Home

ଦେଶର ପ୍ରଥମ ଟ୍ରାନ୍ସଜେଣ୍ଡର ପାଇଲଟଙ୍କ ପ୍ରଶିକ୍ଷଣ ଖର୍ଚ୍ଚ ବହନ କରିବେ କେରଳ ସରକାର

ଥିରୁଭାନନ୍ତପୁରମ,୧୩।୧୦: କେରଳର ୨୦ ବର୍ଷୀୟ ଆଦମ ହ୍ୟାରୀ ଜଣେ ତୃତୀୟ ଲିଙ୍ଗ ବ୍ୟକ୍ତି ବା ଟ୍ରାନ୍ସଜେଣ୍ଡର। ସେ ଏବେ ଦେଶର ପ୍ରଥମ ଟ୍ରାନ୍ସଜେଣ୍ଡର ପାଇଲଟ ହେବାକୁ ଯାଉଛନ୍ତି। ଆଉ ତାଙ୍କ ପ୍ରଶିକ୍ଷଣର ସମସ୍ତ ଖର୍ଚ୍ଚ କେରଳ ସରକାର ବହନ କରିବେ ବୋଲି…

ବାଣିଜ୍ୟ ପାଇଁ ଫିଟିବ ବାଟ

ମାମଲ୍ଲାପୁରମ୍‌,୧୩ା୧୦(ପି.ଟି.): ବାଣିଜ୍ୟ ଓ ପୁଞ୍ଜିନିବେଶ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଭାରତ ଓ ଚାଇନା ମଧ୍ୟରେ ସହମତି ପ୍ରକାଶ ପାଇଛି। କ୍ଷେତ୍ରୀୟ ଓ ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ନେଇ ପାରସ୍ପରିକ ସହଯୋଗ ନେଇ ମଧ୍ୟ ଦୁଇଦେଶ ରାଜି ହୋଇଛନ୍ତି। ତାମିଲନାଡ଼ୁର ମାମଲ୍ଲାପୁରମ୍‌ରେ…

ଗ୍ରେନେଡ୍‌ ମାଡ଼ରେ ୧୧ ଆହତ

ଶ୍ରୀନଗର, ୧୩ା୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିବାରୁ ୧୧ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡ଼ିଛି। ଲାଲ୍‌ଚୌକ ନିକଟସ୍ଥ ହରି…

କର୍ନାଟକ ମେଡିକାଲ ଦୁର୍ନୀତି: ୧୦୯ କୋଟିର ଅଘୋଷିତ ଆୟ

ବେଙ୍ଗାଲୁରୁ, ୧୩ା୧୦: କର୍ନାଟକରେ ଆୟକର ବିଭାଗର ଚଢ଼ାଉ ପରେ ୧୦୯ କୋଟି ଟଙ୍କାର ଅଘୋଷିତ ଆୟ ଧରାପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ଜି. ପରମେଶ୍ୱର ଓ ଆର୍‌.ଏଲ୍‌. ଜଲାପ୍ପାଙ୍କ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇ ୯ କୋଟି ଟଙ୍କା ଶୁକ୍ରବାର…

୫ ସନ୍ତାନଙ୍କୁ ଜନ୍ମଦେଲେ ରୁକ୍ସାନା

ଜୟପୁର, ୧୩ା୧୦ : ରାଜସ୍ତାନର ସାଙ୍ଗାନେର ବାସିନ୍ଦା ରୁକ୍ସାନା(୨୫) ଶନିବାର ଜୟପୁର ହସ୍ପିଟାଲରେ ୫ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଏକ ନବଜାତ ପୁତ୍ର ସନ୍ତାନ ମୃତ୍ୟୁବରଣ କରିଥିବାବେଳେ ଅନ୍ୟମାନଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଲତା ରାଜୋରିୟା ପ୍ରକାଶ…

ଜୁଆଖେଳକୁ ନେଇ ଗୁଳି: ୪ ନିହତ

ନ୍ୟୁୟର୍କ, ୧୩ା୧୦ : ନ୍ୟୁୟର୍କର ବ୍ରୁକଲିନ୍‌ସ୍ଥିତ ୭୪ ଉଟିକା ଆଭେନ୍ୟୁଠାରେ ଶନିବାର ସକାଳେ ଗୁଳିକାଣ୍ଡ ଘଟିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏକ ଘରେ ୬ ପୁରୁଷ ଓ ଜଣେ ମହିଳାଙ୍କୁ ଗୁଳିମାଡ଼…

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି। ଏହି ସ୍ଥଳେ ଏତେସଂଖ୍ୟକ ପିଟିଶନ ଓ ଅପିଲ ଗଡ଼ୁଥିବା ଜଣାପଡ଼ିବା ପରେ ଦେଶର ବିଭିନ୍ନ…

ସାମାଜିକ, ରାଜନୈତିକ ପ୍ରସଙ୍ଗରେ ବଲିଉଡ୍‌ ଯତ୍ନଶୀଳ ହେଉ: ସ୍ବରା ଭାସ୍କର

ମୁମ୍ବାଇ, ୧୩ା୧୦: ଫିଲ୍ମରେ କୌଣସି ସାମାଜିକ, ରାଜନୈତିକ ପ୍ରସଙ୍ଗ ସ୍ଥାନୀତ କଲାବେଳେ ବଲିଉଡ୍‌ ଯତ୍ନଶୀଳ ହେବା ଉଚିତ ବୋଲି ଅଭିନେତ୍ରୀ ସ୍ବରା ଭାସ୍କର ପ୍ରକାଶ କରିଛନ୍ତି। ଇଣ୍ଡିଆ ଫିଲ୍ମ ପ୍ରୋଜେକ୍ଟରେ ତାଙ୍କର ଆଗାମୀ ଫିଲ୍ମ ‘ଶିର କୋର୍‌ମା’ର ପୋଷ୍ଟର ଲଞ୍ଚ ଅବସରରେ…

ଆଜି ବିରାଜିବେ ମା’ ଲକ୍ଷ୍ମୀ

ଢେଙ୍କାନାଳ ଅଫିସ, ୧୩ା୧୦ – ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ। ରବିବାର ରାତିରୁ ମା’ ଧନଦାତ୍ରୀ ଧରାବରଣ କରିବେ। ଏହାକୁ ନେଇ ସମସ୍ତ ପ୍ରସ୍ତୁତି…

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ କୁମାର…

ଚେନ୍ନାଇ କନେକ୍ଟରୁ ଭାରତ-ଚାଇନା ସହଯୋଗର ନୂଆ ଯୁଗ: ଉଠିଲାନି କଶ୍ମୀର ପ୍ରସଙ୍ଗ

ମାମଲ୍ଲାପୁରମ୍‌,୧୩ା୧୦ (ପି.ଟି./ ଆଇଏଏନ୍‌ଏସ୍‌): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ସହ ପର୍ଯ୍ୟାୟକ୍ରମେ ୬ ଘଣ୍ଟା ଧରି ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ପଡ଼ୋଶୀ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବ ବୋଲି ଶନିବାର ଆଶାବ୍ୟକ୍ତ କରିଛନ୍ତି। ଏଥିସହିତ ‘ଚେନ୍ନାଇ…

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍‌ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri