ଦଶହରାରେ ଭାରତବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଇମ୍ରାନ୍ଙ୍କ ମନ୍ତ୍ରୀ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଇସଲାମାବାଦ,୮।୧୦: ଦଶହରା ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ମନ୍ତ୍ରୀ ଫଓ୍ବାଦ୍ ଚୌଧୁରୀ ଭାରତବାସୀଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ଏବେ ଏହା ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଓ୍ବାଦ୍ ବହୁ ସମୟରେ ଭାରତ ବିରୋଧରେ ମନ୍ତବ୍ୟ ଦେଇଥାନ୍ତି। ଶୁଭେଚ୍ଛାକୁ…
ବିଜୟା ଦଶମୀରେ ଉତ୍ସବମୁଖର ଶ୍ରୀକ୍ଷେତ୍ର
ପୁରୀ ଅଫିସ,୮।୧୦: ଶ୍ରୀକ୍ଷେତ୍ରରେ ଚାଲିଛି ଶାରଦୀୟ ପୂଜା। ଉତ୍ସବମୁଖର ସହର। ବିଭିନ୍ନ ଦେବୀ ପୀଠରେ ଚାଲିଛି ଷୋଡ଼ଶ ପୂଜା। ଚଳଚଞ୍ଚଳ ଦେବୀ ପୀଠ। ସକାଳଠାରୁ ଦେବୀ ପୀଠ ଏବଂ ପୂଜା ମଣ୍ଡପରେ ଭକ୍ତଙ୍କ ସମାଗମ। ମା’ ଶ୍ୟାମାକାଳୀ, ଦକ୍ଷିଣକାଳୀ, ମରିଚି ଠାକୁରାଣୀ,…
ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା
ପୁରୀ ଅଫିସ,୮।୧୦: ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ଚାଲିଛି। ପୁରପଲ୍ଳୀଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଚାରିଆଡେ ମା’ ଦୁର୍ଗତିନାଶିନୀଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବାବେଳେ ପୁରୀରେ ଗୋଷାଣୀ ପୂଜା ପରମ୍ପରା ରହିଛି। ଏଥିସହିତ ନାଗା ମୂର୍ତ୍ତି ପୂଜାର ବିଶେଷତା ରହିଛି।…
ଆଫଗାନିସ୍ତାନ ଗଜନି ବିଶ୍ୱବିଦ୍ୟାଳୟରେ ବିସ୍ଫୋରଣ
କାବୁଲ,୮।୧୦: ଆଫଗାନିସ୍ତାନର ପିଡି-୩ରେ ଥିବା ଗଜନି ବିଶ୍ୱବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଛି। ଏଥିରେ ପ୍ରାୟ ୮ ଛାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ସୁରକ୍ଷାକର୍ମୀ ସେଠାରେ ପହଞ୍ଚି ଉଦ୍ଧାର…
ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…
କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି । ଇତିହାସରେ କୋହୀନୂରକୁ ନେଇ ଅନେକ କାହାଣୀ…
ମନେପଡେ ରାବଣ ପୋଡିରେ ରେଳ ଦୁର୍ଘଟଣା
ଅମୃତସର,୮।୧୦: ଅକ୍ଟୋବର ୧୯, ୨୦୧୮। ପଞ୍ଜାବର ଅମୃତସରରେ ରେଲ ଧାରଣା ଉପରେ ଠିଆ ହୋଇ ରାବଣ ପୋଡିର ମଜା ନେଉଥିଲେ ପିଲାଠାରୁ ବୟସ୍କ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଲୋକ। ହେଲେ ସମସ୍ତଙ୍କ ଅନ୍ୟମନସ୍କତା ନିମିଷକରେ ନେଇଗଲା ପ୍ରାୟ ୫୯ ଲୋକଙ୍କ ଜୀବନ।…
