Home

ଦୁର୍ଘଟଣାରୁ ରକ୍ଷା ପାଇଲା ଏୟାର ଇଣ୍ଡିଆ ବିମାନ: ଅଳ୍ପକେ ବର୍ତ୍ତିଲେ ୧୫୨ ବିମାନ ଯାତ୍ରୀ

ଭୁବନେଶ୍ୱର, ୧୭ା୯(ବ୍ୟୁରୋ): ଅଳ୍ପକେ ବର୍ତ୍ତିଯାଇଛନ୍ତି ୧୫୨ ଜଣ ବିମାନ ଯାତ୍ରୀ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନ ଏଆଇ-୬୬୯ ଦୁର୍ଘଟଣାରୁ ରକ୍ଷା ପାଇଯାଇଛି। ସୋମବାର ମୁମ୍ବାଇ ବିମାନ ବନ୍ଦରରେ ଅବତରଣ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାର ଆଶଙ୍କା କରାଯାଇଥିଲା। ମଙ୍ଗଳବାର…

କ୍ରିକେଟରୁ ଦୁର୍ନୀତିର ମୂଳୋତ୍ପାଟନ: ମ୍ୟାଚ୍‌ ଫିକ୍ସିଂ ଆଇନ ପାଇଁ ପରାମର୍ଶ

ମୋହାଲି,୧୭ା୯ (ପି.ଟି.)-ଭାରତୀୟ କ୍ରିକେଟରୁ ଦୁର୍ନୀତିକୁ ମୂଳୋତ୍ପାଟନ କରିବାକୁ ହେଲେ ଏକ ମ୍ୟାଚ ଫିକ୍ସିଂ ଆଇନର ଆବଶ୍ୟକତା ରହିଛି। ଏକଥା କହିଛନ୍ତି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦୁର୍ନୀତି ନିବାରଣ ଶାଖା (ଏସିୟୁ) ମୁଖ୍ୟ ଅଜିତ ସିଂ ଶେଖାଓ୍ବତ। ଏହାଛଡ଼ା ବେଟିଂକୁ…

ଇଞ୍ଜିନିୟର୍‌, ଏମ୍‌ବିଏ ଡିଗ୍ରୀ ହାସଲ କରିଥିବା ଏହି ବୋଲରଙ୍କୁ ଡରନ୍ତି ବ୍ୟାଟ୍ସମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ଅଫସ୍ପିନର୍‌ ରବିଚନ୍ଦ୍ରନ ଅଶ୍ୱିନଙ୍କ ଆଜି ୩୩ତମ ଜନ୍ମଦିବସ। କ୍ରିକେଟରେ ଅନେକ ବ୍ୟାଟ୍ସମ୍ୟାନ୍‌ଙ୍କ ନିଦ ହଜାଉଥିବା ଅଶ୍ୱିନ୍‌ ଜଣେ ଉତ୍ତମ ଛାତ୍ର ଥିଲେ। ସେ ଆଇଟିରେ ଇଞ୍ଜିନିୟରିଂ ପାସ୍‌ କରିଥିବାବେଳେ ଏମ୍‌ବିଏ ଡିଗ୍ରୀ ମଧ୍ୟ ହାସଲ କରିଛନ୍ତି। ଏହାପରେ…

ମଧ୍ୟାହ୍ନଭୋଜନ ନିୟମକୁ ବେଖାତିର, ୧୫ ପ୍ରଧାନ ଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୧୭।୯ (ଡି.ଏନ୍‌.ଏ.)- ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ସରକାର ଏହି ବ୍ୟବସ୍ଥା କରିଛନ୍ତି। ପାଠପଢ଼ା ପ୍ରତି ପିଲାଙ୍କ ଆଗ୍ରହ ସୃଷ୍ଟି କରିବା ଲାଗି ଏହି ବ୍ୟବସ୍ଥା କରାଯାଇଥିବା ବେଳେ…

ବିଲୁଆଖାଇ ନଦୀପଠାରୁ ମିଳିଲା ନର୍ସଙ୍କ ଗଳିତ ମୃତଦେହ: ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ଆଣିଲେ ମା’

ବିରିଡ଼ି/ବାଲିଆ,୧୭ା୯(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ କୁଳକଇଜଙ୍ଗା ପଞ୍ଚାୟତ ନୂଆପାରୀ ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ମଙ୍ଗଳବାର ସକାଳେ ଏକ ଅଖାରୁ ଜଣେ ନର୍ସଙ୍କ ଗଳିତ ମୃତଦେହ ମିଳିଛି। ଖବରପାଇ ବିରିଡ଼ି ଥାନା ଅଧିକାରୀ ପାରୋ ଟୁଡୁ, ଏସଆଇ ଜୀବନ…

