ବିଏସ୍ଏନ୍ଏଲ୍-ଏମ୍ଟିଏନ୍ଏଲ୍ କର୍ମଚାରୀଙ୍କ ଧର୍ମଘଟ ଚେତାବନୀ
ନୂଆଦିଲ୍ଲୀ,୧୧-୧୦: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏବଂ ମହାନଗର ଟେଲିକମ୍ ନିଗମ(ଏମ୍ଟିଏନ୍ଏଲ୍)ର କର୍ମଚାରୀ ସଂଘ ପକ୍ଷରୁ ଦିପାବଳୀ ପରେ ଦେଶବ୍ୟାପି ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। କର୍ମଚାରୀଙ୍କୁ ଅଗଷ୍ଟ ଏବଂ ସେପ୍ଟେମ୍ବର ମାସ ଦରମା ମିଳି ନ ଥିବାରୁ ସେମାନେ ଅସନ୍ତୋଷ…
ଫର୍ଟିସର ପୂର୍ବ ପ୍ରମୋଟର ଶିବିନ୍ଦର ସିଂ ଗିରଫ
ନୂଆଦିଲ୍ଲୀ,୧୧-୧୦: ଫର୍ଟିସ ହେଲ୍ଥ୍ କେୟାରର ପୂର୍ବତନ ପ୍ରମୋଟର ଶିବିନ୍ଦର ସିଂଙ୍କୁ ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖା ଗୁରୁବାର ଗିରଫ କରିଛି। ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଶିବିନ୍ଦରଙ୍କ ସମେତ ଅନ୍ୟ ତିନି ଜଣ ଗିରଫ ହୋଇଥିବା ପୋଲିସ ପକ୍ଷରୁ…
ସୁଧହାର କମାଇଲେ ୬ ବ୍ୟାଙ୍କ
ନୂଆଦିଲ୍ଲୀ,୧୧-୧୦: ଦେଶର ୬ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସେମାନଙ୍କ ସୁଧହାରକୁ ୦.୨୫% ହ୍ରାସ କରିଛନ୍ତି। ଏହା ମଧ୍ୟରେ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମେତ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍ କମର୍ସ, ବ୍ୟାଙ୍କ ଅଫ ମହରାଷ୍ଟ୍ର ଭଳି ବ୍ୟାଙ୍କ ରହିଛନ୍ତି। ନିକଟରେ ରିଜର୍ଭ ବ୍ୟାଙ୍କ ଏହାର…
୧୫୦ ଟ୍ରେନର ଘରୋଇକରଣ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ,୧୧-୧୦: ରେଲଓ୍ବେ ପକ୍ଷରୁ ୧୫୦ ଟ୍ରେନର ଘରୋଇକରଣ ନେଇ ଯୋଜନା ରଖାଯାଇଛି। ଏହାବାଦ ଦେଶର ୫୦ ରେଳ ଷ୍ଟେଶନକୁ ବିଶ୍ୱ ସ୍ତରୀୟ କରି ଗଢି ତୋଳିବା ଲାଗି ରେଳ ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଛି। ଏହି ଧାରାକୁ ଆଗେଇ ନେବା ପାଇଁ ଏକ…
ତୈଳ ଯୋଗାଣ ନ କରିବାକୁ ଏୟାର ଇଣ୍ଡିଆକୁ ଓଏମ୍ସିର ଚେତାବନୀ
ନୂଆଦିଲ୍ଲୀ,୧୧-୧୦: କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆକୁ ତେଲ ଯୋଗାଣ ବନ୍ଦ କରିବା ନେଇ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ(ଓଏମ୍ସି)ଗୁଡିକ ପୁଣି ଚେତାବନୀ ଦେଇଛନ୍ତି। ମାସିକ ଭିତ୍ତିରେ ଦେୟ ପ୍ରଦାନ କରିବାକୁ ଏୟାର ଇଣ୍ଡିଆକୁ କମ୍ପାନୀଗୁଡିକ କହିଛନ୍ତି। ଏହା ନ ହେଲେ ଅକ୍ଟୋବର…
ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୧-୧୦: ସେପ୍ଟେମ୍ବରରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ୧୨ ମାସର ସର୍ବୋଚ୍ଚ ସ୍ତରରେ ରହିଥିବା ଏକ ସର୍ଭେରୁ ଜଣାପଡିଛି। ମାତ୍ର ଏହା ସତ୍ତ୍ୱେ ରିଜର୍ଭ ବ୍ୟାଙ୍କ ପୁଣି ଥରେ ସୁଧହାର ହ୍ରାସ କରିବାର ସମ୍ଭାବନା ରହିଛି। ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟ ଭିତରେ…
