Home

ରାହୁଲଙ୍କ ଇସ୍ତଫାକୁ ନେଇ ବର୍ଷିଲେ ଖୁର୍ସିଦ: ଆମ ନେତା ଛାଡ଼ି ଚାଲିଗଲେ

ନୂଆଦିଲ୍ଲୀ,୧୦ା୧୦: ଆମକୁ ଆମ ନେତା ଛାଡ଼ି ଚାଲିଗଲେ। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ଫଳରେ ସାଧାରଣ ନିର୍ବାଚନରେ ପରାଜୟର ସମୀକ୍ଷା ହୋଇପାରିଲା ନାହିଁ। ଏଥିଯୋଗୁ ଏବେ ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ଆଶା…

କଟକ ଦେବୀଗଡ଼ା ଲୋକାରଣ୍ୟ

କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା ତିନୋଟି ଅସ୍ଥାୟୀ ପୋଖରୀରେ ମୂର୍ତ୍ତିଗୁଡ଼ିକ ବିସର୍ଜନ କରାଯାଇଛି। ଭସାଣି ଶୋଭାଯାତ୍ରା ଦେଖିବା ପାଇଁ ବହୁସଂଖ୍ୟାରେ…

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ:ଭାରତ ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି

ପୁଣେ,୧୦।୧୦: ପୁଣେର ଏମସିଏ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତ ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ହନୁମା ବିହାରୀଙ୍କ ସ୍ଥାନରେ…

ସଚିବ ସ୍ତରୀୟ ପଦବୀ ଲାଗି ୭୩ ଆଇଏଏସ୍‌ଙ୍କ ତାଲିକାକୁ ଅନୁମୋଦନ

ନୂଆଦିଲ୍ଲୀ,୧୦ା୧୦(ଆଇଏଏନ୍‌ଏସ୍‌): ସଚିବ ଓ ଅତିରିକ୍ତ ସଚିବସ୍ତରୀୟ ପଦବୀରେ ନିଯୁକ୍ତି ଲାଗି ୭୩ ଜଣିଆ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନଙ୍କ ତାଲିକାକୁ କେନ୍ଦ୍ର ସରକାର ବୁଧବାର ଅନୁମୋଦନ କରିଛନ୍ତି। ୭୩ ଜଣଙ୍କ ମଧ୍ୟରୁ ସଚିବ ସ୍ତରୀୟ ପଦବୀ ଲାଗି ୪୧ ଜଣଙ୍କୁ…

ଜୁନ୍‌ରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆସିବ ନୂଆ ବିମାନ

ନୂଆଦିଲ୍ଲୀ,୧୦ା୧୦: ପ୍ରଧାନମନ୍ତ୍ରୀଙ୍କ ପାଇଁ ଦୁଇଟି ନୂଆ ସ୍ବତନ୍ତ୍ର ବିମାନ ଆସନ୍ତାବର୍ଷ ଜୁନ୍‌ରେ ଭାରତ ଆସିବ। ଏହି ବିମାନ ଏୟାର ଇଣ୍ଡିଆ ବଦଳରେ ଇଣ୍ଡିଆନ ଏୟାରଫୋର୍ସ ଅଧୀନରେ ରହିବ ବୋଲି ସାଉଥ୍‌ ବ୍ଲକ୍‌ର ଦୁଇଜଣ ଅଧିକାରୀ ସୂଚନା ଦେଇଛନ୍ତି। ବୋଇଂର ଡଲାସ୍‌ କାରଖାନାରେ…

ମେଲାଣି ନେଲେ ମା’

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଆନନ୍ଦ ଉତ୍ସବର ଅନ୍ତ ଘଟାଇ ବିଦାୟ ନେଇଛନ୍ତି ମା’ ଜଗଜ୍ଜନନୀ। ଆତସବାଜି, ଢୋଲ, ମର୍ଦ୍ଦଳ, ଘଣ୍ଟ, ଘଣ୍ଟି ସହ ନାଚ ଗୀତର ରୋଶଣିରେ ଭକ୍ତମାନେ ମା’ଙ୍କୁ ବିଦାୟ ଦେଇଛନ୍ତି। ମା’ଙ୍କ ମେଲାଣି ସହ ଚଳିତବର୍ଷ ଶାରଦୀୟ ଦୁର୍ଗାପୂଜା ଶେଷ…

