Home

ବିହାର ଜେଲ୍‌ରେ ଛଟ୍‌ ପର୍ବର ଆସର

ପାଟନା,୧।୧୧: ବିହାରୀ ସମ୍ପ୍ରଦାୟର ମୁଖ୍ୟ ପର୍ବ କୁହାଯାଉଥିବା ଛଟ୍‌ ପାଇଁ ଏବେଠାରୁ ଗଁାରୁ ସହର ସଜେଇ ହେଲାଣି। ବିହାରର ଗଳି କନ୍ଦି ଠାରୁ ଆରମ୍ଭ କରି ଏଠାକାର ଜେଲ୍‌ରେ ଛଟି ମା’ଙ୍କ ଗୀତ ଗୁଞ୍ଜରି ଉଠିଲାଣି। ଜେଲ୍‌ରେ ଭକ୍ତିମୟ ପରିବେଶ ସୃଷ୍ଟି…

ପ୍ୟାକ୍ସ ଦୁର୍ନୀତି ତଦନ୍ତ ଦାବି: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀଙ୍କ ଅନଶନ

ବରଗଡ଼ ଅଫିସ, ୧।୧୧: ବରଗଡ଼ ଜିଲା ଝାରବନ୍ଧ ଥାନା ଡଭା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ ବିଗତ ବର୍ଷରେ ଧାନ କିଣାବିକାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀମାନେ ବାରମ୍ବାର ପ୍ରଶାସନକୁ ଜଣାଇବା…

କିରଣ ବେଦୀଙ୍କୁ ରାକ୍ଷସ ବୋଲି କହିଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୧।୧୧: ଯେବେଠାରୁ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଭି. ନାରାୟଣସ୍ବାମୀ ଶାସନ ଭାର ଗ୍ରହଣ କଲେଣି ସେବେଠାରୁ ପୁଡୁଚେରୀ ଉପରାଜ୍ୟପାଳ ଥିବା କିରଣ ବେଦୀଙ୍କ ସହ ତାଙ୍କର ତୁତୁମେମେ ଲାଗି ରହିଛି। ଗୁରୁବାର ଲୌହମାନବୀ ତଥା ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା…

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା: ପୁଅକୁ ମାରିଦେଇଥିବା ଅଭିଯୋଗ ଆଣିଲା ପରିବାର

ଚନ୍ଦାହାଣ୍ଡି, ୧।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଫଟକିଗ୍ରାମ ନିକଟସ୍ଥ ଏକ ମହୁଲ ଗଛରେ ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେମାନେ ହେଲେ ଉକ୍ତ ଗ୍ରାମର ନୂର୍ତ୍ତନ ନାୟକ(୨୬) ଓ ପ୍ରେମିକା ସବନମ୍‌ ବେଗମ(୧୯)। ଝିଅଘର ଲୋକେ…

କେବିସି ମଞ୍ଚରେ ‘ଦୌଡ଼ରାଣୀ’: ଆଜି ହଟ୍‌ ସିଟ୍‌ରେ ନଜର ଆସିବେ ଦୂତୀ, ହିମା

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଶୋ’ କୌନ୍‌ ବନେଗା କରୋଡପତି(କେବିସି)ରେ ନଜର ଆସିବେ ଦୌଡ଼ରାଣୀ ଦୂତି ଚାନ୍ଦ ଏବଂ ହିମା ଦାସ। ସୋନି ଚ୍ୟାନେଲର ଆଧିକାରୀକ ଟୁଇଟର ହ୍ୟାଣ୍ଡେଲରେ ଏନେଇ ସୂଚନା ଦିଆଯାଇଛି। ଶୁକ୍ରବାର ପ୍ରସାରିତ ହେବାକୁ ଥିବା କର୍ମବୀର ଏପିସୋଡ୍‌ରେ…

ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଦୁଇ କଂଗ୍ରେସ ପ୍ରାର୍ଥୀ

କୋରାପୁଟ,୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏଣୁ କଂଗ୍ରେସ ପକ୍ଷରୁ ଦୁଇଜଣ ପ୍ରାର୍ଥୀ ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦଶମନ୍ତପୁର ଜୋନ୍‌ ୧ରୁ ନରି ହିକ୍କା ଏବଂ ପଟାଙ୍ଗୀ…