ଉଇଗର ମୁସଲମାନ୍ଙ୍କୁ ଶୋଷଣ: ଆମେରିକା କଳା ତାଲିକାରେ ୨୮ ଚାଇନା କମ୍ପାନୀ
ଓ୍ବାଶିଂଟନ,୮।୧୦: ଚାଇନାରେ ଉଇଗର ମୁସଲମାନ୍ଙ୍କୁ ନିର୍ଯାତନା ଦିଆଯାଉଛି। ଶିନଜିୟାଙ୍ଗ୍ ପ୍ରଦେଶରେ ଥିବା ୨୮ଟି ଚାଇନା କମ୍ପାନୀ ଏହି ମୁସଲମାନ ସମ୍ପ୍ରଦାୟଙ୍କୁ ଶୋଷଣ କରୁଥିବାରୁ ସେସବୁ କମ୍ପାନୀକୁ ଆମେରିକା କଳା ତାଲିକାରେ ସ୍ଥାନୀତ କରିଛି। କମ୍ପାନୀଗୁଡ଼ିକ ଉଇଗର ସମ୍ପ୍ରଦାୟର ମାନବିକ ଅଧିକାରକୁ ଉଲ୍ଲଂଘନ…
ଜିଭାଙ୍କ ଭଳି ଚଷମା ପିନ୍ଧିଲେ ରଣବୀର ସିଂ: ଧୋନୀ କହିଲେ ଏମିତି
ନୂଆଦିଲ୍ଲୀ:ଭାରତୀୟ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭାଙ୍କ ଭିଡିଓ ହେଉ କିମ୍ବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ଜିଭାଙ୍କ କ୍ୟୁଟ୍ ଅନ୍ଦାଜ୍ ୟୁଜର୍ସଙ୍କୁ ବେଶ୍ ପସନ୍ଦ ମଧ୍ୟ ଆସିଥାଏ। ଧୋନୀ ନିଜ ଇନଷ୍ଟାଗ୍ରାମରେ ମଙ୍ଗଳବାର ଜିଭାଙ୍କ ଏକ…
ଆଜି ୫ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ରାଜ୍ୟର ଅନେକ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗୀର, ମୟୂରଭଞ୍ଜ…
ବାୟୁସେନା ଦିବସ: ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଦେଲେ ୩ ସେନାମୁଖ୍ୟ
ନୂଆଦିଲ୍ଲୀ,୮।୧୦: ବାୟୁସେନା ଦିବସ ଅବସରରେ ମଙ୍ଗଳବାର ସେନାମୁଖ୍ୟ ଜେନରାଲ ବିପିନ ରାଓ୍ବତ, ବାୟୁସେନା ମୁଖ୍ୟ ଆର୍କେଏସ୍ ଭଦୌରିଆ ଓ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ନ୍ୟାଶନାଲ ଓ୍ବାର ମେମୋରିଆଲରେ ପୁଷ୍ପଗୁଚ୍ଛ ଦେଇ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ୮୭ ତମ…
ପଡିଆରେ ମ୍ୟାଚ୍ ଚାଲିଥିବାବେଳେ ଅମ୍ପାୟାରଙ୍କ ଅଚାନକ ମୃତ୍ୟୁ
କରାଚି,୮।୧୦: ପାକିସ୍ତାନରେ ଏକ କ୍ଲବସ୍ତରୀୟ ମ୍ୟାଚ୍ ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି। ମ୍ୟାଚ୍କୁ ପରିଚାଳନା କରୁଥିବାବେଳେ ଅମ୍ପାୟାର ନସିମ ଶେଖ ଅଚାନ୍ ପଡିଆରେ ଟଳିପଡିଥିଲେ। ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କ…
ରୋହତାଙ୍ଗ୍ରେ ବରଫପାତ: ଅଟକି ରହିଲା ୧୫୦ ଗାଡ଼ି; ୨ଶହ ଲୋକ ଉଦ୍ଧାର
କୁଲ୍ଲୁ/ମନାଲି,୮।୧୦: ରୋହତାଙ୍ଗ୍ରେ ପ୍ରବଳ ବରଫପାତ ଜାରି ରହିଛି। ରାସ୍ତାରେ ଅଧଫୁଟ ବରଫ ଜମି ରହିବାରୁ ଯାନାବାହନ ଯାତାୟାତ କରିବା ସମ୍ଭବ ହୋଇ ପାରୁନାହିଁ। ସୋମବାର ରାତିରେ ହୋଇଥିବା ବରଫପାତ ଯୋଗୁ କୁଲ୍ଲୁ ଏବଂ ଲାହୌଲ ସ୍ପିତିକୁ ସଂଯୋଗ କରୁଥିବା ରୋହତାଙ୍ଗ୍ ଦର୍ଶ…
Archives


