ଗଙ୍ଗାଧର ମେହେର ପ୍ରତିଷ୍ଠାନର ନୂଅଁ।ଖାଇ ଭେଟ୍ଘାଟ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଗଙ୍ଗାଧର ମେହେର ପ୍ରତିଷ୍ଠାନ ଓ ଇନ୍ଟାକର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନୂଅଁାଖାଇ ଭେଟ୍ଘାଟ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଇନ୍ଟାକର ଅଧ୍ୟକ୍ଷ ଅମିୟ ଭୂଷଣ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ନରେନ୍ଦ୍ର…
ରାତୁଲଙ୍କ ଇଡି ରିମାଣ୍ଡ ୫ ଦିନ ବଢ଼ିଲା
ନୂଆଦିