Home

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଡଚ୍‌ ରାଜ ଦମ୍ପତି

ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍‌ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ ଦମ୍ପତି ୫ ଦିନିଆ ଭାରତ ଗସ୍ତରେ ଆସି ରବିବାର ନୂଆଦିଲ୍ଲୀଠାରେ ପହଞ୍ଚିଥିଲେ। ବିମାନ ବନ୍ଦରରେ…

ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ବ୍ଲେଡ୍‌ରେ କାଟି ଦେଲେ ସହପାଠୀ

ମଦୁରାଇ,୧୪।୧୦: ତାମିଲ୍‌ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍‌ରେ କାଟି ଦେଇଛନ୍ତି। ୯ମରେ ପଢୁଥିବା ଦଳିତ ଛାତ୍ରଙ୍କ ସ୍କୁଲ୍‌ ବ୍ୟାଗ୍‌ ଜଣେ ସହପାଠୀ ଲୁଚାଇ…

କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ…

ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ

ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହାର ଅବ୍ୟବହିତ ପୂର୍ବରୁ ସ୍ଥାନୀୟ ତୋରା ସମବାୟ…

ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର ପାଇ ବନ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ପହଞ୍ଚିବା ସମୟରେ ଅଜଗର ସାପ…

ଆତଙ୍କବାଦ ଚିନ୍ତାଧାରା ହଟାଇବା ପାଇଁ ହେବ ଉଦ୍ୟମ: ପାକିସ୍ତାନକୁ ଚେତାବନୀ ଦେଲେ ଡୋଭାଲ୍‌

ନୂଆଦିଲ୍ଲୀ,୧୪।୧୦: ଭାରତରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ଜାରି ରହିଛି। ତେବେ ଏବେ ଏଭଳି ଚିନ୍ତାଧାରାକୁ ହଟାଇବା ପାଇଁ ଉଦ୍ୟମ କରାଯିବ। ପାକିସ୍ତାନ ଦେଶର ଶାସନ ବ୍ୟବସ୍ଥାରେ ଆତଙ୍କବାଦକୁ ଜଡ଼ିତ କରିଛି। ଏହାର ବିରୋଧରେ ପାକିସ୍ତାନ କୌଣସି ପଦକ୍ଷେପ ମଧ୍ୟ ଗ୍ରହଣ କରିବାକୁ ପଛାଉଛି।…

ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ

ସୁନ୍ଦରଗଡ଼,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଫଳରେ ଏଠାରେ ଯାନବାହନ ଚଳାଚଳ ବନ୍ଦ ରହିଛି। ସମସ୍ତ ଦୋକାନ ବଜାର ବନ୍ଦ ଥିବାବେଳେ…

ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ ଏସ୍‌ଟିଏଫ୍‌…

୫ ରାଜ୍ୟରେ ସକ୍ରିୟ ହେବାରେ ଲାଗିଛି ବାଂଲାଦେଶୀ ଆତଙ୍କବାଦୀ ସଂଗଠନ ଜେଏମ୍‌ବି

ନୂଆଦିଲ୍ଲୀ,୧୪।୧୦: ଦେଶର ୫ଟି ରାଜ୍ୟରେ ଜମାତ୍‌ ଉଲ୍‌ ମୁଜାହିଦ୍ଦିନ୍‌ ବାଂଲାଦେଶ(ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଷ୍ଟ୍ରୀୟ ଯାଞ୍ଚ୍‌ ଏଜେନ୍ସି(ଏନ୍‌ଆଇଏ) ପକ୍ଷରୁ କୁହାଯାଇଛି। ଏନ୍‌ଆଇଏ ଡିଜି ଯୋଗୋଶ ଚନ୍ଦର ମୋଦି ଏସମ୍ପର୍କରେ ସୂଚନା ଦେଇଛନ୍ତି। ଆସାମ, ଝାଡ଼ଖଣ୍ଡ, ମହାରାଷ୍ଟ୍ର,…

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ କରାଯାଇଥିବା…

ଭୁଶୁଡ଼ିଲା ଘର କାନ୍ଥ : ଅଳ୍ପକେ ବର୍ତ୍ତିଲେ ଦିବ୍ୟାଙ୍ଗ ମା’ପୁଅ

ନିମାପଡ଼ା,୧୪ା୧୦(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅଫିସର ୩ଶହ ମିଟର ଦୂରରେ ଥିବା ଗୁଣ୍ଡିଚାବାଡି କଲୋନୀର ଏକ ଜରାଜୀର୍ଣ୍ଣ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଦିବ୍ୟାଙ୍ଗ ମା’ପୁଅ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗୁଣ୍ଡିଚାବାଡି କଲୋନୀର ଏକ ଜରାଜୀର୍ଣ୍ଣ ଘରେ ଦିବ୍ୟାଙ୍ଗ…

ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୧୪ା୧୦(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri