ଅର୍ଥନୀତିରେ ଚାଇନାଠାରୁ ବହୁ ପଛରେ ଭାରତ
ନୂଆଦିଲ୍ଲୀ,୧୨ା୧୦: ଭାରତ ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ଜି ଜିନ୍ପିଙ୍ଗ୍ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଶନିବାର ଆଞ୍ଚଳିକ ରାଜନୀତିଠାରୁ ଆରମ୍ଭ କରି ବାଣିଜ୍ୟ ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାକୁ ଯାଉଥିଲାବେଳେ ଦୁଇଦେଶର ଅର୍ଥନୀତି ଓ ବିଗତ ବର୍ଷର…
ପିଓକେ ଶିବିରରେ ୫୦୦ ଆତଙ୍କବାଦୀ
ଜମ୍ମୁ,୧୨ା୧୦(ପି.ଟି.): ପାକ୍-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ତାଲିମ ଶିବିରଗୁଡ଼ିକରେ ପ୍ରାୟ ୫୦୦ ଆତଙ୍କବାଦୀ ଅଛନ୍ତି। ସେମାନେ ଏଲ୍ଓସି ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ ପାଇଁ ସୁଯୋଗ ଖୋଜୁଛନ୍ତି ବୋଲି ଶୁକ୍ରବାର ସେନା ପକ୍ଷରୁ କୁହାଯାଇଛି। ନର୍ଦ୍ଦର୍ନ କମାଣ୍ଡ ମୁଖ୍ୟ ଲ୍ୟୁଟ୍ନାଣ୍ଟ ଜେନେରାଲ ରଣବୀର…
୨ ମାସରେ ୬୦୦ ଅସ୍ତ୍ରବିରତି ଉଲ୍ଲଂଘନ
ନୂଆଦିଲ୍ଲୀ,୧୨ା୧୦: ପାକିସ୍ତାନୀ ସେନା ସୀମାରେ ୨ ମାସ ମଧ୍ୟରେ ୬୦୦ରୁ ଊର୍ଦ୍ଧ୍ୱ ଥର ଅସ୍ତ୍ରବିରତି ଉଲ୍ଲଂଘନ କଲାଣି। ସୀମା ସେପଟୁ ଗୁଳିବର୍ଷା ଓ ମୋର୍ଟାର ମାଡ଼ରୁ କ୍ଷାନ୍ତ ରହିବା ପାଇଁ ପାକିସ୍ତାନକୁ ଚେତାଇଦେଇଛି ଭାରତ। ପ୍ରତିପକ୍ଷ ସେନା ସୀମାନ୍ତବାସୀଙ୍କୁ ଟାର୍ଗେଟ କରିବା…
ସ୍ପା ଆଗରେ ସ୍ବାମୀଙ୍କୁ ପିଟିଲେ ସ୍ତ୍ରୀ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରତିଦିନ ସ୍ବାମୀ ଲୁଚିକରି ସ୍ପାକୁ ମସାଜ ପାଇଁ ଯାଆନ୍ତି। ହେଲେ ଘରେ କେହି ଜାଣିପାରନ୍ତି ନାହିଁ। ଶେଷରେ ଶୁକ୍ରବାର ସ୍ତ୍ରୀଙ୍କ ହାତରେ ଧରା ପଡ଼ିଗଲେ ସ୍ବାମୀ। ଏହାପରେ ସ୍ତ୍ରୀ ସ୍ପା ସେଣ୍ଟର ଆଗରେ ସ୍ବାମୀଙ୍କୁ ନିସ୍ତୁକ ପିଟିବା ସହ ହୋହଲ୍ଲା…
ଚାହିଦା ମେଣ୍ଟାଇପାରୁନି ଚିଲିକା ମାଛ: ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ
ଚିଲିକା, ୧୨।୧୦(ଡି.ଏନ.ଏ.): ଚିଲିକା ଉପରେ ପେଟପାଟଣା ପାଇଁ ନିର୍ଭରଶୀଳ ୨ ଲକ୍ଷ ମତ୍ସ୍ୟଜୀବୀ ଏବେ ଚିନ୍ତାରେ ପଡିଛନ୍ତି। ଚିଲିକାକୁ ଭାତହାଣ୍ଡି ମନେକରି କୌଳିକ ବୃତ୍ତି ଭାବେ ମାଛ ଧରି ମତ୍ସ୍ୟଜୀବୀ ପରିବାର ପ୍ରତିପୋଷଣ କରି ଆସୁଥିଲେ। ଏବେ ଚିଲିକା ମାଛ ଚାହିଦା…
୧୧ ତିବ୍ବତୀୟ ଗିରଫ
ଚେନ୍ନାଇ,୧୨ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍ପିଙ୍ଗ୍ଙ୍କୁ ବିରୋଧ କରି ଚେନ୍ନାଇ ବିମାନ ବନ୍ଦର ଓ ସେ ରହିବାକୁ ଥିବା ଷ୍ଟାର ହୋଟେଲ ବାହାରେ ବିକ୍ଷୋଭ ପ୍ରଦର୍ଶନ ଲାଗି ଉଦ୍ୟମ କରୁଥିବା ୧୧ ଜଣ ତିବ୍ବତୀୟଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ଜିନ୍ପିଙ୍ଗ…
