ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ
ଆଳି, ୯।୧୦ (ଡି.ଏନ୍.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଘଟଣା ମୁତାବକ, ଗତ ୬ ତାରିଖ ରାତିରେ ପୀଡ଼ିତା…
କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି
ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ ଭେଟି ଦେଇଛନ୍ତି। ପାକ୍ ଅଧିକୃତ କଶ୍ମୀର (ପିଓକେ)ରୁ ଆସିଥିବା ବିସ୍ତାପିତ ଭାରତର ବହୁ ରାଜ୍ୟରେ…
ମାଡ଼ ଖାଇ ଅଭିନୟ ଶିଖିଥିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ର ଅରିଜିନାଲ ଡିଭା କୁହାଯାଉଥିବା ରେଖା ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୪ ଅକ୍ଟୋବର ୧୦ ଚେନ୍ନାଇରେ ଜନ୍ମ ଗ୍ରହଣ କରିଥିଲେ ଭାନୁରେଖା ଗଣେଷନ। ଯେ ଆଜି ରେଖା ନାଁରେ ବେଶ୍ ପରିଚିତ। ରେଖାଙ୍କ ଯେତେ ପ୍ରଶଂସା କଲେ…
‘କବିର ସିଂ’ଙ୍କୁ ପଛରେ ପକାଇଲା ‘ଓ୍ବାର’, ମାତ୍ର ୭ ଦିନରେ କଲା ୨୦୦ କୋଟି ବ୍ୟବସାୟ
ମୁମ୍ବାଇ: ଗତ ଶୁକ୍ରବାର ରିଲିଜ ହୋଇଥିଲା ଟାଇଗର ଶ୍ରଫ୍ ଏବଂ ହ୍ରିତିକ ରୋଶନ ଅଭିନୀତ ଫିଲ୍ମ ‘ଓ୍ବାର’। ଇତି ମଧ୍ୟରେ ଏହାର ସାତ ଦିନ ବିତି ଯାଇଥିବା ବେଳେ ଫିଲ୍ମଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ଫଳରେ ଖୁବ୍ କମ୍…
ଅମିତାଭ୍ଙ୍କ ପସନ୍ଦର ଅଭିନେତ୍ରୀ ଆଲିଆ
ଟିଭି ଶୋ’ ‘କୌନ୍ ବନେଗା କରୋଡପତି’(କେବିକେ)ରେ ବିଗ୍ ବି ଅମିତାଭ ବଚ୍ଚନ ସବୁବେଳେ ପ୍ରତିଯୋଗୀଙ୍କ ସହ ମଜାଦାର କଥା ଶେୟାର କରିଥାନ୍ତି। ନିକଟରେ କେବିକେ ସିଜିନ୍-୧୧ରେ ନିଜ ମନପସନ୍ଦର ଅଭିନେତ୍ରୀଙ୍କ ବିଷୟରେ କହିଛନ୍ତି। ଜଣେ ପ୍ରତିଯୋଗୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଅମିତାଭ…
ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ
ଷ୍ଟକହୋମ୍,୯।୧୦: ରସାୟନ ବିଜ୍ଞାନରେ ଚଳିତ ବର୍ଷର ନୋବେଲ ବିଜେତାଙ୍କ ନାମ ବୁଧବାର ଘୋଷଣା କରାଯାଇଛି। ନୋବେଲ ବିଜେତା ଏହି ୩ ବୈଜ୍ଞାନିକ ହେଲେ ଜନ୍ ବି. ଗୁଡଏନଫ, ଏମ୍, ଷ୍ଟନଲେ ଓ୍ବିଟିଙ୍ଗହାମ ଓ ଅକିରା ୟୋଶିନୋ। development of lithium-ion batteries…
୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା
ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବରଗଡ ଜିଲା ପୋଲିସ ମୁଖ୍ୟାଳୟରେ…
ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବନ୍ତ,୯।୧୦(ଡି.ଏନ୍.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, କଂକ୍ରିଟ ରାସ୍ତା ନିର୍ମାଣରେ ଅନିୟମିତତା ଆଦି ଦାବିରେ ବରିଷ୍ଠ ନେତା ଗୋପବନ୍ଧୁ ସେଠୀ,…
ରାଫାଲ ପୂଜାକୁ କଂଗ୍ରେସ କହିଲା ଡ୍ରାମା
ନୂଆଦିଲ୍ଲୀ,୯।୧୦: ଫ୍ରାନ୍ସ ଗସ୍ତରେ ଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରବି-୦୦୧ ଲେଖାଥିବା ରାଫାଲ ବିମାନକୁ ଫୁଲ ଓ ସିନ୍ଦୂର ଲଗାଇବା ପରେ ସେଥିରେ ଓଁ ଲେଖିବା ସହ ନଡିଆ ଏବଂ ଫୁଲ ଦେଇ ପୂଜା ଆରମ୍ଭ କରିଥିଲେ। ପରେ ରାଫାଲ…
ଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେ
ପାଟଣା,୯।୧୦(ସ୍ବ.ପ୍ର.) :କେନ୍ଦୁଝର ଜିଲା ପାଟଣା ଥାନା ମାଛଗଡ ପଞ୍ଚାୟତ ଅନ୍ତର୍ଗତ ଦୁଧିନାଳି ଗ୍ରାମରେ ବଜ୍ରପାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଜଙ୍ଗରାଇ ମୁଣ୍ଡାଙ୍କ ପୁଅ ପାଣ୍ଡୁ ମୁଣ୍ଡା(୫୫)। ତାଙ୍କ ମୃତ୍ୟୁପରେ ତାଙ୍କ ପରିବାର ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ…
୫ ପ୍ରତିଶତ ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୯।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ୫ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା। ବୁଧବାର ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ପ୍ରକାଶ କରିଛନ୍ତି। ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରଙ୍କ…
କ୍ୟାନ୍ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍ ନୋଟ୍ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’
କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା କାଶିଆ ଗ୍ରାମର ମନୋଜ ମହାନ୍ତ। ସେ ଅବିବାହିତ ଥିବା ବେଳେ ଯକୃତ କ୍ୟାନ୍ସର ପୀଡ଼ିତ…
Archives