ପିଏମ୍‌-କିଷାନରେ ଆଧାର ସଂଯୋଗ ଅବଧି ବଢିଲା

ନୂଆଦିଲ୍ଲୀ,୧୦-୧୦: ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା (ପିଏମ୍‌-କିଷାନ) ଲାଗି ଆଧାର ସଂଯୋଗୀକରଣର ସମୟ ଅବଧିକୁ କେନ୍ଦ୍ର ସରକାର ବୁଧବାର ଆସନ୍ତା ମାସ ୩୦ ଯାଏ ବଢାଇ ଦେଇଛନ୍ତି। ଅର୍ଥାତ ଲୋକମାନେ ଏହି ଯୋଜନା ଲାଗି ନଭେମ୍ବର ମାସ ୩୦ ଯାଏ…

କୁର୍ଦ୍ଦଙ୍କ ଉପରେ ତୁର୍କୀର ଆକ୍ରମଣ

ରାସ୍‌ ଅଲ୍‌-ଅଇନ୍‌,୧୦ା୧୦(ଏଫ୍‌ପି): ଉତ୍ତର ସିରିଆରେ ଥିବା କୁର୍ଦ୍ଦ ଆତଙ୍କବାଦୀମାନଙ୍କ ଆଡ୍ଡାସ୍ଥଳ ଉପରେ ତୁର୍କୀ ପକ୍ଷରୁ ବୁଧବାର ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସୀମାନ୍ତ ଅଞ୍ଚଳଗୁଡିକରେ ତୁର୍କୀ ସେନା ବୋମାମାଡ଼ କରିଛି। ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତାୟିପ୍‌ ଏର୍ଡୋଗାନ୍‌ ଏହି ଆକ୍ରମଣକୁ ‘ଅପରେଶନ…

ଉଇଗର ମୁସ୍‌ଲିମ୍‌ଙ୍କୁ ନିର୍ଯାତନା ଅଭିଯୋଗ: ଚାଇନା ଉପରେ ଆମେରିକାର ଭିଜା କଟକଣା

ଓ୍ବାଶିଂଟନ/ବେଜିଂ,୧୦ା୧୦(ପି.ଟି.): ଜିନ୍‌ଜିଆଙ୍ଗ୍‌ ପ୍ରଦେଶରେ ଉଇଗର ମୁସ୍‌ଲିମ ସମ୍ପ୍ରଦାୟ ସମେତ ସଂଖ୍ୟାଲଘୁଙ୍କ ଉପରେ ବେଜିଂର ଦମନକାରୀ ଅଭିଯାନକୁ ନେଇ କ୍ଷୁବ୍ଧ ଆମେରିକା ଚାଇନା ଉପରେ ଭିଜା କଟକଣା ଜାରି କରିଛି। ଚାଇନା ସରକାର ଓ ଶାସକ କମ୍ୟୁନିଷ୍ଟ ପାର୍ଟିର ଅଧିକାରୀମାନଙ୍କ ବିରୋଧରେ ଏହାର…

ବିଜୟ ହଜାରେ ଟ୍ରଫି: ଶୁଭ୍ରାଂଶୁଙ୍କ ଶତକରେ ଜିତିଲା ଓଡ଼ିଶା

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ଅପରାଜିତ ଶତକ ବଳରେ ଓଡ଼ିଶା ସୋମବାର ଭଦୋଦରାରେ ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚରେ ମହାରାଷ୍ଟ୍ରକୁ ୩ ଉଇକେଟରେ ପରାସ୍ତ କରିଛି। ମହାରାଷ୍ଟ୍ର ପକ୍ଷରୁ ଧାର୍ଯ୍ୟ ୨୬୦…

୨୦୨୪ ନିର୍ବାଚନ ପୂର୍ବରୁ ହଟିବେ ଅନୁପ୍ରବେଶକାରୀ

କୈଠାଲ, ୧୦ା୧୦: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତରେ ରହୁଥିବା ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ହଟାଯିବ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ପ୍ରକାଶ କରିଛନ୍ତି। ହରିୟାଣାର ବୈଠାଲରେ ନିର୍ବାଚନ ରାଲିକୁ ଉଦ୍‌ବୋଧନ ଦେବାବେଳେ ସେ ଏହା କହିଛନ୍ତି। ଦେଶର…

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ପୁଣେ,୧୦।୧୦ (ପି.ଟି.)- ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଗ୍ରାଉଣ୍ଡରେ ଗୁରୁବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ଚଳିତ ଟେଷ୍ଟ ଶୃଙ୍ଖଳାରେ ଭାରତ ଏବେ ସିରିଜ ବିଜୟଠାରୁ ଆଉ ଗୋଟିଏ ପାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri