ନବମୀରେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା
ବୈଶିଙ୍ଗା, ୭।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୭ ପଞ୍ଚାୟତରେ ଚଳିତବର୍ଷ ୧୮ଟି ମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସୋମବାର ନବମୀ ଅବସରରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ୪୫ବର୍ଷରେ…
୮୦୩ କିଲୋଗ୍ରାମ୍ ଓଜନର ବୃହତ୍ କଖାରୁ ଉତ୍ପାଦନ କରିଥିବା ଚାଷୀଙ୍କୁ ଲକ୍ଷେ ୬୦ ହଜାର ପୁରସ୍କାର
ଟରୋଣ୍ଟୋ,୭।୧୦: କାନାଡ଼ାରେ ଜଣେ ଚାଷୀ ୮୦୩.୫୪ କିଲୋଗ୍ରାମ୍ ଓଜନର ବୃହତ୍ କଖାରୁ ଉତ୍ପାଦନ କରି ଲକ୍ଷେ ୬୦ ହଜାର ଟଙ୍କାର ପୁରସ୍କାର ଜିଣିଛନ୍ତି। ସ୍ଥାନୀୟ ବୁଶ୍ କାଉଣ୍ଟିସ୍ଥିତ ପୋର୍ଟ ଏଲଗିନ୍ ଗାଁରେ ଆୟୋଜିତ ହୋଇଥିବା ୩୩ତମ କଖାରୁ ଉତ୍ସବରେ କେମରୋନ୍ର ଚାଷୀ…
ସମୁଦ୍ରରେ ବୁଡିଯାଉଥିବା ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କଲେ ଚୋରା ଚାଲାଣକାରୀ ଦଳ
ମାଡ୍ରିଡ,୭।୧୦: ସ୍ପେନର ଦକ୍ଷିଣ ସମୁଦ୍ରରେ ଶୁକ୍ରବାର ଏକ ଫିଲ୍ମର ଦୃଶ୍ୟ ଭଳି ଘଟଣା ନଜର ଆସିଥିଲା। ସମୁଦ୍ର ମଧ୍ୟରେ ଗୋଟିଏ ବୋଟ୍ରେ ଏକ ଚୋରାଚାଲାଣକାରୀ ଦଳଙ୍କୁ ପିଛା କରୁଥିବା ସୁରକ୍ଷାକର୍ମୀଙ୍କ ବୋଟ୍ଟି ବୁଡିଯିବା ଦେଖିବାକୁ ମିଳିଥିଲା। ତେବେ ଉଭୟଙ୍କ ଭିତରେ କିଛି…
ନିଜ ବିବାହକୁ ନେଇ ଫିଲ୍ମ ନିର୍ମାଣ କରିବେ ପ୍ରିୟଙ୍କା
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଆସିଛନ୍ତି। ବିବାହ ପରେ ପ୍ରାୟତଃ ସ୍ବାମୀ ନିକ୍ ଜୋନାସ୍ଙ୍କ ସହ ଆମେରିକାରେ ରହୁଥିବା ପ୍ରିୟଙ୍କା ନିଜ ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍ ପିଙ୍କ୍’ର ପ୍ରମୋଶନ ପାଇଁ ଭାରତରେ ଅଛନ୍ତି। ସେ ଆଗାମୀ…
‘ଲାଲ କପ୍ତାନ’ର ପୋଷ୍ଟର ରିଲିଜ୍: ଦଶାନନ ଅବତାରରେ ସୈଫ୍
ସୈଫ୍ ଅଲ୍ଲୀ ଖାନ୍ଙ୍କ ଅଭିନୀତ ଫିଲ୍ମ ‘ଲାଲ କପ୍ତାନ’ର ଏକ ନୂଆ ପୋଷ୍ଟର ରିଲିଜ୍ ହୋଇଯାଇଛି। ଦଶହରାର ଗୋଟିଏ ଦିନ ପୂର୍ବରୁ ରିଲିଜ୍ ହୋଇଥିବା ଏହି ପୋଷ୍ଟରରେ ସୈଫ୍ଙ୍କୁ ଦଶାନନ ଅବତାର ଅର୍ଥାତ୍ ୧୦ଟି ମୁଣ୍ଡ ଥିବା ଲୁକ୍ରେ ଦେଖିବାକୁ ମିଳୁଛି।…
ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ
ବାସୁଦେବପୁର,୭।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ପଢୁଅଁ। ବଜାରରେ ବେଆଇନ ଭାବେ ଜୁଆଖେଳ ଚାଲିଥିବାବେଳେ ପୋଲିସ ଚଢ଼ାଉ କରିଛି। ପୋଲିସ ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ ପଢୁଆ ଗ୍ରାମର କୁନା ମଳିକ, ଯୋଗେନ୍ଦ୍ର କୁମାର ମଳିକ ଓ…
ଶ୍ରଦ୍ଧାଳୁଙ୍କ ଟାର୍ଗେଟ୍ରେ ଲୁଟେରା
ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ମା’ ଜଗଜ୍ଜନନୀଙ୍କୁ ଦର୍ଶନ କରିବା ପାଇଁ ସବୁଠି ଭକ୍ତଙ୍କ ଭିଡ଼ ଲାଗିଛି। ଆଉ ସେପଟେ ଶ୍ରଦ୍ଧାଳୁଙ୍କ ଟାର୍ଗେଟ୍ କରୁଛନ୍ତି ଲୁଟେରା। ସମସ୍ତ ପୂଜା ମଣ୍ଡପରେ ମାଳ ମାଳ ସିସିଟିଭି ଲାଗିବା ସତ୍ତ୍ୱେ ଲୁଟେରାଙ୍କ ରାଜ୍ ଚାଲିଛି। ରାଜଧାନୀର ନୟାପଲ୍ଲୀ…
ଆଜି ମା’ଙ୍କ ମହାନବମୀ ପୂଜା
ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ସୋମବାର ପୂଜା ମଣ୍ଡପଗୁଡ଼ିକରେ ଉତ୍ସାହର ସହ ଚାଲିଛି ଜଗଜ୍ଜନନୀ ମା’ ଦୁର୍ଗାଙ୍କ ମହାନବମୀ ପୂଜା। ପ୍ରାତଃ ୫ଟା ୩୨ରେ ମଙ୍ଗଳ ଆଳତି, ପ୍ରାତଃ ୬ରୁ ୮ଟା ୫ପର୍ଯ୍ୟନ୍ତ ସୂର୍ଯ୍ୟପୂଜା, ସାଢ଼େ ୮ଟାରୁ ମହାନବମୀ ବିହିତ ପୂଜାରମ୍ଭ ହୋଇଥିଲା। ଏହା…
‘ଦବଙ୍ଗ-୩’ର ଶୁଟିଂ ଶେଷ: ଏହି ଅବସରରେ ବିନୋଦଙ୍କୁ ମନେପକାଇଲେ ସଲ୍ମାନ
ବଲିଉଡ୍ ଇଣ୍ଡଷ୍ଟ୍ରିର ଦବଙ୍ଗ ଖାନ୍ ସଲମାନ୍ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’ର ଶୁଟିଂ ଇତିମଧ୍ୟରେ ଶେଷ ହୋଇଛି। ସଲ୍ମାନ୍ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଶେୟାରକରି ଏହା ଜଣାଇଛନ୍ତି। ଭିଡିଓରେ ସେ ଫିଲ୍ମର ସମସ୍ତ କଳାକାରଙ୍କ ସହ ନଜର…
ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼
ପୁରୀ ଅଫିସ,୭।୧୦: ଶାରଦୀୟ ଦଶହରା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବିଭିନ୍ନ ଶକ୍ତିପୀଠ ଏବଂ ପୂଜାମଣ୍ଡପରେ ମା’ଙ୍କୁ ଆବାହନୀ କରାଯାଉଛି। ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଛି। ସୋମବାର ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ନବମୀ ପୂଜା ଚାଲିଛି। ଏପଟେ…
ବିଦେଶରେ ବି ସାଥିରେ ରହିବେ ଏସ୍ପିଜି ସୁରକ୍ଷାକର୍ମୀ: ଅମାନ୍ୟ କଲେ ଯାତ୍ରା ହେବ ରଦ୍ଦ
ନୂଆଦିଲ୍ଲୀ,୭।୧୦: ଏଣିକି ବିଦେଶ ଗସ୍ତ ସମୟରେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ଏସ୍ପିଜି ସୁରକ୍ଷାକର୍ମୀ ରହିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସ୍ପେଶାଲ ପ୍ରୋଟେକସନ୍ ଗ୍ରୁପ୍(ଏସ୍ପିଜି) ସୁରକ୍ଷା ପାଉଥିବା ବ୍ୟକ୍ତି ବିଦେଶ ଗସ୍ତ କଲେ…
ପୂଜା ମଣ୍ଡପରେ ଭକ୍ତଙ୍କୁ ଚାରା ବଣ୍ଟନ
ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ପରିବେଶ ସନ୍ତୁଳନ ରହିଲେ ମାନବଜାତି ଶୃଙ୍ଖଳିତ ଜୀବନଯାପନ କରିପାରିବ। ଏଥିପାଇଁ ପର୍ଯ୍ୟାପ୍ତ ପରିମାଣର ବୃକ୍ଷରୋପଣ ଜରୁରୀ ହୋଇପଡ଼ିଛି। ଏଭଳି ବାର୍ତ୍ତା ଦେଇ ଭକ୍ତଙ୍କୁ ଚାରା ବଣ୍ଟନ କରୁଛି ଚକେଇସିଆଣି ଦୁର୍ଗା ପୂଜା ସମିତି। ବାତ୍ୟା ‘ଫନୀ’ରେ ପୁରୀ, କଟକ…
Archives


