Home

ନୀତି ପ୍ରଶାସକଙ୍କୁ ଭକ୍ତ ନିବାସ କର୍ମଚାରୀ ସଂଘର ଦାବିପତ୍ର: ଶ୍ରମ ଆଇନକୁ ଉଲ୍ଲଂଘନ କରୁଛି ଠିକା ସଂସ୍ଥା

ପୁରୀ ଅଫିସ, ୧୨।୧୦: ବିଭିନ୍ନ ଦାବି ନେଇ ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀମନ୍ଦିର ଭକ୍ତ ନିବାସ କର୍ମଚାରୀ ସଂଘ। ପରେ ମୁଖ୍ୟ ପ୍ରଶାସକଙ୍କ ଉଦ୍ଦେଶ୍ୟରେ ନୀତି ପ୍ରଶାସକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ,…

୧୪ରୁ କାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଲେ ହବିଷିଆଳି

ପୁରୀ ଅଫିସ, ୧୨।୧୦: ଆସନ୍ତା ୧୩ ତାରିଖରେ ଆଶ୍ୱିନ ପୂର୍ଣ୍ଣିମା ବା କୁମାର ପୂର୍ଣ୍ଣିମା। ଏହା ପରଦିନ ଅର୍ଥାତ୍‌ ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ପୂଣ୍ୟ ଭୂମି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର…

ଓଟିଇଟି ପ୍ରଶ୍ନପତ୍ରରେ ତ୍ରୁଟି ଘଟଣା: ପୁନଃ ମୂଲ୍ୟାୟନ ଅର୍ଥ କମ୍‌ ପାଇଁ ଦାବି

କଟକ ଅଫିସ, ୧୨।୧୦: ପ୍ରଶ୍ନପତ୍ର ତ୍ରୁଟି ଲାଗି ୨୦୧୮ରେ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାତିଲ କରି ଦିଆଯାଇଥିଲା। ସେହିପରି ଚଳିତବର୍ଷ ଜାନୁଆରୀରେ ଏହି ପରୀକ୍ଷା ହେବାକୁ ଥିଲା। ମାତ୍ର ଏହି ପରୀକ୍ଷା ଗତ ଅଗଷ୍ଟ…

ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ: ଯୁବ ସମାଜ ପାଇଁ ସଂଗ୍ରାମୀଙ୍କ ଇତିହାସ ହିଁ ଆଦର୍ଶ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ ବାଜି ରାଉତଙ୍କ ସଂଗ୍ରାମୀ ଇତିହାସ ଛାତ୍ର ଓ ଯୁବସମାଜ ପାଇଁ ଆଦର୍ଶ। ଇଂରେଜ ସୈନିକଙ୍କ ଗୁଳିଗୋଳାକୁ ଭୟ ନ କରି ସ୍ବାଭିମାନ ପାଇଁ ପେଟପାଟଣାକୁ ଭୁଲିଯାଇ ପ୍ରଜାମଣ୍ଡଳର ସୈନିକ ଭାବେ ଢେଙ୍କାନାଳ…

ଆଇଆର୍‌ଏସ୍‌ ଅଫିସରଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ଜାଲ୍‌ କାଗଜପତ୍ର ଦେଇ ୟୁପିଏସ୍‌ସି ପରୀକ୍ଷାରେ ପାସ୍‌ କରିଥିବା ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଜଣେ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସୀମାଶୁଳ୍କ ଓ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଅଫିସର ଥିବା ୨୦୦୭ ବ୍ୟାଚ୍‌ର ଆଇଆର୍‌ଏସ୍‌ ନବନୀତ କୁମାର…

‘ରଙ୍ଗବତୀ’ରେ ‘ଡାଲ୍‌ଖାଇ’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶୀ ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶୁକ୍ରବାର ଭଞ୍ଜକଳାମଣ୍ଡପରେ ପଶ୍ଚିମ ଓଡ଼ିଶା ଲୋକନୃତ୍ୟ ଓ ସଙ୍ଗୀତ ଉତ୍ସବ ‘ରଙ୍ଗବତୀ’ ଉଦ୍‌ଘାଟିତ ହୋଇଯାଇଛି। ୨ଦିନ ଧରି ଚାଲିବାକୁ ଥିବା କାର୍ଯ୍ୟକ୍ରମର…