ବନ୍ଦ ଖଣି ଚାଲୁ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ,୧।୧୧: ଅନୁଗୋଳ ଜିଲା ସୋଲଡ଼ା ଗ୍ରାମ ସହ ଖୁରିଙ୍ଗା, ସତ୍ୟବାଦୀପୁର, ନାଥଗାଁ ଓ ତେଲିପୁର ଗ୍ରାମର ଶତାଧିକ ଲୋକ ଜିଲାପାଳ ଓ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ତେବେ ବଳରାମ କୋଇଲା ଖଣି(ସୋଲଡା ପ୍ୟାଚ୍‌) ଚାଲୁ କରିବା ଦାବିରେ ଏହି…

ନଭେମ୍ବର ୫ ପର୍ଯ୍ୟନ୍ତ ବନ୍ଦ ରହିବ ଦିଲ୍ଲୀର ସମସ୍ତ ସ୍କୁଲ

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସାଂଘାତିକ ସ୍ତରକୁ ଚାଲିଯାଇଥିବା ଜଣାପଡିଛି। ଫଳରେ ଦିଲ୍ଲୀବାସୀ ଏବେ ଏକ ପ୍ରକାର ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଶାସନାଧିନ ସରକାର ଆସନ୍ତା ୫…

ପ୍ରେମ ବିବାହକୁ ନା, ଦ୍ୱିତୀୟ ବିବାହକୁ ମିଳିବ ପ୍ରୋତ୍ସାହନ: କର୍ନାଟକ ସରକାର

ବେଙ୍ଗାଲୁରୁ,୨।୧୧: ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱାଧିନ କର୍ନାଟକ ସରକାର ଏବେ ସାମୁହିକ ବିବାହର ଆୟୋଜନ କରିବାକୁ ଯାଉଛନ୍ତି। ଏହା ବର୍ଷକୁ ୨ ଥର ଆୟୋଜନ କରାଯିବ। ହେଲେ ଯେଉଁମାନେ ପ୍ରେମ ବିବାହ କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଏଥିରେ ଗ୍ରହଣ କରାଯିବ ନାହିଁ…

ପ୍ରଦୁଷଣ ପାଇଁ ଦିଲ୍ଲୀରେ ଜରୁରୀ ଘୋଷଣା: ଛଟ୍‌ରେ ଫୁଟାଯିବନି ବାଣ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ-ଏନ୍‌ସିଆରରେ ସୁପ୍ରିମକୋର୍ଟର ଏକ ଖଣ୍ଡପୀଠ ଶୁକବ୍ରାର ଜନସାଧାରଣଙ୍କ ସ୍ବାସ୍ଥ୍ୟଗତ କାରଣକୁ ନଜରରେ ରଖି ଏକ ଜରୁରୀ ଘୋଷଣା କରିଛନ୍ତି। ଏଥିସହ ନଭେମ୍ବର ୫ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କେବଳ ସେତିକି ନୁହେଁ ଛଟ୍‌ ପୂଜାରେ ବାଣ…

ସାଇକେଲ ଚୋରି: ୫ ନାବାଳକ କୋର୍ଟ ଚାଲାଣ

ନିମାପଡ଼ା, ୧।୧୧(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ାର ବିଭିନ୍ନ କୋଚିଙ୍ଗ୍‌ ଓ ଟ୍ୟୁସନ ସେଣ୍ଟର ସମ୍ମୁଖରୁ ମାସକ ମଧ୍ୟରେ ଅନେକ ସାଇକେଲ ଚୋରି ହୋଇଥିବାନେଇ ଗତ ଗୁରୁବାର ଏକାଧିକ ବ୍ୟକ୍ତି ନିମାପଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗୁରୁବାର ରାତିରେ ଅଣ୍ଢିଆ ସାହି…

‘ବ୍ରହ୍ମାସ୍ତ୍ର’ରେ ଶାହାରୁଖ୍‌ଙ୍କ ଏଣ୍ଟ୍ରି

ଦୀର୍ଘଦିନ ଧରି ଶାହାରୁଖ ଖାଁଙ୍କୁ ଫ୍ୟାନ୍‌ମାନେ ସିଲ୍‌ଭର ସ୍କ୍ରିନ୍‌ରେ ଦେଖିନାହାନ୍ତି। ସେ ଶେଷଥର ପାଇଁ ଆନନ୍ଦ ଏଲ୍‌ ରାୟଙ୍କ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ଏହା ପରେ ଶାହାରୁଖ୍‌ ନିର୍ଦ୍ଦେଶକ ଏଟ୍‌ଲିଙ୍କ ସହିତ ଫିଲ୍ମ ‘ସନ୍‌କୀ’ରେ ନଜର ଆସିପାରନ୍ତି ବୋଲି ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?