ଆର୍ବିଆଇ ଗଭର୍ନରଙ୍କୁ ସମନ କରିବ ସଂସଦୀୟ କମିଟି
ନୂଆଦିଲ୍ଲୀ,୧୧-୧୦: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଏବଂ ଅର୍ଥ ମନ୍ତ୍ରଣାଳୟ ବରିଷ୍ଠ ଅଧିକାରୀଙ୍କୁ ସଂସଦୀୟ କମିଟି ସମନ କରିବ। ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ସମ୍ପର୍କରେ ପକ୍ଷ ରଖିବାକୁ ଏଭଳି ସମନ ଜାରି ହେବ ବୋଲି ସୂଚନା ରହିଛି। ନୂଆ କରି…
ମାନ୍ଦାବସ୍ଥା ଦୂର ପାଇଁ ବିଭିନ୍ନ କ୍ଷେତ୍ରକୁ ଫୋକସ୍: ସୀତାରାମନ୍
ନୂଆଦିଲ୍ଲୀ,୧୧-୧୦: ଦେଶରେ ଲାଗି ରହିଥିବା ମାନ୍ଦାବସ୍ଥା ବିରୋଧରେ ଲଢିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କ୍ଷେତ୍ରକୁ ନଜରରେ ରଖି ସମାଧାନ ପ୍ରଦାନ ବ୍ୟବସ୍ଥା କରାଯାଉଥିବା ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଅର୍ଥନୈତିକ ମାନ୍ଦାବସ୍ଥାରେ ଦେଶ ଛନ୍ଦି…
ସକାଳୁ ଖାଲି ପେଟରେ ପିଅନ୍ତୁ ଅଦା ଜୁସ୍
ଅଦା ଜୁସ୍ ଶରୀର ପାଇଁ ବେଶ୍ ଲାଭଦାୟକ। ବିଶେଷ କରି ସକାଳୁ ଅଦା ଜୁସ୍ ପିଇଲେ ଅନେକ ଲାଭ ମିଳିଥାଏ। ଅଦା ଜୁସ୍ରେ ଥିବା ଅନେକ ଉପକାରିତ ସମ୍ପର୍କରେ ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ସକାଳୁ ଖାଲି ପେଟରେ ଅଦା ଜୁସ୍ ପିଇଲେ…
ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଆଳୁ ରସ
ଆଜିକାଲି ଅନେକ ଲୋକଙ୍କଠାରେ ଆଣ୍ଠୁଗଣ୍ଠି ରୋଗ ସମସ୍ୟା ଦେଖାଯାଉଛି। ଯେପରି କ୍ରମେ କ୍ରମେ ଏ ରୋଗ ବଢ଼ିଚାଲେ, ମଣିଷ ପକ୍ଷେ ଚାଲିବା ବୁଲିବା କଷ୍ଟକର ହୋଇପଡ଼େ। ଗଣ୍ଠି ରୋଗର ସବୁଠୁ ଅଧିକ ପ୍ରଭାବ ଆଣ୍ଠୁ, ଅଣ୍ଟା, ମେରୁଦଣ୍ଡ ଉପରେ ପଡ଼ିଥାଏ। ଏହାଛଡ଼ା…
ପବନରେ ଝୁଲୁଛି ଏହି ମନ୍ଦିର
ଚାଇନାରେ ଦୀର୍ଘ ୧୫ଶହ ବର୍ଷ ହେବ ଏକ ମନ୍ଦିର ପବନରେ ଝୁଲୁଥିବା କୁହାଯାଏ। ଚାଇନାର ଏହା ଏକମାତ୍ର ମନ୍ଦିର ଯାହା ଦୀର୍ଘ ବର୍ଷ ହେଲା ପବନରେ ଝୁଲୁଥିବା ଲୋକେ କୁହନ୍ତି। ତେବେ ଏହି ମନ୍ଦିର, ବୁଦ୍ଧ, ତାଓ ଓ କନଫୁସିୟସ୍ ଏହି…
ବିଜୟ ହଜାରେ ଟ୍ରଫି: ଦିଲ୍ଲୀଠାରୁ ହାରିଲା ଓଡ଼ିଶା
କଟକ ଅଫିସ,୧୦ା୧୦- ଭଦୋଦରାର ଜିଏସ୍ଏଫ୍ସି କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚ୍ରେ ଓଡ଼ିଶା ୬୩ ରନରେ ଦିଲ୍ଲୀଠାରୁ ପରାସ୍ତ ହୋଇଛି। ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ଏକମାତ୍ର ଖେଳାଳି ଭାବେ ସଂଘର୍ଷପୂର୍ଣ୍ଣ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ବେଳେ…
Archives


