ଥନୀତିକୁ ଆଗେଇ ନେବା ଲାଗି ବିଭିନ୍ନ ପଦକ୍ଷେପ ଉପରେ…
ନୀରବ ମୋଦିଙ୍କ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି
ଲଣ୍ଡନ,୨୩-୮: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି ପାଇଛି। ଭାରତକୁ ପ୍ରତ୍ୟର୍ପଣ ନେଇ ଆଗତ ମାମଲାର ସାମ୍ନା କରୁଥିବା ନୀରବଙ୍କୁ ଏବେ ବ୍ରିଟେନର ଓ୍ବଣ୍ଡସଓ୍ବର୍ଥ ଜେଲ୍ରେ ରଖାଯାଇଛି। ତାଙ୍କୁ ଭିଡ଼ିଓ କନ୍ଫରେନ୍ସିଂ…
ଆର୍ଥିକ ପ୍ୟାକେଜ ଦେବେନି ସରକାର
ନୂଆଦିଲ୍ଲୀ,୨୩-୮: ଦେଶର ଅର୍ଥନୀତି ଧିମା ହେବା କାରଣରୁ ଉଦ୍ୟୋଗ ଜଗତ ଏବେ ମାନ୍ଦାବସ୍ଥାର ଶିକାର ହୋଇଛି। ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ଉଦ୍ୟୋଗ ଜଗତ ପକ୍ଷରୁ ଦାବି କରାଯାଇଛି। ତେବେ ସରକାର କୌଣସି ପ୍ରକାର ଆର୍ଥିକ ସହାୟତା…
ଆଇଆରସିଟିସି ଆଣିବ ଆଇପିଓ;ବିକ୍ରି ହେବ ୧୨% ଅଂଶଧନ
ନୂଆଦିଲ୍ଲୀ,୨୩-୮: ରେଲଓ୍ବେର ପର୍ଯ୍ୟଟନ ଏବଂ ଖାଦ୍ୟ ବ୍ୟବସ୍ଥା ତଦାରଖ କରୁଥିବା ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍ କର୍ପୋରେଶନ(ଆଇଆର୍ସିଟିସି) ଖୁବଶୀଘ୍ର ଇନିସିଆଲ ପବ୍ଲିକ୍ ଅଫରିଂ(ଆଇପିଓ) ଆଣିବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ନିକଟରେ ଏହା ଆବଶ୍ୟକୀୟ ଦସ୍ତାବେଜ…
ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର:ଜେଲ ଗଲେ ପ୍ରେମିକ
ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…
ଟଙ୍କା, ସେନ୍ସେକ୍ସ ହ୍ରାସ, ସୁନା ଦର ବୃଦ୍ଧି
ମୁମ୍ବାଇ,୨୩-୮: ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ ସରକାରଙ୍କ ପକ୍ଷରୁ କୌଣସି ଆର୍ଥିକ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କଲା ପରେ ମୁଦ୍ରା ଓ ଷ୍ଟକ୍ ବଜାରରେ ହଇଚଇ ସୃଷ୍ଟି ହୋଇଥିଲା। ଡଲାର ତୁଳନାରେ ଟଙ୍କାର ମୂଲ୍ୟ…
ବର୍ଷକରେ ବନ୍ଦ ହୋଇଛି ୫୫୦୦ ଏଟିଏମ୍, ୬୦୦ ଶାଖା
ନୂଆଦିଲ୍ଲୀ,୨୩-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଖର୍ଚ୍ଚ କମାଇବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନେ ବଡ଼ ସହରରେ ନିଜର ଏଟିଏମ୍ ଓ ଶାଖା ବନ୍ଦ କରୁଛନ୍ତି। ସହରବାସୀ ଏବେ ଅଧିକ ସଂଖ୍ୟାରେ ଡିଜିଟାଲ ବ୍ୟାଙ୍କିଙ୍ଗ ଆଡ଼କୁ ଆକୃଷ୍ଟ ହେବା…
ସାମଗ୍ରୀ ଦର ବଢ଼ାଇବ ବ୍ରିଟାନିଆ
କୋଲକାତା,୨୩-୮: ଏଫ୍ଏମ୍ସିଜି କମ୍ପାନୀ ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ ବିକ୍ରି ହ୍ରାସ ପାଉଥିବାରୁ ଅଧିକ କ୍ଷତିରୁ ମୁକ୍ତି ପାଇବା ଲାଗି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରୁ ନିଜର ସମସ୍ତ ଉତ୍ପାଦର ଦର ବଢ଼ାଇବ ବୋଲି ଘୋଷଣା କରିଛି। କମ୍ପାନୀ ମୁଖ୍ୟ(ବିପଣନ) ବିନୟ ସୁବ୍ରମଣ୍ୟମ…
୭ମାସରେ ଚାକିରି ଛାଡ଼ିଛନ୍ତି ୫୮ ସିଇଓ-ଏମ୍ଡି
ନୂଆଦିଲ୍ଲୀ,୨୩-୮: ଇଣ୍ଡିଆ ଇଙ୍କ୍ର କର୍ନର ଅଫିସ୍ରୁ ଚଳିତ ବର୍ଷର ୭ ମାସ ମଧ୍ୟରେ ୫୮ ଜଣ ସିଇଓ-ଏମ୍ଡି ଚାକିରି ଛାଡ଼ିଛନ୍ତି। ପ୍ରାଇମ ଡାଟାବେସ୍ ପକ୍ଷରୁ ଏନ୍ଏସ୍ଇଇନ୍ଫୋବେସ୍ ଡଟ୍ କମ୍ର ତର୍ଜମା କରାଯିବା ପରେ ଏହି ତଥ୍ୟ ଜଣାପଡିଛି। ୨୦୦୯ରେ ଏହି ସଂଖ୍ୟା…
ଏସବୁ ରୋଗରୁ ବି ଦୂରେଇ ରଖେ ଆମ୍ବ ଟାକୁଆ…
ଆମ୍ବ ଶରୀର ପାଇଁ ଉପକାରୀ। ଏହା ସହିତ ଆମ୍ବ ଟାକୁଆ ମଧ୍ୟ ଶରୀର ପାଇଁ ବେଶ୍ ଲାଭପ୍ରଦ। ଟାକୁଆରୁ କୋଇଲି ବାହାର କରି ଏହାକୁ ଶୁଖାଇ ଗୁଣ୍ଡ କରି ପ୍ରତିଦିନ ସକାଳେ ଖାଲିପେଟରେ ଗ୍ଲାସେ ଉଷୁମ ପାଣି ସହ ଖାଇଲେ କୋଲଷ୍ଟରଲସ୍ତର…
କାଶ, କଫ ଭଲ କରେ ଗୋଲମରିଚ
ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ଗୋଲମରିଚକୁ କୌଣସି ଔଷଧ ସହ ସେବନ କଲେ ତାହା ଔଷଧର ପ୍ରଭାବକୁ ବୃଦ୍ଧି…
Archives