ଆଲେକ୍ସି ଲିଓନୋଭ୍ଙ୍କ ପରଲୋକ
ମସ୍କୋ,୧୨ା୧୦: ୧୯୬୫ରେ ସ୍ପେସ୍ଓ୍ବାକ୍ (ମହାକାଶରେ ପଦଚାରଣ) କରିବାରେ ପ୍ରଥମ ବ୍ୟକ୍ତି ସୋଭିଏଟ୍ ଯୁଗର ମହାକାଶଚାରୀ ଆଲେକ୍ସି ଲିଓନୋଭ୍ଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘଦିନ ହେଲା ସେ ଅସୁସ୍ଥ ଥିଲେ। ତାଙ୍କୁ ଦେଶର ସର୍ବଶ୍ରେଷ୍ଠ ସମ୍ମାନ ‘ହିରୋ…
ପରିଷଦ ଦିଅ, ରାଜ୍ୟ ସଭା ନିଅ
ଭୁବନେଶ୍ୱର,୧୨।୧୦: ଓଡ଼ିଶାରେ ବିଧାନ ପରିଷଦ ଗଠନ କରିବା ସକାଶେ ଶାସକ ବିଜେଡି ସବୁ ପ୍ରକାର ପ୍ରସ୍ତୁତି ଶେଷ କରିସାରିଛି। ଏ ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିସାରିଥିବା ବେଳେ ଗତବର୍ଷ ସେପ୍ଟେମ୍ବର ୬ ତାରିଖରେ ଏ ନେଇ ଏକ ସଂକଳ୍ପ ବିଧାନସଭାରେ…
ନିଲାମ ବନ୍ଦ ପରେ ଲଗାମ ଢିଲା: ବଢୁଛି ବଉଳମାଳ ପଥର ଚୋରା ଚାଲାଣ
ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲର ନରଣଗଡ଼ ଅଞ୍ଚଳରେ ଥିବା ବଉଳମାଳ ପଥର ଖଣିର ନିଲାମ ପ୍ରାୟ ୬ ବର୍ଷ ଧରି ବନ୍ଦ ରହିଛି। ହେଲେ ବେଆଇନ ଖଣି ଖନନକୁ ରୋକା ଯାଇପାରୁନି। କିଛିଦିନ ତଳେ ନୟାଗଡ ଜିଲାର ରଣପୁର ଥାନାର ସାନଗଡ଼ଠାରେ…
ଅଭିଯୁକ୍ତଙ୍କୁ ଗିରଫ କରିବାର ନାଁ ଧରୁନି ପୋଲିସ: ପୀଡିତାଙ୍କ ପରିବାରକୁ ହତ୍ୟା ଧମକ
ବିଞ୍ଝାରପୁର,୧୨।୧୦(ଡି.ଏନ.ଏ): ରାଜ୍ୟ ସରକାର ମୋ ସରକାର ଯୋଜନାର ସଫଳତା ପାଇଁ ଦିନ ରାତି ଏକ କରିଦେଇଛନ୍ତି। ହେଲେ ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ବଳାତ୍କାର ଓ ପ୍ରତାରଣାରେ ଶିକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବା ତ ଦୂରର କଥା, ଓଲଟି ବଳାତ୍କାରୀ…
ଆମ ଗାଁ ଆମ ବିକାଶ ଯୋଜନା ପ୍ରକଳ୍ପ ନିମ୍ନମାନର: ୬ମାସ ପୂରିନି, ଭାଙ୍ଗିଲା ଗାଧୁଆ ତୁଠ
ରସୁଲପୁର,୧୨।୧୦(ଡିଏନଏ): ରସୁଲପୁର ବ୍ଲକର ବଡକଇଁଚି ପଞ୍ଚାୟତରେ ଆମ ଗାଁ ଆମ ବିକାଶ ଯୋଜନାରେ ପୋଖରୀ ପାହାଚ ଓ ଗାଧୁଆ ତୁଠ ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହୋଇଛି। ପରିଣାମ ସ୍ବରୂପ ନିର୍ମାଣ ଶେଷ ହେବାକୁ ୬ମାସ ପୂରିବା ପୂର୍ବରୁ ଭାଙ୍ଗି ଗଳି ପଡିଛି।…
ନରସିଂହ ଚୌଧୁରୀ ସ୍ବୟଂଶାସିତ କଲେଜ: ଖାଲି ପଡ଼ିଛି ୫୦% ଅଧ୍ୟାପକ ପଦବୀ
ଯାଜପୁର ଅଫିସ,୧୨ା୧୦: ଯାଜପୁର ଜିଲାରେ ଉଚ୍ଚଶିକ୍ଷାର ବିକାଶ ପାଇଁ ସ୍ଥାନୀୟ ରାଜନୈତିକ ନେତୃବର୍ଗ ଅନେକ ସମୟରେ ବଡ଼ ବଡ଼ ସ୍ବପ୍ନ ଦେଖାଇ ଚାଲିଛନ୍ତି । ନିକଟରେ ନରସିଂହ ଚୌଧୁରୀ(ଏନ୍ସି) ସ୍ବୟଂଶାସିତ ସରକାରୀ ଡିଗ୍ରୀ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ ଗତ…
Archives


