Home

୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜ୍ୟରେ ପୁଣି ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ…

ହ୍ବାଟ୍ସଆପ୍‌ ସ୍ପାଏଗେଟ୍‌ ଭାଜପା ବିରୋଧରେ କଂଗ୍ରେସର ଅଭିଯୋଗ: ତଦନ୍ତ କରିବେ ୨ ପାର୍ଲାମେଣ୍ଟ କମିଟି

ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ ଶୀର୍ଷ ସରକାରୀ ଅଧିକାରୀଙ୍କଠାରୁ ଏ ସଂକ୍ରାନ୍ତ ତଥ୍ୟ ମାଗିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର…

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର କିଲୋ ପ୍ରତି ୬୦ରୁ ୬୫ ଟଙ୍କାରେ ବିକ୍ରି ହୋଇଛି। ଶନିବାର ଏହା କିଲୋ ପିଛା…

ହାଇକୋର୍ଟରେ ଓକିଲ-ପୋଲିସ ସଂଘର୍ଷ ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍‌ ହଜାରୀ ଜେଲ୍‌ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଏସ୍‌.ପି. ଗର୍ଗ ଏହି ମାମଲାର ତଦନ୍ତ କରିବେ ବୋଲି…

ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା

ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ୫୦ ହଜାର ଟଙ୍କା ସହ ସୁନାଗହଣା…

ବଜାରକୁ ୫୦:୫୦ ବିସ୍କୁଟ ଆସିଛି କି’

ହାଇଦ୍ରାବାଦ,୪ା୧୧: ମହାରାଷ୍ଟ୍ରରେ ୫୦:୫୦ ସୂତ୍ରରେ କ୍ଷମତା ଭାଗବଣ୍ଟା ପାଇଁ ଶିବସେନା ଅଡ଼ିବସିଥିବାବେଳେ ଏହାକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ତଥା ହାଇଦ୍ରାବାଦ ଏମ୍‌ପି ଅସାଦୁଦ୍ଦିନ୍‌ ଓଓ୍ବାଇସି ତାଚ୍ଛଲ୍ୟ କରିଛନ୍ତି। ଲଗାଣ ବର୍ଷା ଯୋଗୁ ଫସଲହାନି ହୋଇଛି। କ୍ଷତିଗ୍ରସ୍ତ ଚାଷୀମାନେ ମୁଣ୍ଡରେ ହାତ ଦେଇ…

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୪ା୧୧(ପି.ଟି.): ରାଜଧାନୀ ଦିଲ୍ଲୀର ବାୟୁ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ଶନିବାର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୦୭ ଥିଲାବେଳେ ରବିବାର ଏହା ୬୨୫କୁ ବୃଦ୍ଧି ପାଇଛି। ଧୂଳି ଓ ଧୂଆଁର ବହଳ ଆସ୍ତରଣ ଦିଲ୍ଲୀ ଆକାଶକୁ ଆଚ୍ଛାଦିତ କରି ରଖିବା ଫଳରେ…

ଜଜାଙ୍ଗ ରଶ୍ମିରଞ୍ଜନ ହତ୍ୟା ମାମଲା : ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ

ଜଗତ୍‌ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ। ସମ୍ପୃକ୍ତ ଅଭିଯୁକ୍ତ ଚଞ୍ଚକତାପୂର୍ବକ ବାରମ୍ବାର ସ୍ଥାନ ପରିବର୍ତ୍ତନ କରୁଥିବାରୁ ପୋଲିସକୁ ଗିରଫ କରିବାରେ ବିଳମ୍ବ…

ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର ମୁରାରୀପୁର ଗ୍ରାମବାସୀ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଆ ସେତୁ ଉପରେ ମୃତଦେହ…

ପାର୍କର ଭ୍ରମ ସୃଷ୍ଟି କରୁଛି ପୋଖରୀ ହୁଡା : ଗ୍ରାମୀଣ ବିକାଶ ଯୋଜନାରେ ହେଲା ନବୀକରଣ

ନୟାଗଡ଼ ଅଫିସ,୪ା୧୧: ଦିନେ ପରିତ୍ୟକ୍ତ ହୋଇପଡିଥିବା ପୋଖରୀ ଏବେ ପାର୍କର ଭ୍ରମ ସୃଷ୍ଟି କରୁଛି। ପୋଖରୀ ସଫା କରାଯିବା ସହିତ ହୁଡ଼ାରେ ବିଭିନ୍ନ ପ୍ରକାର ଫୁଲ ଓ ଫଳଗଛ ଲଗାଯାଇଛି। ଆବର୍ଜନା ପକାଇବା ପାଇଁ ୫ଟି କୁଣ୍ଡ ରଖାଯାଇଛି। ସେହିଭଳି ଅବସର…

ବାପ୍‌ ଆରପାରେ: ଦୁଇ ପୁଓର ଭବିଷତ୍‌ ଚିନ୍‌ତାରେ ମା’

କୋମନା, ୪।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ହାଟପଦା ପଡ଼ାର ବିଧବା ଶାନ୍ତି ରଣା(୨୦)। ଆପ୍‌ନେ ଆରପାରକେ ଚାଲିଗଲା ଉତାରୁ ଦୁଇ ଛୁଆକର ଦେଖ୍‌ଭାଲ, ଭବିଷତ୍‌ ଚିନ୍‌ତାରେ ସେ ଭାଂଗି ପଡ଼ିଛନ୍‌। ଏନ୍‌ତାଥି ସେ ସରକାରୀ ସାହାଯ୍‌ ଲାଗି ପରଶାସନକେ…

ଭାରତ ବିପକ୍ଷରେ ବାଂଲାଦେଶ ପ୍ରଥମ ଟି୨୦ ବିଜୟ

ନୂଆଦିଲ୍ଲୀ,୪।୧୧(ପି.ଟି.)- ଭାରତ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶ ୩ଟି ବଲ୍‌ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?