ଗଞ୍ଜେଇ ବୋଝେଇ ହାଇଓ୍ବା ଜବତ: ଡ୍ରାଇଭର ଅଟକ

ବଲାଙ୍ଗୀର ଅଫିସ,୧୨।୧୦: ବଲାଙ୍ଗୀରର ସହର ଉପକଣ୍ଠରେ ଏକ ଗଞ୍ଜେଇ ବୋଝେଇ ହାଇଓ୍ବାକୁ ଶୁକ୍ରବାର ବିଳମ୍ବିତ ରାତିରେ ଜବତ କରିଛି ଟାଉନ ଥାନା ପୋଲିସ। ଏଥିସହ ଡ୍ରାଇଭରକୁ ମଧ୍ୟ ଅଟକ ରଖାଯାଇଛି। ସୂଚନାଯୋଗ୍ୟ, ଏହି ଗାଡ଼ିଟି ଦେଓଗାଁରୁ ବଲାଙ୍ଗୀର ସହର ଆଡ଼କୁ ଆସୁଥିଲା।…

ଚଣ୍ଡିପ୍ରସାଦ ଭଟ୍ଟଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ସଂହତି ପୁରସ୍କାର

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ଚଣ୍ଡିପ୍ରସାଦ ଭଟ୍ଟଙ୍କୁ ୨୦୧୭ ଓ ୨୦୧୮ ବର୍ଷ ଲାଗି ଇନ୍ଦିରା ଗାନ୍ଧୀ ଜାତୀୟ ସଂହତି ପୁରସ୍କାର ଲାଗି ମନୋନୀତ କରାଯାଇଛି। ଅକ୍ଟୋବର ୩୧ରେ ଜବାହର ଭବନରେ ଏକ କାର୍ଯ୍ୟକ୍ରମରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ…

ଏଲ୍‌ଓସିରେ ଯବାନ ଶହୀଦ

ଜମ୍ମୁ,୧୨ା୧୦(ପି.ଟି.): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ପାକିସ୍ତାନ ଶୁକ୍ରବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଯବାନ ଶହୀଦ ଓ ଦୁଇ ଆହତ ହୋଇଛନ୍ତି। ରାଜୌରି ଜିଲା ନୌସେରା ସେକ୍ଟରରେ ପାକିସ୍ତାନୀ ସେନା ଭୋର ୫ଟା ୩୦ରୁ ୨ ଘଣ୍ଟା…

ଅର୍ଥନୀତିରେ ଚାଇନାଠାରୁ ବହୁ ପଛରେ ଭାରତ

ନୂଆଦିଲ୍ଲୀ,୧୨ା୧୦: ଭାରତ ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଶନିବାର ଆଞ୍ଚଳିକ ରାଜନୀତିଠାରୁ ଆରମ୍ଭ କରି ବାଣିଜ୍ୟ ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାକୁ ଯାଉଥିଲାବେଳେ ଦୁଇଦେଶର ଅର୍ଥନୀତି ଓ ବିଗତ ବର୍ଷର…

ପିଓକେ ଶିବିରରେ ୫୦୦ ଆତଙ୍କବାଦୀ

ଜମ୍ମୁ,୧୨ା୧୦(ପି.ଟି.): ପାକ୍‌-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ତାଲିମ ଶିବିରଗୁଡ଼ିକରେ ପ୍ରାୟ ୫୦୦ ଆତଙ୍କବାଦୀ ଅଛନ୍ତି। ସେମାନେ ଏଲ୍‌ଓସି ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ସୁଯୋଗ ଖୋଜୁଛନ୍ତି ବୋଲି ଶୁକ୍ରବାର ସେନା ପକ୍ଷରୁ କୁହାଯାଇଛି। ନର୍ଦ୍ଦର୍ନ କମାଣ୍ଡ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ରଣବୀର…

୨ ମାସରେ ୬୦୦ ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ,୧୨ା୧୦: ପାକିସ୍ତାନୀ ସେନା ସୀମାରେ ୨ ମାସ ମଧ୍ୟରେ ୬୦୦ରୁ ଊର୍ଦ୍ଧ୍ୱ ଥର ଅସ୍ତ୍ରବିରତି ଉଲ୍ଲଂଘନ କଲାଣି। ସୀମା ସେପଟୁ ଗୁଳିବର୍ଷା ଓ ମୋର୍ଟାର ମାଡ଼ରୁ କ୍ଷାନ୍ତ ରହିବା ପାଇଁ ପାକିସ୍ତାନକୁ ଚେତାଇଦେଇଛି ଭାରତ। ପ୍ରତିପକ୍ଷ ସେନା ସୀମାନ୍ତବାସୀଙ୍କୁ ଟାର୍ଗେଟ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri