୧୬୦ ଫୁଟ ଉପରେ ବସି ଖାଇବାର ମଜା
ନୋଏଡା: ପ୍ରତି କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଲୋକମାନଙ୍କୁ କିଛି ନିଆରା କରି ଦେଖାଇବା ପାଇଁ ପ୍ରେରଣା ଯୋଗାଉଛି। ଯେକୌଣସି ବ୍ୟବସାୟ ହେଉନା କାହିଁକି ଗ୍ରାହକଙ୍କୁ ଆକୃଷ୍ଟ କରିବା ସକାଶେ ସମସ୍ତେ ବିଭିନ୍ନ ପ୍ରକାର ଉପାୟ ଆପଣାଉଛନ୍ତି। ରେଷ୍ଟୁରାଣ୍ଟରେ ଉନ୍ନତମାନର ଖାଦ୍ୟ ସାଙ୍ଗକୁ…
ସଲମାନ ଖାନଙ୍କ ଘରେ କ୍ରାଇମବ୍ରାଞ୍ଚ୍ ଚଢାଉ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ
ବଲିଉଡ୍ ଅଭିନେତା ସଲମାନ ଖାନଙ୍କ ଘରେ କ୍ରାଇମବ୍ରାଞ୍ଚ୍ ଚଢାଉ କରିଛି। ସଲମାନଙ୍କ ପରିବାର କୌଣସି ସଦସ୍ୟ ନାଁରେ ଅଭିଯୋଗ ନାହିଁ ବରଂ ୨୦ ବର୍ଷ ହେବ ତାଙ୍କ ବଙ୍ଗଳାର ଦେଖାଶୁଣା କରୁଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସବୁଠୁ ଆଶ୍ଚର୍ଯ୍ୟ…
ଇଣ୍ଡିଆନ୍ ଆଇଡଲ୍ ୧୧ରେ ଓଡିଆ ଝିଅ ଚେଲ୍ସି
ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍ ଆଇଡଲ୍-୧୧ରେ ଚେଲ୍ସି ଭାଗ ନେଇଛନ୍ତି। ଏହି ଶୋ’ର ଏକ ଭିଡିଓରେ ଚେଲ୍ସିଙ୍କ ଝଲକ୍ ଦେଖିବାକୁ ମିଳିଛି। ଏହି ଭିଡିଓରେ ସେ ଇଶକ୍ଜାଦେ…
ବିଶ୍ୱ ମାନସିକତା ଦିବସ : ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବାକୁ ସଚେତନତା ବାର୍ତ୍ତା ପ୍ରଚାର
କଣ୍ଟାପଡ଼ା,୧୦।୧୦(ଡି.ଏନ୍.ଏ.): ମାନସିକସ୍ତରରେ ଦୁର୍ବଳ ହୋଇ ଆତ୍ମହତ୍ୟା ବଢ଼ୁଥିବା ନେଇ ସାରାବିଶ୍ୱ ଚିନ୍ତିତ ହୋଇପଡ଼ିଛି। ଏଥିପାଇଁ ସାଧାରଣ ଲୋକଙ୍କୁ ମାନସିକସ୍ତରରେ ଦୃଢ଼ ହେବା ପାଇଁ ଏକ ସଚେତନତା ଶୋଭାଯାତ୍ରା କଟକ ଜିଲାର ଓଲଟପୁରସ୍ଥିତ ଏସ୍ଭି ନିରତାରରେ ଅନୁଷ୍ଠିତ ହୋଇଯାଇଛି। ନିରତାର ନିର୍ଦ୍ଦେଶକ ଡା.ଶକ୍ତିପ୍ରସାଦ…
ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବାକୁ ସରିଲାଣି ସମସ୍ତ ପ୍ରସ୍ତୁତି
ଚେନ୍ନାଇ,୧୦।୧୦: ଅକ୍ଟୋବର ୧୧-୧୨ରେ ଚାଇନା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସେ ତାମିଲନାଡୁ ଆସିବେ ବୋଲି ଜଣାପଡିଛି। ଚେନ୍ନାଇଠାରେ ଏହି ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ସାକ୍ଷାତ୍କାର କରିବେ। ଏହାକୁ…
ଥାଇ ପାର୍କ ଗଜରାଜଙ୍କ ମୃତ୍ୟୁଯନ୍ତା
ବ୍ୟାଙ୍କକ, ୧୦ା୧୦ : ହାତୀଙ୍କ ସୁରକ୍ଷା ଲାଗି ବିଶ୍ୱବ୍ୟାପୀ ଅନେକ ପଦକ୍ଷେପ ହାତକୁ ନିଆଯାଉଛି। ସେମାନଙ୍କ ରହିବା, ଖାଇବା, ସ୍ବାସ୍ଥ୍ୟାବସ୍ଥା ସହ ମୁକ୍ତ ଭ୍ରମଣ ଓ ସୁରକ୍ଷିତ ଜୀବନଯାପନ ଲାଗି ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତଥାପି…
