Home

ଚୁମ୍‌କି ସେ ତ ପାଣିରେ ବୁଡ଼ିବ ନାହିଁ କି

ଚୁମ୍‌କି ସେ ତ ପାଣିରେ ବୁଡ଼ିବ ନାହିଁ କି-ଥରେ ମନେପକାନ୍ତୁ ନା ଅତୀତର ଏହି ଲୋକପ୍ରିୟ ଗୀତକୁ। ପ୍ରଶାନ୍ତ ନନ୍ଦ ଏବଂ ମହାଶ୍ୱେତା ରାୟଙ୍କ ଉପରେ ଦୃଶ୍ୟାୟିତ ହୋଇଥିଲା ଏହି ଗୀତ। ଆଉ ସିନେମାଟି ଥିଲା ‘ମା ଓ ମମତା’। ଓଡ଼ିଆ…

ଆୟୁଷ କମୁଛି ୭ ବର୍ଷ: ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ ଅଞ୍ଚଳ ଲୋକେ ଅଧିକ ପ୍ରଭାବିତ

ନୂଆଦିଲ୍ଲୀ/ସିକାଗୋ,୩୧।୧୦: ଭାରତରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏହାଦ୍ୱାରା ଲୋକଙ୍କ ହାରାହାରି ଆୟୁଷ ୭ ବର୍ଷ କମୁଛି ବୋଲି ସିକାଗୋ ବିଶ୍ୱବିଦ୍ୟାଳୟର ଏନର୍ଜି ପଲିସି ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ…

ଗମ୍ଭୀରଙ୍କ ସହ ବିଶେଷ ମୁହୂର୍ତ୍ତ ଅପାସୋରା

ରାଜ୍ୟ କ୍ରିକେଟ୍‌ରେ କ୍ରିଷ୍ଣା ପଲାଇ ଜଣେ ନବାଗତ ଚେହେରା। ରାଉରକେଲାରେ ତାଙ୍କର ଜନ୍ମ୍ମ। ସ୍ପିନ୍‌ ବୋଲର ଭାବେ ସେ ଓଡ଼ିଶା ପକ୍ଷରୁ ପ୍ରତିନିିଧିତ୍ୱ କରନ୍ତି। ପିତା ଅଭିମନ୍ୟୁ ପଲାଇ ଓ ମା’ ଘୋଷାମଣି ପଲାଇଙ୍କ ପୁଅ କ୍ରିଷ୍ଣାଙ୍କ ଅନୁଭୂତିରୁ କିଛି… ଆଜି…

ମୁସଲମାନ ସମ୍ପ୍ରଦାୟର ଲୋକେ ଚାନ୍ଦା ଆଦାୟ କରି ନିର୍ମାଣ କଲେ କାଳୀ ମନ୍ଦିର, ମୌଲବୀ କଲେ ଉଦ୍‌ଘାଟନ

ପଶ୍ଚିମବଙ୍ଗରେ ମୁସଲମାନ ଭାଇଭଉଣୀମାନେ ଭାଇଚାରାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ବୀରଭୂମ୍‌ ଜିଲାର ବାସପୁରାରେ ରାସ୍ତା ନିର୍ମାଣ ପାଇଁ କାଳୀ ମନ୍ଦିର ଭାଙ୍ଗିଦିଆଯାଇଥିଲା। ଏଠାରେ ବାସ କରୁଥିବା ମୁସଲମାନ ସମୁଦାୟର ଲୋକେ ଚାନ୍ଦା ଆଦାୟ କରି ଏହି ମନ୍ଦିରକୁ ପୁଣି…

ଏମାନେ ବି ଷ୍ଟାର…

କ୍ୟାବ୍‌ ଡ୍ରାଇଭିଂରୁ ରାଜନୀତି, ସାମୂହିକ କାର୍ଯ୍ୟରୁ ମଡେଲିଂ -ସବୁକ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରୁଛନ୍ତି ଏମାନେ। ଟ୍ରାନ୍ସଜେଣ୍ଡର ଆକ୍ଟିଭିଷ୍ଟ ଲକ୍ଷ୍ମୀନାରାୟଣ ତ୍ରିପାଠୀ ହୁଅନ୍ତୁ କି ଭାରତର ପ୍ରଥମ କିନ୍ନର ଆଇନଜୀବୀ ସତ୍ୟଶ୍ରୀ ଶର୍ମିଲା କିମ୍ବା ପ୍ରଥମ କଲେଜ ଅଧ୍ୟକ୍ଷ ମାନବୀ ବନ୍ଦ୍ୟୋପାଧ୍ୟାୟ, ଏମାନେ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଆମ୍ବୁଲାନ୍ସ ଅଟକ ରଖିଲେ ଗ୍ରାମବାସୀ

