Home

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍‌ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…

ଆଜି ବିରାଜିବେ ଧନଦାତ୍ରୀ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ମା’ ଦୁର୍ଗତିନାଶିନୀଙ୍କ ବିଦାୟ ପରେ ଧରାବତରଣ କରିବାକୁ ଯାଉଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଧନଧାନ୍ୟରେ ଜନମାନସକୁ ସମୃଦ୍ଧି କରିବାକୁ ପ୍ରତିବର୍ଷ ଧରାପୃଷ୍ଠକୁ ଓହ୍ଲାଇଥାନ୍ତି ମା’ ଗଜଲକ୍ଷ୍ମୀ। ଏନେଇ ରାଜଧାନୀର ବିଭିନ୍ନ ପୂଜାମଣ୍ଡପରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶିଳ୍ପୀମାନେ ମୂର୍ତ୍ତିରେ…

ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଦଳରେ ବ୍ରହ୍ମପୁରର ଜି.ବିଦ୍ୟାଶ୍ରୀ ସ୍ଥାନ ପାଇଛନ୍ତି । ଶନିବାର ସେ ଓଡ଼ିଶା…

ଶରୀର ପାଇଁ ବେଶ୍‌ ଉପକାରୀ ସଢା କଦଳୀ

କଦଳୀ ସାମାନ୍ୟ ସଢ଼ି ଆସିଲେ ତାକୁ ଲୋକେ ଫିଙ୍ଗିଦିଅନ୍ତି। କିନ୍ତୁ ଜାଣନ୍ତି ଏହି ସଢ଼ା କଦଳୀ ଶରୀର ପାଇଁ ବେଶ୍‌ ଉପକାରୀ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଧ୍ୟ ଏହାକୁ ସବୁଜ ସଂକେତ ଦିଆଯାଇଛି। କଦଳୀରେ ପୋଟାସିୟମ୍‌ ଏବଂ ଭିଟାମିନ୍‌ ପ୍ରଚୁର…

ଲିଭରର ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର…

ଅଶ୍ୱତ୍ଥ(ଓସ୍ତ)ପତ୍ରର ଅନେକ ଔଷଧୀୟ ଗୁଣ ରହିଛି। ଏହା ବିଭିନ୍ନ ଲିଭର ସମସ୍ୟାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଶ୍ୱତ୍ଥ ପତ୍ରକୁ ଶୁଖାଇ ସେଥିରେ ଚିନି କିମ୍ବା ମିଶ୍ରି ମିଶାଇ ଗୁଣ୍ଡ କରିବା ପରେ ଏଥିରୁ ଅଧ ଚାମଚେ ଗ୍ଲାସେ…

କାହିଁକି ‘ଆଇସ୍‌ ବାଥ୍‌’ କରନ୍ତି ଖେଳାଳି

ଆଜିକାଲି ଖେଳାଳିମାନେ ‘ଆଇସ୍‌ ବାଥ୍‌’ କରିବା ସାଧାରଣ ଘଟଣା ହୋଇଗଲାଣି। ନିକଟରେ ଭାରତୀୟ କ୍ରିକେଟର କେ.ଏଲ. ରାହୁଲ ଏବଂ ମହମ୍ମଦ ସାମିଙ୍କୁ ‘ଆଇସ୍‌ ବାଥ୍‌’ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟର ଶେଷ…

ନଭେମ୍ବର ୮ରେ କର୍ତ୍ତାରପୁର କରିଡର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୨।୧୦: ନଭେମ୍ବର ୮ରେ ଭାରତ-ପାକିସ୍ତାନ କର୍ତ୍ତାରପୁର କରିଡର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ରମନ୍ତ୍ରୀ ହସ୍‌ରମିତ କୌର ଟୁଇଟ ଯୋଗେ ଏହି ସୂଚନା ଦେଇଛନ୍ତି। ପାକିସ୍ତାନରେ ଥିବା କର୍ତ୍ତାରପୁର ସାହିବ ଯିବା ପାଇଁ ନିର୍ମାଣ ଚାଲିଥିବା ଏହି କରିଡରକୁ ଭାରତୀୟ…

ନଦୀରେ ଭାସିଗଲେ ୨ ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ଚୌଦ୍ୱାର,୧୨ା୧୦ (ଡି.ଏନ୍‌.ଏ): ଶନିବାର ଅପରାହ୍ନରେ ବିରୁପା ନଦୀ ବ୍ୟାରେଜ ନିକଟରେ ଗାଧୋଉଥିବାବେଳେ ୨ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣେ ନିଖୋଜ ହୋଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଚୌଦ୍ୱାର ହିଙ୍ଗୁଳାଇସାହି ହରିଜନ ବସ୍ତିର ଅବିନାଶ ନାଏକ,…

ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥି, ଦଲାଲ ଗିରଫ

କଟକ ଅଫିସ,୧୨ା୧୦- ବେଆଇନ ଶ୍ରମିକ ଚାଲାଣ କରୁଥିବା ୪୧ ଜଣ ମଧ୍ୟସ୍ଥି ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍‌ପିଙ୍କ ନେତୃତ୍ୱରେ ଏକ…

ଡଚ୍‌ ଓପନ: ସେମିରେ ଲକ୍ଷ୍ୟ

ଆଲମେରେ(ନେଦରଲାଣ୍ଡ),୧୨।୧୦- ଦେଶର ଉଦୀୟମାନ ପୁରୁଷ ସିଙ୍ଗଲ୍ସ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ଡଚ୍‌ ଓପନ ସୁପର ୧୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ରାତିରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ସେ ଅନ୍ୟ ଭାରତୀୟ ଖେଳାଳି ବି. ଏମ୍‌. ରାହୁଲ…

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ୨୩ ଜଣିଆ ଭାରତୀୟ ଦଳ ଘୋଷିତ

ଗୁଆହାଟୀ,୧୨।୧୦(ପି.ଟି.)- ଆସନ୍ତା ମଙ୍ଗଳବାର କୋଲକାତାରେ ଖେଳାଯିବାକୁ ଥିବା ବାଂଲଦେଶ ବିପକ୍ଷ ଫିଫି ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପାଇଁ ଏକ ୨୩ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଭାରତ ହେଡ୍‌ କୋଚ୍‌ ଆଇଗର ଷ୍ଟିମାନ ଏହି ଦଳ ଘୋଷଣା କରିଛନ୍ତି।…

ସଡ଼କ ଦୁର୍ଘଟଣାରେ ଯୁବ ଚିତ୍ରଶିଳ୍ପୀଙ୍କ ମୃତ୍ୟୁ: ପ୍ରତିବାଦରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ/ରେମୁଣା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର-ରେମୁଣା ରାସ୍ତାର ଗୋଲେଇ ଛକସ୍ଥିତ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶନିବାର ଅପରାହ୍ନ ସମୟରେ ଏକ ସଡକ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଯୁବ ଚିତ୍ରଶିଳ୍ପୀ ଦେବେନ୍ଦ୍ର ଖଟୁଆ (୪୨)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri