ବାଜିନି ପୌର ନିର୍ବାଚନ ବିଗୁଲ, ନେତା ହେଲେଣି ଚଳଚଞ୍ଚଳ
କେନ୍ଦ୍ରାପଡ଼ା ଅଫିସ, ୪-୯- ପୌର ନିର୍ବାଚନ ପାଇଁ କୌଣସି ସୂଚନା ମିଳିନାହିଁ ା ତେବେ କେନ୍ଦ୍ରାପଡା ପୌରାଞ୍ଚଳରେ ଏହାର ପଦଧ୍ୱନି ଦେଖିବାକୁ ମିଳିଲାଣି। ସହରାଞ୍ଚଳରେ ପ୍ରତ୍ୟେକ ୱାର୍ଡରେ ଅଫିସ ଖୋଲାଯାଇ ଲୋକଙ୍କ ସମସ୍ୟା ସୁଧାରିବାକୁ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ସ୍ଥାନୀୟ…
ବାହାରେ ରୋଜଗାର ଖୋଜୁଛନ୍ତି ଯୁବପିଢ଼ି
କେନ୍ଦ୍ରାପଡ଼ା ଅଫିସ, ୪-୯- କର୍ମ ସଂସ୍ଥା ଓ ଭିତ୍ତିଭୂମିର ଅଭାବ ଯୋଗୁ କେନ୍ଦ୍ରାପଡ଼ାର ଅଧିକାଂଶ ଯୁବପିଢ଼ି ଏବେ ଜିଲା ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ବାହାର ରାଜ୍ୟ ଅବା ଦେଶକୁ ଯାଇ ସେଠାରେ ରୋଜଗାର ପନ୍ଥା ସନ୍ଧାନ କରୁଛନ୍ତି। ସେମାନଙ୍କ ମଧ୍ୟରୁ କିଛି…
ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ:ପ୍ରଭାବିତ ଟ୍ରକ୍ ମାଲିକଙ୍କୁ ସ୍ବତନ୍ତ୍ର କୋଟା ପ୍ରଦାନ ଦାବି
ଯାଜପୁର ଅଫିସ/କାଳିଆପାଣି(ଡି.ଏନ୍.ଏ.),୪-୯- ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦରୁ ଗତ ୨ସପ୍ତାହରୁ ଊର୍ଦ୍ଧ୍ୱ ହେବ ଯାଜପୁର କାଳିଆପାଣି କ୍ରୋମ୍ ଖଣିରୁ ପରିବହନ ଠପ୍ ହୋଇ ପଡ଼ିଛି। ଏଥିଯୋଗୁ ଟ୍ରକ୍ ମାଲିକ, ଶ୍ରମିକ, ବ୍ୟବସାୟୀ ପ୍ରମୁଖଙ୍କ ଦାନାପାଣି ସଙ୍କଟ ମଧ୍ୟକୁ ଠେଲି ହୋଇଯାଇଛି।…
କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍ ଉଦ୍ଯାପିତ: ହର୍ଷିତ ଚାମ୍ପିୟନ, ଶ୍ରୀୟାଂଶ ରନର୍ସଅପ୍
କଟକ ଅଫିସ,୪ା୯- ଷ୍ଟେଶନବଜାରସ୍ଥିତ ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନରେ ଏସ୍୍ଆର୍ ଚେସ୍ ସେଣ୍ଟର ଦ୍ୱାରା ଆୟୋଜିତ ଦ୍ୱିତୀୟ କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି । ୮ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୭.୫ ପଏଣ୍ଟ…
ରାଜ୍ୟ ସ୍କୁଲ ଓପନ ଚେସ୍: ଅବିନାଶ ଚାମ୍ପିୟନ
ଭୁବନେଶ୍ୱର, ୪।୯(କ୍ରୀଡ଼ା ପ୍ରତିନିଧି)-ପୁରୁଣା ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ କୈଳାସ ସଦନରେ ମଙ୍ଗଳବାର ରାଜ୍ୟ ସ୍କୁଲ ଓପନ ଚେସ୍ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମଦର୍ସ ପବ୍ଲିକ୍ ସ୍କୁଲର ଅବିନାଶ ଆଚାର୍ଯ୍ୟ ୬.୫ ପଏଣ୍ଟ ସହ ଚାମ୍ପିୟନ ହୋଇଛନ୍ତି। କୀର୍ତ୍ତି ଅନୁରାଗ…
ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା
କଳିଙ୍ଗନଗର,୪-୯(ଡି.ଏନ୍.ଏ.)- ଦାନଗଦୀ ବ୍ଲକ ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଦାନଗଦୀ ଭବନଠାରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଦାନଗଦୀ ବ୍ଲକ ବିଜେଡି ସଭାପତି ବୁଡାନ ସିଂ ଜାମୁଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ସୁକିନ୍ଦା…