ଗାଁରେ କଳା ଅଛି: ଚିହ୍ନିବା ଦରକାର
ଗୋଟିଏ ପଟେ ରୋଗୀ ସେବା ଅନ୍ୟପଟେ କଳାରେ ରୁଚି। ବ୍ୟସ୍ତତା ଭିତରେ ଅଭିନୟ, ପୁଣି ତା’ସାଙ୍ଗକୁ ବୃକ୍ଷରୋପଣ। ଏମିତି ‘ଏକରେ ଅନେକ’ ପରିଚୟ ନେଇ ଚାଲିଥିବା ଡା.ନୃପେନ୍ଦ୍ର କୁମାର ଶତପଥୀଙ୍କ ନିଜକଥା ସମ୍ପର୍କରେ … ପିଲାଦିନ କେମିତି କଟିଥିଲା? ପୈତୃକ ଗାଁ…
ଏସ୍ସିବି ମେଡିକାଲରେ ୧୦୧ ଡେଙ୍ଗୁ ରୋଗୀ
କଟକ ଅଫିସ, ୧୦ା୧୦: ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ଲଗାଣ ବର୍ଷା ହେବା ଯୋଗୁ ଡେଙ୍ଗୁ ଭୟଙ୍କର ରୂପ ନେବାରେ ଲାଗିଛି। ବୁଧବାର କଟକ ଏସ୍ସିବିରେ ମୋଟ୍ ୧୦୧ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ…
ମୁକୁଳିବେ ନଜରବନ୍ଦୀ ଥିବା ଜମ୍ମୁ-କଶ୍ମୀରର ୩ ନେତା
ନୂଆଦିଲ୍ଲୀ,୧୦।୧୦: ବିଭିନ୍ନ ସର୍ତ୍ତ ଆଧାରରେ ଜମ୍ମୁ-କଶ୍ମୀରରେ ନଜରବନ୍ଦୀ ଥିବା ୩ ନେତା ଗୁରୁବାର ମୁକୁଳିବେ ବୋଲି ଜଣାପଡିଛି। ବୁଧବାର ଏସମ୍ପର୍କରେ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ ବଣ୍ଡ ସାଇନ୍ କରିବା ପରେ ମୁକୁଳିବେ। ଏହି ୩ ନେତା ହେଲେ ୟଓ୍ବାର…
ଇ- ବିଧାନସଭା: ୪୭ ବିଧାୟକ କିଣିଲେ କମ୍ପ୍ୟୁଟର
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ବିଧାୟକମାନେ ଆଉ କାଗଜପତ୍ର ନୁହେଁ କମ୍ପ୍ୟୁଟର ଜରିଆରେ ସମସ୍ତ ସୂଚନା ପାଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରିବେ। ଏପରି କି ବିଧାନସଭାକୁ ମଧ୍ୟ ଲାପଟପ୍ ଧରି ଆସି ପାରିବେ । ଅନ୍ଲାଇନରେ ସବୁ କିଛି ହେବ। ବିଧାୟକମାନେ ଯାହା କିଛି…
‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ
ମାଲକାନଗିରି,୧୦ା୧୦ (ଡି.ଏନ୍.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍ ଅଧିକାରୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି- ଅର୍ଥ ବିଭାଗ…
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ପୁରୀ ଅଫିସ,୧୦ା୧୦: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଉଛି। ସୁରକ୍ଷା ଦୃଷ୍ଟିକୋଣରୁ ଶ୍ରୀମନ୍ଦିର ଏକ ସମ୍ବେଦନଶୀଳ ଅଞ୍ଚଳ। ଏହା ମଧ୍ୟରେ ଫଟୋ ଉଠାଇବା, ଭିଡିଓ ଉତ୍ତୋଳନ…
Archives