ଖଇରା,୩୧।୧୦(ଡି.ଏନ୍‌.ଏ.): ସିକନ୍ଦରାବାଦର ଏକ କେମିକାଲ କମ୍ପାନୀରେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ସଇଁ ଗ୍ରାମର ଶ୍ରୀଧର ମହାନ୍ତି(୪୩)ଙ୍କ ଦୁଇଦିନ ତଳେ ସେଠାରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। କମ୍ପାନୀର ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରୀଧରଙ୍କ ମୃତଦେହକୁ ସଂପୃକ୍ତ…

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ ହୋଇଥିଲା।…

ନବାଗତା ଅମ୍ରିତା

ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍‌ ଦେଇଛନ୍ତି ପ୍ରଯୋଜକ ସଚିକାନ୍ତ ଜେନା ଏବଂ ବିନି ପଟ୍ଟନାୟକ। ଖାସ୍‌ କଥା ହେଲା, ଓଡ଼ିଆ ସିନେମାରୁ ହିଁ…

ସୂର୍ଯ୍ୟଙ୍କ ଅଦ୍ଭୁତ ଫଟୋ ଶେୟାର କଲା ନାସା

ଓ୍ବାଶିଂଟନ୍‌: ମହାକାଶ ସମ୍ପର୍କରେ ଏବେ ବି ଅନେକ କଥା ଅଜଣା। ହେଲେ ଏ ସମ୍ପର୍କରେ ଅଧିକରୁ ଅଧିକ ତଥ୍ୟ ହାସଲ କରିବା ପାଇଁ ନିରନ୍ତର ଉଦ୍ୟମ ଚଳାଇଛନ୍ତି ବିଶ୍ୱର ବିଭିନ୍ନ ସ୍ପେଶ ଏଜେନ୍ସି। ଫଳରେ ବିଭିନ୍ନ ସମୟରେ ବୈଜ୍ଞାନିକମାନେ ଏଭଳି ତଥ୍ୟ…

ୟୁଟ୍ୟୁବରେ ୨ କୋଟି ସବ୍‌ସ୍କ୍ରାଇବର୍‌ ହେବାରୁ ଏମିତି ପଦକ୍ଷେପ ନେଲେ ଯୁବକ, ଜାଣି ହେବେ ଆଶ୍ଚର୍ଯ୍ୟ

ଆଜିକାଲି ଚାରିଆଡେ ୟୁଟ୍ୟୁବ୍‌ର କ୍ରେଜ୍‌। ଭିଡିଓ କରି ୟୁଟ୍ୟୁବ୍‌ରେ ଛାଡିବା ଯେମିତି ଏକ ନିଶା ପାଲଟିଗଲାଣି। ସାଧାରଣତଃ ଆମେ ୟୁଟ୍ୟୁବରେ ସବ୍‌ସ୍କ୍ରାଇବର ସଂଖ୍ୟା ବଢିଲେ ଆମେ ଖୁସି ହୋଇଥାଉ। କିନ୍ତୁ ଜିମି ଡୋନାଲ୍ଡସନ୍‌ ନାମକ ଜଣେ ବ୍ୟକ୍ତି ନିଜ ୟୁଟ୍ୟୁବ୍‌ରେ ୨…

୨୦୨୪ ସୁଦ୍ଧା ନିର୍ମାଣ ହେବ ଶହେ ବିମାନ ବନ୍ଦର: ଡ୍ରୋନ୍‌ରେ କରାଯିବ ସାମଗ୍ରୀ ଡେଲିଭରି

ନୂଆଦିଲ୍ଲୀ,୩୧।୧୦: ଆସନ୍ତା ୫ ବର୍ଷ ମଧ୍ୟରେ ୨୦୧୪ ସୁଦ୍ଧା ଦେଶରେ ଶହେଟି ନୂଆ ବିମାନ ବନ୍ଦର ନିର୍ମାଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ଏକ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ବିମାନ ବନ୍ଦର ନିର୍ମାଣ…

କେବିସି ସେଟ୍‌ରେ ବିଶେଷ ଅତିଥି: ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ପ୍ରସାରିତ ଲୋକପ୍ରିୟ ରିୟଲିଟି ଶୋ’ ‘କୌନ ବନେଗା କରୋଡପତି’ ଏବେ ଘରେ ଘରେ ବେଶ୍‌ ପରିଚିତ। ଏଥର ଏହାର ସିଜିନ୍‌ ୧୧କୁ ପୂର୍ବଭଳି ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ହୋଷ୍ଟ କରୁଛନ୍ତି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?