ଘର ପଛ ଅଣ୍ଡରଗ୍ରାଉଣ୍ଡ୍ ସିକ୍ରେଟ୍ ଚାମ୍ବରରୁ ଚାଲିଥିଲା କଫ୍ ସିରପ୍ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର
ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍ ବଡ଼ମାଳ ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ କଫ୍ ସିରପ୍ ସହ ପ୍ରଚୁର ନଗଦ…
ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା
ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି ସଭାଗୃହରେ ବୁଧବାର ବ୍ଲକସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏଥିରେ ସୋସିଆଲ ଓ୍ବାର୍କର୍ସ ଆସୋସିଏଶନ…
KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍କା…
ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ ଲୋକପ୍ରିୟ କୁଇଜ୍ ଶୋ’ ‘କୌନ ବନେଗା କରୋଡ଼ପତି’ର ହୋଷ୍ଟ ଭାବେ ସେ କୋଟି…
ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ
ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ ଗ୍ରହଣ କରିଛି ଗଞ୍ଜାମ ଥାନା ପୋଲିସ l ଏଥିପାଇଁ ଗଞ୍ଜାମ ଥାନା ପୋଲିସ…
କଳାହାଣ୍ଡିରେ ନୂଆ ଡିଆଇପିଆର୍ଓଙ୍କ ଯୋଗଦାନ
ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଡିଆଇପିଆର୍ଓ ତଥା ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁରଙ୍କ ଠାରୁ…
ରାସ୍ତାତଳକୁ ଖସିଲା ବସ୍, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…
ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…
ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ
ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ଦୁଇ ଜଣ ମିସ୍ତ୍ରୀଙ୍କ ସହ ଜଣେ ଦିନ ମଜୁରିଆଙ୍କ…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ
କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ…
ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…
ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ ଅଟକ ରଖିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା ନମ୍ବର ୨୪୦/୨୬ ରୁଜୁ ହୋଇଛି।…
ଘର ଆଗରୁ ବାଇକ୍ ଚୋରି କରି ନେଇଗଲେ ଦୁର୍ବୃତ୍ତ
ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍ରୋଡ୍ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍କୁ ଚୋରି କରି ନେଇଯାଇଥିବା ଜଣାପଡ଼ିଛି। ମଙ୍ଗଳବାର ଅପରାହ୍ନରେ ମୁନା ଘର ସମ୍ମୁଖରେ ତାଙ୍କ ଲାଲ ରଙ୍ଗର…
ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର
ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ଅଛନ୍ତି। କାରିଗରମାନେ ମୂର୍ତ୍ତି ଗଢିବା ପାଇଁ ନଡ଼ା ଉପରେ ମାଟି ପ୍ରଲେପ…
ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି
ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛ। ଉପଜିଲାପାଳ ସୁନିଲ ମେହେର ପ୍ରତିବାଦ ସ୍ଥଲକୁ ଆସି…

