୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ
କାଳିଆପାଣି,୧୦ା୧୦(ଡି.ଏନ୍.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଅନଶନରେ ଇତିମଧ୍ୟରେ ୪ ଜଣ ଅସୁସ୍ଥ ହୋଇ ଟାଟା ଡାକ୍ତରଖାନାରେ ଚିକିତ୍ସାଧୀନ…
୫୪ ଜଣଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ
ଯାଜପୁର ଅଫିସ,୧୦ା୧୦: ସାହିତ୍ୟ, ଶିକ୍ଷା, ପରିବେଶ, ସମାଜସେବା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଯାଜପୁର ଜିଲାର ୫୪ଜଣ ବ୍ୟକ୍ତି ବିଶେଷଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି। ଭାରତୀୟ କ୍ରାନ୍ତିକାରୀ ଆନ୍ଦୋଳନର ଅପ୍ରତିଦ୍ୱନ୍ଦ୍ୱୀ ଜନନାୟକ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ…
ଜୀବନ୍ତ ମା’ଙ୍କୁ ଆରତି କରି ପୂଜିଲେ
ଜଳେଶ୍ୱର,୧୦।୧୦- ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଦେଉଳି ପଞ୍ଚୁଘଣ୍ଟା ମା’ ମଙ୍ଗଳା ପୂଜୋସତ୍ବ କମିଟି ପକ୍ଷରୁ ଶାରଦୀୟ ପୂଜା ତଥା ଦଶହରା ଅବସରରେ ସୋମବାର ମାତୃପୂଜା ଉସତ୍ବ ଆୟୋଜିତ ହୋଇଥିଲା। ଆଗାମୀ ପିଢ଼ିକୁ ମାତାପିତାଙ୍କ ପ୍ରତି ଥିବା କର୍ତ୍ତବ୍ୟର ସଚେତନତା କରାଇବା…
ଇମାମି ସିମେଣ୍ଟ କାରଖାନାରେ ତେଜିଲା ଅଶାନ୍ତି: ନିଯୁକ୍ତି ଦାବିରେ ଜମିହରାଙ୍କ ଧାରଣା
ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍.ଏ.),୧୦ା୧୦: ଯାଜପୁର ଜିଲା କଳିଙ୍ଗନଗର ଇମାମି ସିମେଣ୍ଟ କାରଖାନାରେ ଜମିହରା ପରିବାରଙ୍କୁ ନିଯୁକ୍ତି ପ୍ରଦାନକୁ ନେଇ ସର୍ବଦା ସମସ୍ୟା ଲାଗି ରହୁଛି। ଏପରିକି ବିଗତ ଦିନରେ ନିଯୁକ୍ତିକୁ ନେଇ ହୋଇଥିବା ବୈଠକର ନିଷ୍ପତ୍ତି କାର୍ଯ୍ୟକାରିତା ଦିଗରେ ଇମାମି ସିମେଣ୍ଟ କର୍ତ୍ତୃପକ୍ଷ…
ପରମ୍ପରା : ଖାଡୁ ବଳଦକୁ ଗ୍ରାମ ପରିକ୍ରମା
ଖଣ୍ଡପଡ଼ା, ୧୦।୧୦(ସ୍ବ.ପ୍ର.): ଓଡ଼ିଆ ଘରର ଚଳଣି ଓ ପରମ୍ପରା ଅନୁଯାୟୀ ଦଶହରାରେ ସମସ୍ତ କାର୍ଯ୍ୟର ଅନୁକୂଳ କରାଯାଇଥାଏ । ଦିନ ଥିଲା ଲୋକେ ବ୍ୟବସାୟ, ବାଣିଜ୍ୟକୁ ଯିବା ପୂର୍ବରୁ ଦଶହରାରେ ‘ଖାଡ଼ୁ ବଳଦ’କୁ ଅନୁକୂଳ ଭାବେ ଗ୍ରହଣ କରୁଥିଲେ । ଏବେ…
ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ
ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି । ପାରମ୍ପରିକ ରୀତିରେ ଏହି ତିଥିରେ ଶ୍ରୀ ନୀଳମାଧବ ଜୀଉଙ୍କ ଚଳନ୍ତି ପ୍ରତିମା ମଦନ…
ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ
ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା ଦୁର୍ଗାଙ୍କୁ…
ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା
ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ ମା’…
ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ
ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗଦେଇ ଚାଷୀକୁଳ ଅସଙ୍ଗଠିତ ହୋଇଥିବାରୁ…
ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..
ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ ଔଷଧ ସେବନ କଲେ କି ଆଣ୍ଟିବାୟୋଟିକ୍ ନେଲେ କିଛି କାମ କରେନାହଁି । ଏଭଳି…
ଆଉ କେତେ ଦିନ
ଓଡ଼ିଆ ସିନେମାର ଇତିହାସ ବେଶ୍ ରୁଦ୍ଧିମନ୍ତ। ୧୯୩୬ରେ ମୁକ୍ତିଲାଭ କରିଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ସୀତା ବିବାହ’। ବର୍ତ୍ତମାନ ଗୁଣାତ୍ମକ ଦୃଷ୍ଟିକୋଣରୁ ଆଲୋଚନା କଲେ ଆମ ଓଡ଼ିଆ ସିନେମାର ଭବିଷ୍ୟତ ଉପରେ ସ୍ବତଃ ପ୍ରଶ୍ନବାଚୀ ଲାଗିଯାଉଛି। କାରଣ ଗତ କିଛି ବର୍ଷ…
ଅଂଶୁମାନ ଯାହା ଚାହୁଁଥିଲେ..
ଅଂଶୁମାନ ସାମନ୍ତରାୟ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ରିଲିଜ ଅପେକ୍ଷାରେ ଥିବା ହରିଶ ଶର୍ମାଙ୍କ ହିନ୍ଦୀ ସିନେମା ‘ମାୟରା’ରେ ତାଙ୍କୁ ଏକ ସୁପାରିକିଲର ଭୂମିକାରେ ଦେଖିବାକୁ ମିଳିବ। ଏ ନେଇ ଅଂଶୁମାନ କହନ୍ତି, ‘ଏହି ଭୂମିକାରେ କେତେ ଦମ୍ ଅଛି…
Archives


