କୁଜନେଶୋଭା – କେଜ୍ ଫାଇନାଲ
ସିନ୍ସିନାଟି, ୧୮।୮(ଏଏଫ୍ପି): ସିନ୍ସିନାଟି ଓପନ୍ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ୧୬ତମ ସିଡ ଖେଳାଳି ଆମେରିକାର ମାଡିନ୍ସନ କେଜ୍ ଓ ରୁଷିଆର ଶ୍ୱେତଲାନା କୁଜନେଶୋଭା ପରସ୍ପରକୁ ଭେଟିବେ। ଶନିବାର ଖେଳାଯାଇଥିବା…
ସିନ୍ସିନାଟି ମାଷ୍ଟର୍ସ ଟେନିସ : ସେମିରେ ହାରିଲେ ଜୋକୋଭିଚ୍, ମେଡଭେଡେଭ- ଗଫିନ୍ ଫାଇନାଲ
ସିନସିନାଟି, ୧୮।୮(ଏଏଫ୍ପି): ଏଠାରେ ଚାଲିଥିବା ସିନସିନାଟି ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ବିଶ୍ୱର ୧ ନମ୍ବର ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ରୁଷିଆର ନବମ ସିଡ୍ ଖେଳାଳି ଡାନିଲି ମେଡଭେଡେଭ ୩-୬,…
ଜେଏନ୍ୟୁର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଲେ ଭାଜପା ନେତା
ନୂଆଦିଲ୍ଲୀ,୧୮।୮: ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଭାଜପା ନେତା ହଂସ ରାଜ ହଂସ ବଡ ବୟାନ ଦେଇଛନ୍ତି। ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ)ର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ମୋଦି ସରକାରଙ୍କ…
ଦିନେ ଭୁଟାନର ବୈଜ୍ଞାନିକ ବି ନିର୍ମାଣ କରିବେ ଉପଗ୍ରହ: ମୋଦି
ଥିମ୍ପୁ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନ ଗସ୍ତରେ ଯାଇ ସ୍ଥାନୀୟ ରୟାଲ ୟୁନିଭର୍ସିଟିର ଶିକ୍ଷାର୍ଥୀଙ୍କୁ ଉଦ୍ବୋଧନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଦିନେ ଭୁଟାନର ବୈଜ୍ଞାନିକ ମଧ୍ୟ ଉପଗ୍ରହ ନିର୍ମାଣ କରିବେ। ଭୁଟାନର ଯୁବ ବୈଜ୍ଞାନିକ କ୍ଷୁଦ୍ର ଉପଗ୍ରହ…
ଅଫିସରଙ୍କୁ ଚେତାବନୀ ଦେଇଛନ୍ତି ଗଡ଼କରୀ: ୮ ଦିନରେ କାମ ନ ହେଲେ ଲୋକଙ୍କୁ କହି ଆରମ୍ଭ ହେବ ମାଡ଼
ନୂଆଦିଲ୍ଲୀ,୧୮।୮: କେନ୍ଦ୍ରୀୟ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଆର୍ଏସ୍ଏସ୍ ଦ୍ୱାରା ପରିଚାଳିତ ଲଘୁ ଉଦ୍ୟୋଗ ଭାରତୀର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନୀତୀନ କହିଛନ୍ତି ଯେ, ମୋ ବିଭାଗର ଅଫିସରଙ୍କୁ ଚେତାବନୀ…
ସାପ କାମୁଡା ରୋଗୀଙ୍କୁ ଖଟିଆରେ ବୋହିଲେ ଯବାନ
ବିଜାପୁର,୧୮।୮: ଛତିଶଗଡ଼ ବିଜାପୁରର ପୁସକୁନ୍ତା ଅଞ୍ଚଳରେ ଶନିବାର ଜଣେ ବ୍ୟକ୍ତିଙ୍କୁ ସାପ କାମୁଡିବା ଫଳରେ ସେ ଗୁରୁତର ହୋଇଥିଲେ। ହେଲେ ଗାଁର ରାସ୍ତା ଅବସ୍ଥା ଭଲ ନ ଥିବାରୁ ସେଠାରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ପର ହୋଇ ନ ଥିଲା। ଫଳରେ…
ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ ଏକ ନମ୍ବର ସ୍ଥାନ ଅକ୍ତିଆର କରିଛନ୍ତି। ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା ସର୍ଭେରୁ…
ବିବାହ ଉତ୍ସବ ପାଲଟିଲା ଶ୍ମଶାନ
କାବୁଲ, ୧୮।୮: ଆଫଗାନିସ୍ତାନରେ ଏକ ବିବାହ ଉତ୍ସବରେ ବିସ୍ଫୋରଣ ଘଟି ୬୩ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ଶହେ ୮୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ଉଦ୍ଧାର କାର୍ଯ୍ୟ ଜାରି…
କମୁଛି ସବୁ ନଦୀ ଜଳସ୍ତର, ଆଜି ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା କମିଥିବାରୁ ଏବେ ରାଜ୍ୟରେ ବଡ଼ ବନ୍ୟାର ଭୟ ଟଳିଯାଇଛି। ମହାନଦୀ ସମେତ ପ୍ରାୟ ସମସ୍ତ ନଦୀରେ ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ଡେପୁଟି…
ପାକିସ୍ତାନକୁ ଭାରତର କଡା ଜବାବ
ରାଜୌରି,୧୮।୮:ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ସରକାର ଓ ଏହାର ସେନା ଏକ ପ୍ରକାର ହଡବଡେଇ ଗଲେଣି। ଶନିବାର ଜମ୍ମୁ-କଶ୍ମୀରର ରାଜୌରିରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏବେ ଏହାର କଡା ଜବାବ…
ବିଚ୍ଛିନ୍ନ ହୋଇ ରହିଛି ହିରିମୂଳ ଗାଁ: ଦାଣ୍ଡରେ ଦେଢ ଫୁଟ ପାଣି, ପିଲାଙ୍କ ପାଠପଢ଼ାରେ ଡୋରି
ଖୋର୍ଦ୍ଧା ଅଫିସ,୧୮।୮: ବନ୍ୟାଜଳ ହ୍ରାସ ପାଉଥିବାରୁ ପରିସ୍ଥିତିରେ ସୁଧାର ଆସୁଛି। ତେବେ ଓରବରସିଂ ପଞ୍ଚାୟତର ହିରିମୂଳ ଗାଁ ବିଚ୍ଛିନ୍ନ ହୋଇରହିଛି। ଗାଁ ଦାଣ୍ଡରେ ଦେଢ ଫୁଟ ପାଣି ଜମିିଛି। ଚତୁଃଦିଗ ଜମି ଓ ରାସ୍ତା ଉପରେ ୪ରୁ ୭ ଫୁଟ ପାଣି…
ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି
ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି…
Archives