ସବୁଠୁ ମହଙ୍ଗା ପରିବା, କିଲୋ ୮୨ ହଜାର ଟଙ୍କା

ଦୁନିଆରେ ଏଭଳି ଏକ ପରିବା ରହିଛି, ଯାହା ମୂଲ୍ୟ ସାମ୍ନାରେ ଆଳୁ, ଟମାଟୋ କି ପିଆଜ ଦର ବାଲିଗୋଡି଼ ସହ ସମାନ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ପରିବାର ନଁା ହପ୍‌ ଶୁଟ୍ସ। ଏହାର ମୂଲ୍ୟ କିଲୋ ପ୍ରତି ୧୦୦୦ ୟୁରୋ…

ମହାନଦୀ ମଝିପଠାରେ ହାତୀପଲ, ଦେଖିବା ଲାଗି ଜମୁଛି ଲୋକଙ୍କ ଭିଡ଼

ନରାଜ,୧୭ା୯(ଡି.ଏନ.ଏ)- ମୁଣ୍ଡଳି ନିକଟସ୍ଥ ମହାନଦୀ ପଠାରେ ସୋମବାର ବିଳମ୍ବିତ ରାତିରେ ଏକ ହାତୀପଲ ଆସି ଅଟକି ଯାଇଥିବା ଦେଖାଯାଇଛି। ଏହି ହାତୀପଲରେ ୧୧ଗୋଟି ହାତୀ ଥିବାବେଳେ ସେଥିରୁ ମାଈ ୪ଟି, ପୁରୁଷ ୩ଟି ଓ ଛୁଆହାତୀ ୪ଟି ଅଛନ୍ତି। ହାତୀପଲ ଆଠଗଡ…

୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର, ପ୍ରଭାବିତ ହୋଇପାରେ ବିମାନ ସେବା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର। ରନଓ୍ବେ ରିକାର୍ପେଟିଂ କାର୍ଯ୍ୟ ପାଇଁ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୧ରୁ ଜୁନ ୩୦ ଯାଏ ଏୟାରପୋର୍ଟ ପର୍ଯ୍ୟାୟକ୍ରମେ ବନ୍ଦ ରହିବ। ସୂଚନାନୁଯାୟୀ, ଚଳିତ ବର୍ଷ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ଶୁଭେତ୍ସୁଙ୍କ ପରାମର୍ଶରେ ନୂଆ ନୂଆ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ। ପାରିବାରିକ ଜୀବନରେ ଶାନ୍ତି ଓ…

ଯେଉଁଠାରେ କର୍ମଚାରୀମାନେ ନିର୍ଦ୍ଧାରିତ କରନ୍ତି ନିଜର ବେତନ

ସବୁ ସଂସ୍ଥାରେ ମାଲିକ ଦରମା ନିର୍ଦ୍ଧାରଣ କରୁଥିବା ବେଳେ ବିଶ୍ୱରେ ଏଭଳି ଏକ କମ୍ପାନୀ ରହିଛି ଯେଉଁଠାରେ କର୍ମଚାରୀମାନେ ନିଜର ଦରମା ନିଜେ ନିର୍ଦ୍ଧାରିତ କରିଥାନ୍ତି। ଲଣ୍ଡନରେ ଥିବା ଗ୍ରାଣ୍ଟଟ୍ରି ନାମକ କମ୍ପାନୀରେ ମିଳେ ଏହି ସୁବିଧା। ଉକ୍ତ କମ୍ପାନୀ ବ୍ୟବସାୟିକ…

ମୋଦିଙ୍କ ଡ୍ରେସିଂ ଷ୍ଟାଇଲ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ବର୍ଷରେ ପାଦ ଥାପିଛନ୍ତି। ତାଙ୍କର ଏହି ଜନ୍ମଦିନ ଅବସରରେ ଦେଶ ବିଦେଶର ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ୍‌, ଖେଳ ଜଗତ ଓ ପ୍ରଶଂସକଙ୍କର ଶୁଭେଚ୍ଛାର ସୂଅ ଛୁଟିଛି। ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ନରେନ୍ଦ୍ର…

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲା: ଉଚ୍ଛେଦ କାର୍ଯ୍ୟ ଆଇନ ଅନୁସାରେ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୭୫ମିଟର ପରିଧିରେ ଉଚ୍ଛେଦ ପ୍ରସଙ୍ଗରେ ସମସ୍ତ କାମ ଆଇନ ଅନୁସାରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜଷ୍ଟିସ ଅରୁଣ ମିଶ୍ର। ସେ କହିଛନ୍ତି ଯେ, ଉଦ୍ଦେଶ୍ୟ ଯେତେ ମହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri