ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ: ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଷଡ଼ଯନ୍ତ୍ର ରଚିଛି ପାକିସ୍ତାନ
ଶ୍ରୀନଗର,୧୮।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ ଜାରି ହୋଇଛି। ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ବାହାନାରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଆଇଏସ୍ଆଇର ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ବୋଲି…
ପୁଣି ପାକିସ୍ତାନକୁ ଟାର୍ଗେଟ କଲେ ରାଜନାଥ
ପଞ୍ଚକୁଲା,୧୮।୮: ହରିୟାଣାର ପଞ୍ଚକୁଲାଠାରେ ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଜନସଭାକୁ ଉଦ୍ବୋଧନ ଦେବା ଅବସରରେ ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ଯେଉଁଭଳି ବ୍ୟବହାର କରୁଛି ତା’ର ଜବାବ ରଖିଛନ୍ତି ରାଜନାଥ।…
ଗାଁର ପ୍ରତିଘରେ ଅଛନ୍ତି ଯବାନ: ଶିବାଜୀଙ୍କ ଶାସନ କାଳରୁ ସେନାରେ ଯୋଗଦେବା ରହିଛି ପରମ୍ପରା
ମୁମ୍ବାଇ,୧୮।୮: ମହାରାଷ୍ଟ୍ରର ସାତାରା ଜିଲାରେ ରହିଥିବା ଏକ ଗାଁରେ ପ୍ରତିଘରୁ କେହି ନା କେହି ଜଣେ ଭାରତୀୟ ସେନାରେ ଅଥବା ବିଏସ୍ଏଫ୍ରେ ଯୋଗଦେଇଛନ୍ତି। ଏହି ଗାଁ ହେଉଛି ମିଲିଟ୍ରି ଆପଶିଙ୍ଗେ। ଏହାର ନାମ ପୂର୍ବରୁ କେବଳ ଆପଶିଙ୍ଗେ ଥିଲା। ପ୍ରଥମ ବିଶ୍ୱଯୁଦ୍ଧରେ…
ଆର୍ଥିକ କଟକଣାରୁ ରକ୍ଷା ପାଇବା ପାଇଁ ଆତଙ୍କବାଦୀଙ୍କୁ ଗିରଫ ନାଟକ କରୁଛି ପାକିସ୍ତାନ
ଇସଲାମାବାଦ୍, ୧୮।୮: ଆମେରିକା ପକ୍ଷରୁ ପାକିସ୍ତାନ ଉପରେ ଆର୍ଥିକ କଟକଣା ଜାରି କରାଯାଇଛି। ଏଥିରୁ ମୁକ୍ତି ପାଇବା ଲାଗି ପାକିସ୍ତାନ ଆତଙ୍କବାଦୀଙ୍କୁ ଗିରଫ କରିବା ନାଟକ କରୁଛି। ଆତଙ୍କବାଦୀଙ୍କୁ ଗିରଫ କରାଯାଇ ସେମାନଙ୍କ ବିରୋଧରେ ଛୋଟ ଛୋଟ ମାମଲା ରୁଜୁ କରାଯାଉଛି।…
‘କୁଛ୍ କୁଛ୍ ହୋତା ହୈ’ ରିମେକ୍ ହେଲେ ନଜର ଆସିବେ ଏହି ଅଭିନେତ୍ରୀ, ଅଭିନେତା
ବଲିଉଡ୍ରେ ଏମିତି କିଛି ଫିଲ୍ମ ଅଛି, ଯାହା ସବୁ ସମୟରେ ଦର୍ଶକଙ୍କ ହୃଦୟରେ ରାଜ୍ କରୁଛି। ଏମିତି ଏକ ଲୋକପ୍ରିୟ ଫିଲ୍ମ ହେଉଛି ‘କୁଛ୍ କୁଛ୍ ହୋତା ହୈ’। କରଣ ଜୋହରଙ୍କ ନିର୍ଦ୍ଦେଶନାରେ ୧୯୯୮ରେ ରିଲିଜ ହୋଇଥିବା ଏହି ଫିଲ୍ମରେ ରାଣୀ…
ଅଲିମ୍ପିକ ହକି ଟେଷ୍ଟ ଇଭେଣ୍ଟ : ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ୍ ଡ୍ର ରଖିଲେ ଭାରତୀୟ ମହିଳା
ଟୋକିଓ,୧୮।୮(ପି.ଟି.): ଏଠାରେ ଆରମ୍ଭ ହୋଇଥିବା ଅଲିମ୍ପିକ୍ ହକି ଟେଷ୍ଟ ଇଭେଣ୍ଟର ଏକ ରାଉଣ୍ଡ- ରବିନ ଲିଗ୍ ମ୍ୟାଚ୍ରେ ଭାରତୀୟ ମହିଳା ଦଳ ଦମ୍ଦାର ଖେଳ ପ୍ରଦର୍ଶନ କରି ଶକ୍ତିଶାଳୀ ଅଷ୍ଟ୍ରେଲିଆ ବିପକ୍ଷରେ ୨-୨ ଗୋଲରେ ମ୍ୟାଚ୍ ଡ୍ର’ ରଖିଛି। ରବିବାର ଅନୁଷ୍ଠିତ…
କେମିତି ସମୟ କାଟୁଛନ୍ତି ମୁଫତି, ଅବଦୁଲ୍ଲା
ଶ୍ରୀନଗର,୧୮।୮: ପାଖାପାଖି ୧୨ ଦିନ ହେବ ନଜରବନ୍ଦୀ ଅଛନ୍ତି ଜମ୍ମୁ-କଶ୍ମୀରର ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଓ ମେହେବୁବା ମୁଫତି। ହେଲେ ଏବେ ସେମାନେ କେମିତି ସମୟ କାଟୁଛନ୍ତି ତାହା ଜାଣିବା ପାଇଁ କେତେକଙ୍କର ଆଗ୍ରହ ଥିବ। ପ୍ରଥମେ ଉଭୟ…
୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ
କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ ହୋଇଛି। ଭାରତ-ପାକିସ୍ତାନ ମାନଚିତ୍ର ପ୍ରସ୍ତୁତ କରିଥିବା ସାର୍ ରେଡ୍କ୍ଲିଫ୍ଙ୍କ ଭୁଲ୍ ଯୋଗୁ ନଦିଆ ଜିଲାକୁ…
ପ୍ରଥମ ଦରମାରେ ମା’ଙ୍କ ପାଇଁ ଶାଢ଼ି କିଣିଥିଲି: ବିଧାନସଭା ସଚିବ, କବି, ପ୍ରାବନ୍ଧିକ ଦାଶରଥି ଶତପଥୀ
ଜଗତ୍ସିଂହପୁର ଜିଲା ମାଛଗାଁ ଗ୍ରାମପଞ୍ଚାୟତ ଅଧୀନ ସୁକିଦା ଗାଁରେ ମୋର ଜନ୍ମ। ଓଚିନ୍ଦା ଉଚ୍ଚ ବିଦ୍ୟାଳୟରୁ ୧୯୭୭ ମସିହାରେ ଏକାଦଶ ପାସ୍ କରିବା ପରେ ସ୍ବାମୀ ବିବେକାନନ୍ଦ ମେମୋରିଆଲ୍ କଲେଜରେ ଆଇ.ଏସ୍ସି ଓ ପରେ ଇକୋନୋମିକ୍ସ ଅନର୍ସ ରଖି ଗ୍ରାଜୁଏଶନ୍ ସମାପ୍ତ…
ପୁରୁଷପ୍ରଧାନ କ୍ଷେତ୍ରରେ ସଫଳ ମହିଳା ଫଟୋଗ୍ରାଫର
ହାତରେ କ୍ୟାମେରା ଧରି ଏହି ନାରୀମାନେ ବାହାରିଥିଲେ ସମାଜର ନିଚ୍ଛକ ବାସ୍ତବତା, ପ୍ରକୃତିର ସୌନ୍ଦର୍ଯ୍ୟ ଓ ସାମାଜିକ ଜୀବନର ବିଭିନ୍ନ ଘଟଣାବଳୀକୁ ନିଜ କ୍ୟାମେରାରେ ଆବଦ୍ଧ କରିବା ପାଇଁ, ଆଉ ପୁରୁଷପ୍ରଧାନ ଏହି କ୍ଷେତ୍ରରେ ନିଜର ସ୍ବତନ୍ତ୍ର ଛାପ ଛାଡିବା ପାଇଁ।…
ଇଂଲିଶ ନାଁ ଓଡ଼ିଆ ଗାଁ: ସେମିତି କିଛି ଗାଁ ଓ ଗଳି କଥା; ନାମକରଣ ପଛର କାହାଣୀ
ଗ୍ରାମ୍ୟ ସଂସ୍କୃତିକୁ ନେଇ ସମୃଦ୍ଧ ଓଡ଼ିଶାର ସଂସ୍କୃତି । ଆଉ ପ୍ରତ୍ୟେକ ଗାଁର ପରମ୍ପରା ଓ ସଂସ୍କୃତିରେ ରହିଛି ସ୍ବତନ୍ତ୍ରତା। ତେବେ ସବୁଠୁ ଆଶ୍ଚର୍ଯ୍ୟ କରେ ଗାଁର ନାମକରଣ। କାରଣ ପ୍ରତ୍ୟେକ ଗାଁର ନାଁ ପଛରେ ରହିଛି କିଛି କଥା ଓ…
ମା ଛେଉଣ୍ଡ ନବଜାତ ଶିଶୁକନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଲେ ବିଚାରପତି
ଅହମ୍ମଦାବାଦ୍,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଏବେ ସମାଜରେ ଏକ ସଚେତନତା ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ସମ୍ପ୍ରତି ଏହି ଅଭିଯାନରୁ ପ୍ରେରଣା ପାଇ ଗୁଜରାଟର ଜଣେ ଜିଲା ବିକାଶ ଅଧିକାରୀ ଏବଂ ତାଙ୍କ ବିଚାରପତି…
Archives


