ଓଳଗରେ ବାଡ଼ି, ଖଣ୍ଡା ପୂଜା
ଆରଡ଼ି, ୭।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବଡ଼ଓଳଗ ଓ ସାନଓଳଗରେ ବିଲ୍ବବରଣଠାରୁ ଚାଲିଛି ମା’ ଦୁର୍ଗାଙ୍କ ପୂଜା। ସୋମବାର ମହାନବମୀରେ ମା’ଙ୍କ ପାଖରେ ଚଣ୍ଡି ଓ ହୋମ କରାଯାଇଥିଲା। ଏଠାରେ ମଣ୍ଡପରେ ରଖାଯାଇ ପୂଜା ହେଉଥିବା ବାଡ଼ି ଓ…
ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧଦେବ ଗିରଫ: ବନ୍ଧୁକ, ଗୁଳି, ମୋବାଇଲ ଜବତ
ବରଗଡ଼ ଅଫିସ,୭।୧୦: ବରଗଡ଼ ଟାଉନ ଥାନା ପୋଲିସ ସୋମବାର ସହର ଉପକଣ୍ଠ ଘୁଲିପାଲି ନିକଟରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ଧୁଲୁଣ୍ଡାଗ୍ରାମର ଚିଆଁ ଓରଫ ବୁଦ୍ଧଦେବ ବିଶ୍ବାଳ(୩୬)। ତାଙ୍କ ନିକଟରୁ…
ବେଆଇନ ବାଲି ଚାଲାଣ: ୨ ଗାଡ଼ି ଜବତ
ଆନନ୍ଦପୁର, ୭।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ପଞ୍ଚୁପଲ୍ଲୀଠାରେ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ୨ଟି ଟ୍ରାକ୍ଟର ଜବତ କରାଯାଇଛି। ବାଲି ଚୋରା ଚାଲାଣ ସମ୍ପର୍କରେ ସୂଚନା ପାଇ ଆନନ୍ଦପୁର ତହସିଲଦାର…
ବଜ୍ରପାତରେ ଗାଈ ଜଗୁଆଳି ମୃତ
ଲଖନପୁର, ୭।୧୦(ଡି.ଏନ୍.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ଗାଈ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲିଆବାହାଳ ଗ୍ରାମର ଡୋଲାମଣି ବାଗ(୫୫)। ସୂଚନାଥାଉକି, ଡୋଲାମଣି ପ୍ରତିଦିନ ଭଳି ଗତ ରବିବାର ଗାଈ ଚରାଇବାକୁ ଯାଇଥିଲେ। ଗାଈଚରାଇ ଅପରାହ୍ନରେ…
ଯେଉଁଠି ଦଶହରାରେ ରାବଣଙ୍କୁ ପୂଜା କରାଯାଏ
ଦେଶର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ବିଶ୍ବାସ ରହିଛି ରାବଣପୋଡି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ସେଥିପାଇଁ ପୂଜା ମଣ୍ଡପଗୁଡିକ ପ୍ରତିକାତ୍ମକ ରାବଣ କରି ଦହନ…
ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମଙ୍ଗଳା
କାକଟପୁର, ୭।୧୦(ଡି.ଏନ୍.ଏ.): ସୋମବାର ପୀଠେ ଦଶହରା ପାଳନ ଅବସରରେ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳା ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବ୍ରାହ୍ମ ମୁହୂର୍ତ୍ତରେ ମନ୍ଦିର ଫିଟାଯାଇ ମଙ୍ଗଳ ଆଳତି, ମାଜଣା ପରେ ମା’ଙ୍କ ମୁଖରାବିନ୍ଦକୁ ଚନ୍ଦନ ବେଶ…
ମା’ ସପ୍ତଫେଣୀଙ୍କ ନବରାତ୍ର ପୂଜା
କଣ୍ଟାପଡ଼ା,୭।୧୦(ଡି.ଏନ୍.ଏ.): କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ଉରାଢ଼ ଗ୍ରାମର ଶକ୍ତିପୀଠ ମା’ ସପ୍ତଫେଣୀଙ୍କ ପୀଠରେ ନବରାତ୍ର ପୂଜା ସୋମବାର ଉଦ୍ଯାପିତ ହୋଇଯାଇଛି। ଗତ ରବିବାରଠାରୁ ଉକ୍ତ ଶକ୍ତିପୀଠରେ ପ୍ରତିଦିନ ମା’ଙ୍କର ଭିନ୍ନଭିନ୍ନ ବେଶ କରାଯାଉଥିବା ବେଳେ ଅଷ୍ଟମୀ ମଧ୍ୟରାତ୍ରିରେ ଚଣ୍ଡୀପାଠ କରାଯାଇଥିଲା। ନବରାତ୍ରର…
ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ:ଭିଏଚ୍ପି
କୋଲକାତା,୭।୧୦:ଦୁର୍ଗାପୂଜା ଅବସରରେ କୋଲକାତା ପୂଜା ମଣ୍ଡପରେ ପୂଜା କରିବାକୁ ନେଇ ତୃଣମୂଳ କଂଗ୍ରେସ ଏମ୍ପି ନୁଶରତ୍ ଜହାଁ ପୁଣି ଚର୍ଚ୍ଚାରେ ଅଛନ୍ତି। ଏହାକୁ ନେଇ ବହୁ ମୁସଲମାନ ସଂଗଠନ ଆପତ୍ତି ଉଠାଇଛନ୍ତି। ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ ବୋଲି ବିଶ୍ୱ…
ସିମୁଳିଆରେ ଜମୁଛି ପୂଜା
ସିମୁଳିଆ, ୭।୧୦ (ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୫ଟି ମଣ୍ଡପରେ ଶାରଦୀୟ ଦୁର୍ଗା ପୂଜା ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହେଉଛି। ବିଭିନ୍ନ ସ୍ଥାନରେ ସୁନ୍ଦର ତୋରଣ ସାଙ୍ଗକୁ ଅତ୍ୟାଧୁନିକ ଆଲୋକମାଳା ବେଶ୍ ଆକର୍ଷଣୀୟ ହୋଇଛି। ଏହି ଅଞ୍ଚଳରେ ପୂଜା…
ସରକାରଙ୍କୁ ମିଳିଲା ସ୍ବିସ୍ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର
ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା କୁହାଯାଉଛି। ସ୍ବିଜରଲାଣ୍ଡ ସରକାର ଭାରତ ସରକାରଙ୍କୁ ସ୍ବିସ ବ୍ୟାଙ୍କରେ ଅର୍ଥ ଜମା ରଖିଥିବା ଭାରତୀୟଙ୍କର…
ମୋବାଇଲ ଟାୱାର ସ୍ଥାପନ ନଁ।ରେ ଠକେଇ: ୪ ଗିରଫ, ନକଲି ନୋଟ ଜବତ
ବାରିପଦା ଅଫିସ, ୭।୧୦- ମୋବାଇଲ ଟାଓ୍ବାର ସ୍ଥାପନ ନଁ।ରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଲେଖ ଚନ୍ଦ୍ର ପଲେଇ, ଶାନ୍ତିଲତା ଦାସ, ଶେଖ୍ ସରଜୁଲ ଓ ଶେଖ୍…
ଅନୁଷ୍କା ଶର୍ମା ନୁହେଁ, ଏହି ଅଭିନେତ୍ରୀଙ୍କ ଫିଲ୍ମ ଦେଖିବାକୁ ପସନ୍ଦ କରନ୍ତି ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଯଦିଓ ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିଛନ୍ତି, କିନ୍ତୁ ତାଙ୍କୁ ଡେଟିଂ କରିବା ପୂର୍ବରୁ ସେ ବଲିଉଡର ଆଗଧାଡିର ନାୟିକା କ୍ୟାଟ୍ରିନା କୈଫଙ୍କ ଫିଲ୍ମ ଦେଖିବାକୁ ପାଗଳ ଥିଲେ। ଏହାସହ କରିନା…
Archives