ସ୍ବିତୋଲିନା ସେମିଫାଇନାଲରେ
ନ୍ୟୁୟର୍କ,୪ା୯- ପଞ୍ଚମ ସିଡ୍ ତଥା ୟୁକ୍ରେନ୍ର ଏଲିନା ସ୍ବିତୋଲିନା ୟୁଏସ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଚାମ୍ପିୟନଶିପ୍ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ସେ ବ୍ରିଟିଶ ନମ୍ବର ଓ୍ବାନ ଖେଳାଳି ଜୋହାନ୍ନା କୋଣ୍ଟାଙ୍କୁ ୬-୪, ୬-୪…
ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ
ଡୁବୁରୀ,୪-୯(ଡି.ଏନ୍.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ ଖାଲଖମା ସୃଷ୍ଟି ହୋଇଛି। ଚଳିତ ଲଘୁଚାପ ଜନିତ ବର୍ଷା ଅବସ୍ଥାକୁ ଅଧିକ ସଙ୍ଗିନ କରିଦେଇଛି।…
ଏସିଆନ ଜୁନିୟର ଟିଟି: ଦକ୍ଷିଣ କୋରିଆକୁ ହରାଇ ଭାରତ ଫାଇନାଲରେ
ଉଳାନବତାର, ୪ା୯(ପି.ଟି.)-ଭାରତର ଜୁନିୟର ବାଳକ ଦଳ ଏଠାରେ ଚାଲିଥିବା ୨୨ତମ ଏସିଆନ ଜୁନିୟର ଓ କ୍ୟାଡେଟ୍ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍ର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ସେମିଫାଇନାଲରେ ଦଳ ୩-୨ରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହି ବିଜୟ…
ଇଣ୍ଡୋ-ପାକ୍ କ୍ୱାଲିଫାୟର ୟୁରୋପରେ ନୁହେଁ: ଏଫ୍ଆଇଏଚ୍
ନୂଆଦିଲ୍ଲୀ, ୪ା୯ (ପି.ଟି.)-ୟୁରୋପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅଲିମ୍ପିକ କ୍ୱାଲିଫାଇଂ ମ୍ୟାଚ ଖେଳାଯିବା କୌଣସି ଯୋଜନା ନ ଥିବା ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇ୍ଏଚ୍) ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଦୁଇ ପଡୋଶୀ ରାଷ୍ଟ୍ର ମଧ୍ୟରେ ରାଜନୈତିକ ଉତ୍ତେଜନା ଦେଖା…
ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ
ପାଲିକେଲ,୪।୯- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୨ଟି ବଲ୍ ଥାଇ ୪ ଉଇକେଟରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମୁକାବିଲାରେ ଟସ୍ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୯…
ଆଶେସ: ସଂଘର୍ଷପୂର୍ଣ୍ଣ ହେବ ଚତୁର୍ଥ ଟେଷ୍ଟ
ମାଞ୍ଚେଷ୍ଟର, ୪।୯(ଏ.ଏଫ୍.ପି.)- ବିଶ୍ୱ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ହାଇପ୍ରୋଫାଇଲ ଆଶେସ ସିରିଜର ଚତୁର୍ଥ ଟେଷ୍ଟରେ ପରସ୍ପରକୁ ଭେଟିବେ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ ହୋଇଥିଲା। ବର୍ଷା ବାଧାପ୍ରାପ୍ତ…
Archives


