ଏଥର କଶ୍ମୀର ଗସ୍ତ କରିପାରିବେ ପର୍ଯ୍ୟଟକ
ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ଉତ୍ତେଜନା ପରିସ୍ଥିତିକୁ ଲକ୍ଷ୍ୟ କରି ସେଠାରେ ବିଭିନ୍ନ ପ୍ରତିବନ୍ଧକ ଲଗାଯାଇଥିଲା। ସେଠାକୁ ପର୍ଯ୍ୟଟକମାନଙ୍କୁ ଯିବାକୁ ମଧ୍ୟ ବାରଣ କରାଯାଇଥିଲା। ତେବେ ସ୍ଥିତିରେ ସୁଧାର ଆସିବାରୁ ଏବେ ପର୍ଯ୍ୟଟକମାନେ ଗସ୍ତ କରିପାରିବେ ବୋଲି…
ଅଓ୍ବନ୍ତୀପୁରାରେ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର ବାହାରେ ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍…
ପାକିସ୍ତାନକୁ ଚେତାବନୀ: ପୁଲଓ୍ବାମା ଭଳି ଘଟଣା ଘଟାଇବା ପୂର୍ବରୁ ବାଲାକୋଟ ଷ୍ଟ୍ରାଇକ୍ ସମ୍ପର୍କରେ ଚିନ୍ତା କରିବା ଆବଶ୍ୟକ
ନୂଆଦିଲ୍ଲୀ,୮।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ ମଙ୍ଗଳବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଧ୍ୟ ପାଳିତ ହେଉଛି। ଏହି ଅବସରରେ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ରାକେଶ କୁମାର ସିଂ ଭଦୌରିୟା ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି…
ଆଜି ବିଜୟାଦଶମୀ: ମା’ଙ୍କ ଦର୍ଶନ ପାଇଁ ସବୁଠି ଭିଡ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ ଅର୍ଥାତ୍ ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ଦେଶର ବିଭିନ୍ନ ସ୍ଥାନରେ ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି…
ବାୟୁସେନା ଦିବସରେ ଶକ୍ତି ପ୍ରଦର୍ଶନ କଲା ଭାରତ: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା
ଗାଜିଆବାଦ୍,୮।୧୦: ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦ୍ର ହିଣ୍ଡେନ୍ ବାୟୁସେନା ଏୟାର ବେସ୍ରେ ଏୟାର ଚିଫ୍ ମାର୍ଶାଲ ରାକେଶ କୁମାର ସିଂ ଭଦୌରିୟା, ସେନା ପ୍ରମୁଖ ବିପିନ ରାଓ୍ବତ ଏବଂ ନୌସେନା ମୁଖ୍ୟ କରମବୀର…
ବଲିଉଡ୍ର ନିଆରା ପ୍ରେମକାହାଣୀ: ଘାତ ପ୍ରତିଘାତ ପରେ ଗୌରୀ ଧରିଥିଲେ ଶାହରୁଖଙ୍କ ହାତ
ମୁମ୍ବାଇ,୮।୧୦: କିଙ୍ଗ୍ ଖାଁ ଶାହରୁଖ୍ଙ୍କ ସ୍ତ୍ରୀ ଗୌରୀ ଖାଁ ମଙ୍ଗଳବାର ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୌରୀ ଚିବର ଥିଲା। ତାଙ୍କ…
ଭାରତର ଏହି ୫ ସ୍ଥାନରେ ଅଛି ରାବଣ ମନ୍ଦିର
ସମଗ୍ର ଦେଶରେ ଏବେ ଶାରଦ ପୂଜାର ମାହୋଲ। ଚଳଚଞ୍ଚଳ ଗଁାଠୁ ସହର। ବିଭିନ୍ନ ପୂଜା ମଣ୍ଡପଗୁଡ଼ିକ ସୁନ୍ଦର ସୁନ୍ଦର ଆଲୋକମାଳା ଓ ସୁଉଚ୍ଚ ତୋରଣରେ ଝଲସୁଛି। ତେବେ ଏହି ନବରାତ୍ରିର ମୁଖ୍ୟ ଆକର୍ଷଣୀୟ ହେଉଛି ଦଶହରା। ଅସତ୍ୟ ଉପରେ ସତ୍ୟର ବିଜୟ…
ବେଡ୍ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ
ଅନେକଙ୍କ ଅଭ୍ୟାସ ବିନା ବେଡ୍ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। ଏକ ଗବେଷଣାରୁ ଜଣାପଡ଼ିଛି, ସକାଳୁ ସକାଳୁ ଉଠି…
କିଡ୍ନୀ ଷ୍ଟୋନ୍ରୁ ଦୂରେଇ ରଖେ ଏହି ପରିବା…
କିଡ୍ନୀ ଷ୍ଟୋନ୍ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍ନୀ ସମସ୍ୟା ଦୂର ହୁଏ । କଲରାରେ ମ୍ୟାଗ୍ନେସିୟମ…
କିଏ କଙ୍କଡା ତ, କିଏ ଆଚାର..ଜାଣନ୍ତୁ କ’ଣ ଖାଇବାକୁ ପସନ୍ଦ କରନ୍ତି ଏହିସବୁ ପ୍ରସିଦ୍ଧ ଭାରତୀୟ କ୍ରିକେଟର୍
ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ୍ ଷ୍ଟାଇଲ୍ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି ଭାରତକୁ ବିଜୟୀ କରୁଥିବା ଖେଳାଳିମାନେ କ’ଣ ଖାଇବାକୁ ଭଲ ପାଆନ୍ତି ଜାଣନ୍ତୁ.. ମହେନ୍ଦ୍ର ସିଂ…
ଦମ୍ପତି ନିଖୋଜ, ହତ୍ୟା ସନ୍ଦେହ
କପ୍ତିପଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ ହେଲେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ସିଂ। ଏ ନେଇ…
ଅବକାରୀ ଚଢ଼ାଉ: ୨ ମଦ ବେପାରୀ ଗିରଫ
ରୂପ୍ସା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ମଦ ବେପାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବସ୍ତା ଥାନା ସନ୍ତୋଷପୁର ଗ୍ରାମର ମୁନି ମାରାଣ୍ଡି ଓ ଭାଞ୍ଜପୁର ଗ୍ରାମର ରାମ ମୁର୍ମୁ। ଦୀର୍ଘଦିନ ଧରି…
Archives


