Home

ଆଖିବୁଜିଲେ ମହିଳା ତହସିଲଦାରଙ୍କ ଡ୍ରାଇଭର

ହାଇଦ୍ରାବାଦ, ୬ା୧୧(ପି.ଟି.): ମହିଳା ତହସିଲଦାର ବିଜୟା ରେଡ୍ଡୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ପୋଡ଼ିମାରିବା ଘଟଣାର ଦିନକ ପରେ ତାଙ୍କ ଡ୍ରାଇଭର ଗୁରୁନାଥମ୍‌ ପ୍ରାଣ ହରାଇଛନ୍ତି। ବିଜୟାଙ୍କୁ ବଞ୍ଚାଇବା ଲାଗି ସେ ଉଦ୍ୟମ କରିଥିବାବେଳେ ତାଙ୍କ ଶରୀରର ୬୦ ଭାଗ ପୋଡ଼ି ଯାଇଥିଲା। ଗୁରୁତର…

ଶିବସେନା ଆଗରେ ସର୍ତ୍ତ ବାଢ଼ିଲା ଏନ୍‌ସିପି : ଏନ୍‌ଡିଏରୁ ଓହରିଲେ ବିକଳ୍ପ ସରକାର

ମୁମ୍ବାଇ,୬ା୧୧ (ପି.ଟି./ଆଇଏଏନ୍‌ଏସ୍‌): ଭାଜପା ସହ ସମ୍ପର୍କ ଛିନ୍ନ କରି ଏନ୍‌ଡିଏରୁ ଶିବସେନା ଓହରିଆସିଲେ ମହାରାଷ୍ଟ୍ରରେ ଏକ ରାଜନୈତିକ ବିକଳ୍ପକୁ କାର୍ଯ୍ୟକାରୀ କରାଯାଇପାରିବ। ନୂଆ ସରକାର ଗଠନ ନେଇ ଭାଜପା ଓ ଶିବସେନା ମଧ୍ୟରେ ଟଣାଓଟରା ଲାଗି ରହିଥିବାବେଳେ ମଙ୍ଗଳବାର ଏଭଳି ସର୍ତ୍ତ…

ସ୍କୁଲରେ ମନା ହେବ ଜଙ୍କ୍‌ ଫୁଡ୍‌

ନୂଆଦିଲ୍ଲୀ,୬ା୧୧(ପି.ଟି.): ଦେଶରେ ବିଦ୍ୟାଳୟଗୁଡ଼ିକରେ ଖୁବ୍‌ଶୀଘ୍ର ଜଙ୍କ୍‌ ଫୁଡ୍‌ ମନା ହେବ। ଆଳୁ ଓ୍ବେଫର୍ସ, ସଫ୍ଟ ଡ୍ରିଙ୍କ୍‌ସ ଓ ଅନ୍ୟ ଜଙ୍କ୍‌ ଫୁଡ୍‌ଗୁଡ଼ିକ ଆଉ ସ୍କୁଲ କ୍ୟାଣ୍ଟିନରେ ମିଳିବ ନାହିଁ। ଏହାସହ ସ୍କୁଲ୍‌ କ୍ୟାମ୍ପସ୍‌ର ୫୦ ମିଟର ପରିସରରେ ଏଭଳି ଖାଦ୍ୟର ବିଜ୍ଞାପନ…

ରାସ୍ତାକୁ ଓହ୍ଲାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୬ା୧୧(ପି.ଟି.): ଦିଲ୍ଲୀରେ ପୋଲିସ-ଓକିଲ ସଂଘର୍ଷକୁ ନେଇ ସଂଗ୍ରାମ ଜାରି ରହିଛି। ପୋଲିସ କର୍ମଚାରୀମାନେ ମଙ୍ଗଳବାର ପୋଲିସ ମୁଖ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କୁ ମନାଇବା ପାଇଁ ୧୨ ଥର ଉଦ୍ୟମ ହୋଇଥିଲେ ମଧ୍ୟ ପୋଲିସ କର୍ମଚାରୀ ନିଜ ଜିଦ୍‌ରେ ଅଟଳ…

ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ୧୬ କି.ମି. ପଦଯାତ୍ରା

ସମ୍ବଲପୁର,୬ା୧୧(ବ୍ୟୁରୋ):ସମନ୍ବିତ ବା ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମରେ ଉତ୍ତୀର୍ଣ୍ଣ ଯୁବତୀ ଯୁବକଙ୍କୁ ସରକାର ଚାକିରି ଦେବା ପାଇଁ କୌଣସି ସୁବିଧା କରି ନାହାନ୍ତି। କିଛି ଦିନ ତଳେ ଶିକ୍ଷକ ପଦ ପାଇଁ ବାହାରି ଥିବା ବିଜ୍ଞାପନରେ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ଯୋଗ୍ୟତା ମଗାଯାଇଛି ।…

୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ

କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍‌ଗିରିଆ, ଗିର୍‌ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରି ଏବଂ ବିଚାରପତି କେ.ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠ ଏହି…

ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲା:ହାଇକୋର୍ଟଙ୍କ ମୁଖ୍ୟ ଖଣ୍ଡପୀଠକୁ ଗଲା ମାମଲା

କଟକ ଅଫିସ, ୬ା୧୧:ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଅନିଚ୍ଛା ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର ଶୁଣାଣି ହେବାକୁ ଥିବାବେଳେ ବିଚାରପତି ଶୁଣାଣି ପାଇଁ ମନା କରିବାରୁ ଏହାକୁ ମୁଖ୍ୟ…

ଘରଭଙ୍ଗା ସହାୟତାରେ ଅନିୟମିତତା ପ୍ରସଙ୍ଗ:ଆଜି ୬ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏଥିଯୋଗୁ ଯେଉଁମାନଙ୍କ ଘର ନଷ୍ଟ ହୋଇଛି ସେମାନଙ୍କୁ ସରକାର ୩ ପ୍ରକାର ବ୍ୟବସ୍ଥାରେ ସହାୟତା ଯୋଗାଇ ଦେଉଛନ୍ତି। ଫଳରେ ବହୁ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡୁଥିବାର ଅଭିଯୋଗ ଆସିବାରେ…

୭ ସହର ଅତି ପ୍ରଦୂଷିତ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଅତି ପ୍ରଦୂଷିତ ସହର ତାଲିକାରେ ସାମିଲ ହୋଇଛି ରାଜ୍ୟର ୭ଟି ସହର ଭୁବନେଶ୍ୱର, ଅନୁଗୋଳ, ବାଲେଶ୍ୱର, କଟକ, ତାଳଚେର, ରାଉରକେଲା ଓ କଳିଙ୍ଗନଗର। ପ୍ରଦୂଷଣ ଯୋଗୁ ଅନେକ ନଦୀ ଏବଂ ରାଜଧାନୀ ଭୁବନେଶ୍ୱରର ଗଙ୍ଗୁଆ ନାଳ ଜହର ପାଲଟିଛି। ଏନେଇ ବିଧାନସଭା…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍‌ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ…

‘ପାଟଣାଗଡ଼’ ରିଲିଜ୍‌କୁ ସବୁଜ ସଂକେତ:ସ୍ଥଗିତାଦେଶ ପାଇଁ ମନାକଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୬ା୧୧(ବ୍ୟୁରୋ):ବହୁଚର୍ଚ୍ଚିତ ଫିଲ୍ମ ‘ପାଟଣାଗଡ଼’ର ରିଲିଜ୍‌ ନେଇ ହାଇକୋର୍ଟଙ୍କ ପରେ ଏବେ ସୁପ୍ରିମକୋର୍ଟରୁ ମଧ୍ୟ ସବୁଜ ସଂକେତ ମିଳିଛି। ଫିଲ୍ମ ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ ମନା କରିଦେଇଛନ୍ତି। ୨୦୧୮ରେ ବଲାଙ୍ଗୀର ଜିଲା ପାଟଣାଗଡ଼ରେ ହୋଇଥିବା…

ଏସ୍‌ସିବି ମେଡିକାଲ: ଦାୟିତ୍ୱ ନେଲେ ନୂଆ ଅଧୀକ୍ଷକ

କଟକ ଅଫିସ, ୬ା୧୧:ଏସ୍‌ସିବି ମେଡିକାଲର ନୂଆ ଅଧୀକ୍ଷକ ଭାବେ ପ୍ରଫେସର ଡାକ୍ତର ସରୋଜକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଅଧୀକ୍ଷକ ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଫେସର ମହାନ୍ତି ଡିଏମ୍‌ଇଟିର ନିର୍ଦ୍ଦେଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?