Home

ଘସିପୁରା ବ୍ଲକରେ ଆବାସ ଘୋଟାଲା ପ୍ରସଙ୍ଗ : ଦୁଇ ପିଇଓ ନିଲମ୍ବିତ

ଘସିପୁରା,୧୩।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଘସିପୁରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗରେ ୨ ପିଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କୁ ନିଲମ୍ବନ କରାଯାଇଛି। ଏହି ବ୍ଲକରେ ଆବାସ ଯୋଜନାରେ କିଛି ଘୋଟାଲାର ତଦନ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

ଗୁରଦାସପୁରରେ ୨ ସନ୍ଦିଗ୍ଧ ପାକିସ୍ତାନୀ ବନ୍ଧୁକଧାରୀ: ଘର-ଘର ସର୍ଚ୍ଚ ଅପରେଶନ୍‌ ଜାରି

ଚଣ୍ଡିଗଡ଼,୧୩।୧୦: ପଞ୍ଜାବର ଗୁରଦାସପୁରରେ ୨ ସନ୍ଦିଗ୍ଧ ପାକିସ୍ତାନୀ ବନ୍ଧୁକଧାରୀ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଆଧାରରେ ଅଢ଼େଇ ହଜାରରୁ ଅଧିକ ସୁରକ୍ଷାକର୍ମୀ ଘର-ଘର ବୁଲି ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ…

ସନତଙ୍କ ଲାଗି ପ୍ରଚାର କଲେ ପୂର୍ବତନ ଏମ୍‌ପି ବୈଜୟନ୍ତ

ବିଜେପୁର,୧୩।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆଉ ମାତ୍ର ଏକ ସପ୍ତାହ ରହିଛି। ତେଣୁ ବିଭିନ୍ନ ଦଳ ପକ୍ଷରୁ ବରିଷ୍ଠ ନେତାମାନେ ଏହି ଅଞ୍ଚଳରେ ପ୍ରଚାରର ମଙ୍ଗ ଧରିଲେଣି। ଏହିକ୍ରମରେ ରବିବାର ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ବିଜେପୁର ଅଞ୍ଚଳରେ ଭାଜପା…

ଇତିହାସ ପାଲଟିବ ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି

ମୁମ୍ବାଇ,୧୩।୧୦: ଦିନେ ଲୋକପ୍ରିୟ ଥିବା ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି ଆଉ ଗୋଟିଏ ବର୍ଷ ପରେ ଇତିହାସ ପାଲଟିବ। ଆସନ୍ତା ୨୦୨୦ ଜୁନ୍‌ଠାରୁ ମାୟାନଗରୀ ମୁମ୍ବାଇରେ ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି ସେବା ବନ୍ଦ କରିଦିଆଯିବ। ଇଣ୍ଡୋ-ଇଟାଲିଆନ୍‌ ମଡେଲର ଏହି କାର ଉତ୍ପାଦନ ୨୦୦୦ରୁ…

ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ

ସୋରଡ଼ା,୧୩।୧୦(ଡି.ଏନ୍‌.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍‌ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମ ଲାଉଖାଲରେ। ଶ୍ମଶାନକୁ ଯିବା ବାଟରେ ଜୀବିତ ହୋଇ…

୧୫୦ ଫୁଟ ଉଚ୍ଚ ରୋପ୍‌ଓ୍ବେ କେବୁଲ୍‌ରେ ଝୁଲି ରହିଲା ବିମାନ: ଦେଢ଼ଘଣ୍ଟା ଡେଣାରେ ବସି ରହିଲେ ଚାଳକ ଓ ଯାତ୍ରୀ

ରୋମ୍‌,୧୩।୧୦: ଇଟାଲୀର ଆଲ୍ପସ୍‌ ପର୍ବତ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ୧୫୦ ଫୁଟ ଉଚ୍ଚ ରୋପ୍‌ଓ୍ବେ କେବୁଲ୍‌ରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଝୁଲି ରହିଥିଲା। ୬୨ ବର୍ଷ ବୟସ୍କ ବିମାନ ଚାଳକ ଏବଂ ଏଥିରେ…

କାର୍‌ ଧକ୍କାରେ ବୃଦ୍ଧ ମୃତ

ତିହିଡ଼ି,୧୩।୧୦(ଡି.ଏନ୍‌.ଏ): ଭଦ୍ରକ-ଚାନ୍ଦବାଲି ରାସ୍ତାର କାନପୁର ଘୋଷରା ନିକଟରେ ରବିବାର ମଧ୍ୟାହ୍ନରେ କାର୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାମନବିନ୍ଧା ପଞ୍ଚାୟତ ଅଧୀନ କାନପୁର ଗ୍ରାମର ଗଙ୍ଗାଧର ବାରିକ(୬୫)। ଗଙ୍ଗାଧର ସାଇକେଲ ଯୋଗେ ଘରୁ ପୀରହାଟ ଯାଉଥିବା ବେଳେ…

ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ବର ଭିଏସ୍‌ଏସ୍‌ ନଗରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଉଛନ୍ତି ଅବକାଶ ପାଇକରାୟ(୩୦)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଶହୀଦନଗର ପୋଲିସ…

ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ଅନୁଧ୍ୟାନ କଲେ ସ୍ବାସ୍ଥ୍ୟ ଯୁଗ୍ମ ସଚିବ

ପୁରୀ ଅଫିସ,୧୩।୧୦: ରବିବାର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ବାସ୍ଥ୍ୟ ଯୁଗ୍ମ ସଚିବ କାମିନୀ ଷଡ଼ଙ୍ଗୀ। ତାଙ୍କ ସହିତ ଓଡିଶା ମେଡିକାଲ ସର୍ଭିସ ନିର୍ଦ୍ଦେଶକ ରୁପା ରୋଶନ ସାହୁ, ଜିଲାପାଳ ବଲୱନ୍ତ ସିଂ ମଧ୍ୟ ବିଭିନ୍ନ ରୋଗୀ…

ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ନୂଆ ଭାରତର ନୂଆ କିରଣ ଲୋକେ…

ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କଲା କୁଆଁର ପୁନେଇ ଜହ୍ନଲୋ କାର୍ଯ୍ୟକ୍ରମ

ବ୍ରହ୍ମପୁର ଅଫିସ,୧୩।୧୦: ଓଡ଼ିଆ ସଂସ୍କୃତି ଓ ପରମ୍ପରା ଲୋପ ପାଇ ଯାଉଥିବା ବେଳେ ଗଞ୍ଜାମର ଗ୍ରାମ୍ୟ କ୍ରୀଡ଼ାକୁ ଲୋକାଭିମୁଖୀ ଉଦ୍ଦେଶ୍ୟ ନେଇ ମଧୁମାୟା ଫାଉଣ୍ଡେସନ ପକ୍ଷରୁ ୧୦ମ କୁଆଁର ପୁନେଇ ଜହ୍ନଲୋ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସରକାରୀ ଆଇଟିଆଇ…

ଭାରତରେ ରହି ପାକିସ୍ତାନର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇ ପାରିବ: ରାଜନାଥ

କର୍ନାଲ,୧୩।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ହରିୟାଣା କର୍ନାଲରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ଯୁଦ୍ଧ ବିମାନ ରାଫାଲ କଥା ଉଠାଇଛନ୍ତି। ସେ କହିଛନ୍ତି ଯଦି ଭାରତ ନିକଟରେ ରାଫାଲ ଅଛି ତେବେ ପାକିସ୍ତାନର ବାଲାକୋଟ ଯାଇ ଆଉ ଏୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri