Home

ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ

ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। କେଉଁମାନେ ସଂରକ୍ଷଣକୁ…

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପ୍ରସଙ୍ଗ ଜନ୍‌ସନଙ୍କ ଦୃଷ୍ଟିକୁ ଆଣିଥିଲେ। ଅଗଷ୍ଟ ୧୫ରେ କିଛି…

ପିଓକେବାସୀଙ୍କୁ ପାକିସ୍ତାନର ପ୍ରତାରଣା

ନୂଆଦିଲ୍ଲୀ,୨୧ା୮(ଆଇଏଏନ୍‌ଏସ୍‌): ପାକ୍‌-ଅଧିକୃତ କଶ୍ମୀର (ପିଓକେ) ଓ ଗିଲ୍‌ଗିଟ୍‌ ବାଲ୍‌ତିସ୍ତାନ (ଜିବି)ର ଅଧିବାସୀଙ୍କୁ ପାକିସ୍ତାନ। ପ୍ରାୟ ୬ ଦଶନ୍ଧି ଧରି ପ୍ରତାରଣା କରିଆସିଛି। ୫୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଅଞ୍ଚଳବାସୀଙ୍କୁ ଏକ ଗୋପନୀୟ ଚୁକ୍ତିନାମା ସମ୍ପର୍କରେ ଅବଗତ କରାଯାଇନାହିଁ, ଯାହା…

‘କୁଲି ନମ୍ବର-୧’ରେ ରଜତ ରାଓ୍ବଲ

ମୁମ୍ବାଇ: ‘ବଡିଗାର୍ଡ’ରେ ହାସ୍ୟ ଅଭିନୟ କରି ଦର୍ଶକଙ୍କ ମନରେ ଗଭୀର ଛାପ ପକାଇଥିବା ଅଭିନେତା ରଜତ ରାଓ୍ବଲ ପୁଣିଥରେ ବରୁଣ ଧାଓ୍ବନଙ୍କ ଅଭିନୀତ ‘କୁଲି ନମ୍ବର-୧’ରେ ଯୋଗ ଦେଇଛନ୍ତି। ଏ ସମ୍ପର୍କରେ ବରୁଣ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ମେସେଜ୍‌ ଟୁଇଟ କରି ଲେଖିଛନ୍ତି,…

୭୫% ଲିଭର ନଷ୍ଟ ସ୍ବୀକାର କଲେ ବିଗ୍‌ ବି

ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନଙ୍କର ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଥିବା ସେ ସ୍ବୀକାର କରିଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍‌ର ‘ସ୍ବାସ୍ଥ୍ୟ ଇଣ୍ଡିଆ ଲଞ୍ଚ୍‌’ରେ ଯୋଗଦେଇ ବିଗ୍‌ ବି କହିଲେ, ବ୍ୟକ୍ତିଗତ ସ୍ବାସ୍ଥ୍ୟ ସମ୍ପର୍କରେ ସବୁବେଳେ କହିଆସିଛି। କାରଣ ଅନ୍ୟମାନେ…

ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ

ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍‌ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ ନେଇ ଫୈଜଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍‌ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…

ଆଇସିଜେ ଯିବ ପାକିସ୍ତାନ

ଇସ୍‌ଲାମାବାଦ,୨୧ା୮(ପି.ଟି.)- ଜମ୍ମୁ-କଶ୍ମୀରରୁ ଭାରତ ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର କରିବାର ଦୁଇ ସପ୍ତାହ ପରେ ପାକିସ୍ତାନ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ)ଙ୍କ ଦ୍ୱାରସ୍ଥ ହେବାକୁ ଯାଉଛି। ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ମଙ୍ଗଳବାର ଏକ ଟିଭି ଚ୍ୟାନେଲ୍‌କୁ ସାକ୍ଷାତ୍‌କାରରେ…

ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ରଦ୍ଦ ମାମଲା: ପିଟିଶନ ବିରୋଧରେ କ୍ୟାଭିଟ୍‌ ଦାଏର

ନୂଆଦିଲ୍ଲୀ,୨୧ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ୬ ଜଣ ଅବସରପ୍ରାପ୍ତ ପ୍ରଶାସନିକ ଓ ସେନା ଅଧିକାରୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିବା ବେଳେ ଏହା ବିରୋଧରେ କଶ୍ମୀରୀ ପଣ୍ଡିତମାନଙ୍କର ଏକ…

କ୍ଷମା ମାଗିଲେ ଜାକିର ନାଏକ

କୁଆଲାଲମ୍ପୁର,୨୧ା୮: ମାଲେସିଆରେ ରହୁଥିବା ବିବାଦୀୟ ଭାରତୀୟ ଇସ୍‌ଲାମ ଧର୍ମ ପ୍ରଚାରକ ଜାକିର ନାଏକ ତାଙ୍କର ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ପାଇଁ ମଙ୍ଗଳବାର କ୍ଷମା ମାଗିଛନ୍ତି। ତେବେ ସେ ଜାତିବାଦୀ ନୁହନ୍ତି ବୋଲି କହିଛନ୍ତି। ସମାଲୋଚକମାନେ ତାଙ୍କ ମନ୍ତବ୍ୟର ଭୁଲ୍‌ ତଥ୍ୟ ଉପସ୍ଥାପନ କରିଛନ୍ତି।…

ହତ୍ୟା ଉଦ୍ୟମ ମାମଲା: ଛୋଟା ରାଜନ୍‌ଙ୍କୁ ୮ ବର୍ଷ ଜେଲ୍‌

ମୁମ୍ବାଇ,୨୧ା୮(ପି.ଟି.): ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍‌ ଓ ଅନ୍ୟ ୫ ଜଣଙ୍କୁ ୮ ବର୍ଷ ଜେଲ୍‌ଦଣ୍ଡ ମିଳିଛି। ୨୦୧୨ରେ ଏହି ଗ୍ୟାଙ୍ଗଷ୍ଟର ଏକ ହୋଟେଲ୍‌ର ମାଲିକଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ମାମଲା ଦାଏର ହୋଇଥିଲା। ସ୍ବତନ୍ତ୍ର…

ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ କୃଷି ବିଭାଗର ପ୍ରସ୍ତୁତି: ମାଓବାଦୀ ପ୍ରବଣ ଅଞ୍ଚଳରେ ଧାଡ଼ିରୁଆ ପାଇଁ ପଦକ୍ଷେପ

ଲାଞ୍ଜିଗଡ଼,୨୧।୮(ଡି.ଏନ.ଏ.)-ଚଳିତବର୍ଷ ଖରିଫ ଋତୁରେ ବିଳମ୍ବିତ ବର୍ଷା ଯୋଗୁ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଥିବା ବେଳେ ବୁଣାବୁଣି, ରୁଆରୁଇ ମଧ୍ୟ ପଛେଇଯାଇଛି । ବିଳମ୍ବରେ ବର୍ଷା ଯୋଗୁ ଚାଷୀ ଥଳକୁଳ ପାଉ ନ ଥିବାବେଳେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୃଷି ଓ…

ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ଜାମଟିକ୍ରା, ୨୧।୮ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀ ଆର ଥାନୀୟ ନେତାକର ଉଦାସିନ୍‌ତା ଲାଗି ସରକାରକଁର ଇ ମହତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri