ବେଡ୍ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ
ଅନେକଙ୍କ ଅଭ୍ୟାସ ବିନା ବେଡ୍ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। ଏକ ଗବେଷଣାରୁ ଜଣାପଡ଼ିଛି, ସକାଳୁ ସକାଳୁ ଉଠି…
କିଡ୍ନୀ ଷ୍ଟୋନ୍ରୁ ଦୂରେଇ ରଖେ ଏହି ପରିବା…
କିଡ୍ନୀ ଷ୍ଟୋନ୍ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍ନୀ ସମସ୍ୟା ଦୂର ହୁଏ । କଲରାରେ ମ୍ୟାଗ୍ନେସିୟମ…
କିଏ କଙ୍କଡା ତ, କିଏ ଆଚାର..ଜାଣନ୍ତୁ କ’ଣ ଖାଇବାକୁ ପସନ୍ଦ କରନ୍ତି ଏହିସବୁ ପ୍ରସିଦ୍ଧ ଭାରତୀୟ କ୍ରିକେଟର୍
ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ୍ ଷ୍ଟାଇଲ୍ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି ଭାରତକୁ ବିଜୟୀ କରୁଥିବା ଖେଳାଳିମାନେ କ’ଣ ଖାଇବାକୁ ଭଲ ପାଆନ୍ତି ଜାଣନ୍ତୁ.. ମହେନ୍ଦ୍ର ସିଂ…
ଦମ୍ପତି ନିଖୋଜ, ହତ୍ୟା ସନ୍ଦେହ
କପ୍ତିପଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ ହେଲେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ସିଂ। ଏ ନେଇ…
ଅବକାରୀ ଚଢ଼ାଉ: ୨ ମଦ ବେପାରୀ ଗିରଫ
ରୂପ୍ସା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ମଦ ବେପାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବସ୍ତା ଥାନା ସନ୍ତୋଷପୁର ଗ୍ରାମର ମୁନି ମାରାଣ୍ଡି ଓ ଭାଞ୍ଜପୁର ଗ୍ରାମର ରାମ ମୁର୍ମୁ। ଦୀର୍ଘଦିନ ଧରି…
ଦୁର୍ଘଟଣାରେ ୧୧ ଆହତ
ବହଳଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ରାଞ୍ଚି ବିଜୟୱ୍ବାଡା ୨୨୦ ନଂ. ଜାତୀୟ ରାଜପଥର ମାକିଡିଘାଟି ନିକଟରେ ଏକ ଡ୍ୟାନ୍ସ ଗ୍ରୁପକୁ ନେଇ ଆସୁଥିବା ଟାଟାମ୍ୟାଜିକ ସୋମବାର ଭୋର ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡ଼ି…
ରାମବିଳାଶ ପାଶ୍ୱାନ୍ ଡାକ୍ତରଖାନାରେ ଭର୍ତ୍ତି
ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଏସ୍କର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର ସକାଳେ…
ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା: ୨ ଗିରଫ
ରେମୁଣା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ଅନ୍ତର୍ଗତ କ୍ଷୀରଚୋରା ପେଟ୍ରୋଲ ପମ୍ପରେ ରବିବାର ବିଳମ୍ବିତ ରାତିରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ନିଆବାଗର ପ୍ରକାଶ ଦାସ ଓ ପ୍ରଭାସ ଶଙ୍କର ଦାସ।…
ଖୁବ୍ଶୀଘ୍ର ବିବାହ କରିବେ ମଲାଇକା-ଅର୍ଜୁନ
ବେଶ୍ କିଛିଦିନ ହେବ ମଲାଇକା ଅରୋଡ଼ା ଏବଂ ଅର୍ଜୁନ କପୁରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ଜୋର୍ ଧରିଛି। କିନ୍ତୁ ଉଭୟ ଏହା ଉପରେ କୌଣସି ସ୍ପଷ୍ଟ ଟିପ୍ପଣୀ ଦେଇନାହାନ୍ତି। ହେଲେ ଉଭୟଙ୍କ ମଧ୍ୟରେ ଘନିଷ୍ଠତା ଥିବା ଜଣାପଡ଼ିଛି।…
ଭାରତରେ ପିଆଜ କିଲୋ ୫୦: ଜାଣନ୍ତୁ ବାଂଲାଦେଶ, ପାକିସ୍ତାନରେ କେତେ ରହିଛି ଦାମ୍
ନୂଆଦିଲ୍ଲୀ,୭।୧୦: ଗତ କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ ଦର ଏବେ କିଲୋ ପିଛା ୫୦ ଟଙ୍କା ଟପିଛି। ଫଳରେ ସରକାର ଅନ୍ୟ ଦେଶକୁ ପିଆଜ ରପ୍ତାନି ବନ୍ଦ କରିଦେଇଛନ୍ତି। ଏହାର ପ୍ରଭାବ ପଡୋଶୀ ଦେଶଗୁଡିକ ଉପରେ ପଡିଛି।…
ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ
ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଅକ୍ଟୋବର ୧୭ ସୁଦ୍ଧା ସରିବ। ତେଣୁ ନଭେମ୍ବର ୧୮ ବେଳକୁ ଏଠାରେ ମନ୍ଦିର ନିର୍ମାଣ…
ଛୁଟିରେ ଚାଲିଛି ଡ୍ରେନ୍ ନିର୍ମାଣ
ଆନନ୍ଦପୁର, ୭।୧୦ (ସ୍ବ.ପ୍ର.)- ପାର୍ବଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଛୁଟିରେ ରହିଥିବା ବେଳେ ଏହି ସମୟରେ ଖପରାଖାଇ-ଘସିପୁରା ଭିଆଇପି ରୋଡ୍ର ଡ୍ରେନ୍ ନିର୍ମାଣ କାର୍ଯ୍ୟ ଅବାଧରେ ଚାଲିଥିବା ଅଭିଯୋଗ ହେଉଛି। ଯନ୍ତ୍ରୀଙ୍କ ତଦାରଖ ବିନା ଚାଲିଥିବା ନିର୍ମାଣ କାର୍ଯ୍ୟର ସ୍ବଚ୍ଛତା…
Archives


