Home

ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଲେଣି ମୋଦି-ଶାହ ଯୋଡି

ପୁଣେ,୭।୧୦: ଗତ ଲୋକ ସଭା ନିର୍ବାଚନରେ ବହୁମତରେ ବିଜୟ ଲାଭ କରିଥିବା ଭାଜପା ସରକାର ଏବେ ପ୍ରଥମ ପରୀକ୍ଷା ଦେବାକୁ ପ୍ରସ୍ତୁତ ହୋଇଥିବା ଆଲୋଚନା ହେଉଛି। ବିଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଯୋଡି…

୩୦ରୁ ଅଧିକ ବର୍ଷ ଧରି ମୁସଲମାନ ପରିବାର ରାମଲୀଳାରେ ବିଭିନ୍ନ ଚରିତ୍ରରେ କରୁଛନ୍ତି ଅଭିନୟ

ଚଣ୍ଡିଗଡ଼,୭।୧୦: ଭାରତରେ ବିଭିନ୍ନତା ମଧ୍ୟରେ ରହିଛି ଏକତା। ଏହାର ଉଦାହରଣ ପାଲଟିଛି ହରିୟାଣା ଆଦମ୍‌ପୁରରେ ଥିବା ଗଣେଶ ରାମଲୀଳା। ଏହି ରାମଲୀଳା ଦଳରେ ଏକ ମୁସଲମାନ ପରିବାରର ୬ ଜଣ ସଦସ୍ୟ ରାମାୟଣର ବିଭିନ୍ନ ଚରିତ୍ରରେ ଦୀର୍ଘ ୩୦ରୁ ଅଧିକ ବର୍ଷ…

ମହାରାଷ୍ଟ୍ର ସରକାରଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ବଡ଼ ଝଟକା

ମୁମ୍ବାଇ,୭।୧୦: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ମେଟ୍ରୋ ପ୍ରୋଜେକ୍ଟ ପାଇଁ ଆରେ କଲୋନୀରେ ଗଛ କଟା ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏନେଇ ସୋମବାର ସୁପ୍ରିମକୋର୍ଟ ଶୁଣାଣି କରି ମହାରାଷ୍ଟ୍ର ସରକାରଙ୍କୁ ବଡ଼ ଝଟକା ଦେବା ସହ ଗଛ କଟା ଉପରେ…

ବରଫପାତରେ ଗରବା କରୁଥିବା ସେନା କର୍ମଚାରୀଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୭।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ କେନ୍ଦ୍ରୀୟ ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଟୁଇଟରରେ ବରଫପାତରେ ମନ ଖୁସିରେ ଗରବା ନାଚ କରୁଥିବା କିଛି ସେନା କର୍ମଚାରୀଙ୍କ ଭିଡ଼ିଓ ଅପଲୋଡ୍‌ କରିଛନ୍ତି। ଏହି ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି।…

ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ପାଇଁ ଭଟକଲ ବନ୍ଧୁଙ୍କ ସହାୟତା ଲୋଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୭।୧୦: ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ୨୦୦୮ଠାରୁ ପାକିସ୍ତାନରେ ଆଡ୍ଡା ଜମେଇ ବସିଥିବା ଇଣ୍ଡିଆନ୍‌ ମୁଜାହିଦ୍ଦିନ୍‌ ସଂଗଠନର ସଂସ୍ଥାପକ ରିୟାଲ ଭଟକଲ ଏବଂ ଇକବାଲ୍‌ ଭଟକଲଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦାୟିତ୍ୱ…

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ କୃଷ୍ଣଗର୍ତ୍ତ(ବ୍ଲାକ ହୋଲ)ର ଚିତ୍ର ଉତ୍ତୋଳନ କରିଥିଲେ। କୃଷ୍ଣଗର୍ତ୍ତର ବସ୍ତୁତ୍ୱ ଅତି ବେଶି ହୋଇଥିବାରୁ ଏହାର…

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ ଆକ୍ସନ୍‌ ଟାସ୍କ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏଥିରେ ଦର୍ଶାଯାଇଛି…

ରାତିଅଧିଆ ପେଣ୍ଡାଲ ବୁଲା

ଭୁବନେଶ୍ୱର,୭।୧୦(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସ୍ଥାନରେ ଚଳିତବର୍ଷ ଛୋଟବଡ଼ ୧୭୧ ମେଢ଼ ହୋଇଥିବାବେଳେ ଅଧିକାଂଶ ପୂଜାମଣ୍ଡପର ତୋରଣ ନିଆରା ଥିମ୍‌ରେ ତିଆରି ହୋଇଛି। ସେଥିମଧ୍ୟରୁ ନୟାପଲ୍ଲୀ, ଶହୀଦନଗର, ଝାରପଡ଼ା, ଷ୍ଟେଶନବଜାର ଓ ରସୁଲଗଡ଼ ପୂଜାମଣ୍ଡପ ତୋରଣର କ୍ରେଜ୍‌ ଟିକେ ଅଧିକ ରହିଛି।…

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ ସାହୁ (୩୬) ଓ ତୁଷୁରାବାହାଲର ତୁଳାରାମ ସାହୁ(୨୬)ଙ୍କ ମୃତ୍ୟୁ ଘଟିଛି। ଉଭୟେ ଏକ ଅଟୋ…

ଅଣ୍ଟା ଯନ୍ତ୍ରଣାର ଘରୋଇ ଉପଚାର

-ବସିବା ସମୟରେ ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବା ସହ ଅଣ୍ଟା ଉପରେ ଚାପ ପଡ଼ିବ ନାହିଁ। -ଉଠିବା ସମୟରେ ସତର୍କତାର ସହ ଉଠନ୍ତୁ। ଯଦି ଟିକେ ଏପଟ ସେପଟ ହୋଇଗଲା ତେବେ ଅଣ୍ଟା ଉପରେ ପ୍ରେସର ପଡ଼ିବା ସହ…

ହୃଦ୍‌ରୋଗ

”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର ରନ୍ଧ୍ରକୁ ସଂକୁଚିତ କରିଦିଏ। ଫଳରେ ରକ୍ତ ସରବରାହ ବ୍ୟାହତ ହୋଇ ଜାତ ହୁଏ ହୃଦ୍‌ରୋଗ।…

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ବୈଠକ: ପାଣ୍ଠି ପ୍ରସଙ୍ଗ ଉଠାଇଲେ ରାଜ୍ୟ

ନୂଆଦିଲ୍ଲୀ,୭ା୧୦(ପି.ଟି.): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପ୍ରସ୍ତାବିତ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତା ଲାଗି ବିଭିନ୍ନ ରାଜ୍ୟ ପାଣ୍ଠି ପ୍ରସଙ୍ଗ ଉଠାଇଛନ୍ତି। ସରକାରଙ୍କ ଚିଠା ନୀତିରେ କେତେକ ଭଲ ପ୍ରସ୍ତାବ ରହିଥିଲେ ହେଁ ଏହାକୁ କାର୍ଯ୍ୟକାରୀ କରିବା ଲାଗି ପାଣ୍ଠି ଯୋଗାଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri