Home

ମୋଦିଙ୍କ ଜନ୍ମଦିନକୁ ନେଇ ଆରମ୍ଭ ହେଲା ‘ସେବା ସପ୍ତାହ’: ଏମ୍ସରୁ ସେବା ଆରମ୍ଭ କଲେ ଶାହ

ନୂଆଦିଲ୍ଲୀ,୧୪।୯: ଚଳିତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଅବସରରେ ଭାଜପା ପକ୍ଷରୁ ‘ସେବା ସପ୍ତାହ’ ପାଳନ କରାଯାଉଛି। ଶନିବାର ଏହା ଆରମ୍ଭ କରାଯାଇଥିବା ବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସକାଳୁ ସକାଳୁ ଦିଲ୍ଲୀ ସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟଚ୍ୟୁଟ ଅଫ୍‌ ମେଡିକାଲ…

ବନବିଭାଗର ମିଳିତ ଚଢ଼ାଉ: ୪୦ ହଜାର ଟଙ୍କାର ଶାଳ କାଠ ଜବତ, ୨ ଗିରଫ

କେନ୍ଦୁଝର, ୧୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟ ପ୍ରାଣୀ ବନଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ସେକ୍ସନ ହାତୀକୁଚା ଗ୍ରାମରେ ବନବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି। ୨ଜଣ କାଠ ମାଫିଆଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୪୦ ହଜାର…

ଏଏସ୍‌ଆଇର ସୁରକ୍ଷିତ ବଳୟରେ ନିର୍ମାଣ କଟକଣା ବଢିଲା: ଫୋକସ୍‌ରେ ରାଜାରାଣୀ, ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧୪ା୯ (ଡି.ଏନ.ଏ.): ମନ୍ଦିର ମାଳିନୀ ଏକାମ୍ରକ୍ଷେତ୍ର ସରକାରୀ ଉଦାସୀନତା ଓ ଜବରଦଖଲକାରୀଙ୍କ ଦୌରାମ୍ୟରୁ ନିଜକୁ ରକ୍ଷା କରିପାରିନାହିଁ। ଏହିକ୍ରମରେ ଶୁକ୍ରବାର ଶିଶୁପାଳଗଡ଼ ରାମପାଟ୍‌ ହୋଇଯିବ ନିଶ୍ଚିହ୍ନ ଶୀର୍ଷକ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ…

ଭୁବନେଶ୍ୱରର ପ୍ରତି ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଭୁବନେଶ୍ୱରର ଘରେ ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଯୋଜନାଟି ମୁଖ୍ୟତଃ ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀଙ୍କୁ ଚିହ୍ନଟ କରିବାକୁ କରାଯାଇଥିବାବେଳେ ଏଥିରେ ଭୁବନେଶ୍ୱରରେ ବସବାସ କରୁଥିବା ଲୋକସଂଖ୍ୟାର…

ହାଜିପୁର ସେକ୍ଟରରେ ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି। ଆଉ ଏହି ନିହତ ସେନାଙ୍କ ମୃତ ଶରୀରକୁ ପାକ୍‌ ସେନା ଧଳା ପତାକା…

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର ବିଭିନ୍ନ ସ୍ଥାନ ବୁଲି ଦେଖିବା ପରେ ଗଣମାଧ୍ୟମକୁ ମନ୍ଦିର ଶତପ୍ରତିଶତ ସୁରକ୍ଷିତ ଥିବା କହିବା…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହାକୁ…

୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ଲୋ-କ୍ୟାଲୋରିରୁ ହାଡ଼ ଦୁର୍ବଳ

ଓ୍ବାଶିଂଟନ, ୧୪ା୯: ଓଜନ ବଢ଼ିବାକୁ ନେଇ ଏବେ ସବୁଠି ଚିନ୍ତା। ବ୍ୟାୟାମ କରିବା ଆଉ ତା’ ସାଙ୍ଗକୁ କମ୍‌ କ୍ୟାଲୋରୀ ଯୁକ୍ତ ଖାଦ୍ୟ ଖାଇବା ଅଭ୍ୟାସ ହୁଏତ ଜଣକୁ ଘାତକ ବ୍ୟାଧିରେ ପକାଇ ଦେଇପାରେ। ବୋନ୍‌ ଆଣ୍ଡ ମିନେରାଲ ରିସର୍ଚ୍ଚ ଜର୍ନାଲ…

ଚା ପିଇଲେ ସୁସ୍ଥ ରହିବ ମସ୍ତିଷ୍କ

ସିଙ୍ଗାପୁର: ଆପଣ ଚା’ ପିଅନ୍ତି କି? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର। ଏକ ସର୍ଭେରୁ ଜଣାପଡ଼ିଛି ଯେ, ପ୍ରତ୍ୟେକ ଦିନ ଚା’ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ଚା’ ନ ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ତୁଳନାରେ ଅଧିକ ସୁସ୍ଥ ଓ…

ଏନ୍‌ଆର୍‌ସି ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ପାଇଁ ନିର୍ମାଣ ହେଲା ଡିଟେନଶନ ସେଣ୍ଟର

ଗୁଆହାଟି,୧୪।୯: ଆସାମର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜନ(ଏନ୍‌ଆର୍‌ସି) ତାଲିକାରୁ ପ୍ରାୟ ୧୯ ଲକ୍ଷ ଲୋକଙ୍କୁ ବାଦ୍‌ ଦିଆଯାଇଛି। ହେଲେ ଏମାନଙ୍କୁ ତୁରନ୍ତ ବିଦେଶୀ ଘୋଷିତ ନ କରାଯାଇ ଏଥିପାଇଁ କିଛି ସମୟ ଦିଆଯାଇଛି। ହେଲେ ଏହାପରେ ଯେଉଁମାନଙ୍କୁ ବିଦେଶୀ ଘୋଷଣା କରାଯିବ…

ନୂଆ ନିୟମ ମାନିବାକୁ କୁନ୍ଥୁକୁନ୍ଥୁ: ରାଜ୍ୟରେ ବଢ଼ିଚାଲିଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସେପ୍ଟେମ୍ବର ୧ ତାରିଖରୁ ସମଗ୍ର ଦେଶରେ ମୋଟର ଯାନ(ସଂଶୋଧିତ) ଆଇନ-୨୦୧୯ ଲାଗୁ କରାଯାଇଛି। ବେଆଇନଗାଡ଼ି ଚାଳକଙ୍କ ଉପରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ। ଜରିମାନା ରାଶି ବହୁଗୁଣା ବୃଦ୍ଧି କରି ସଡ଼କ ଦୁର୍ଘଟଣାକୁ ରୋକିବାକୁ କେନ୍ଦ୍ର ସରକାର ଯେଉଁ ପ୍ରୟାସ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri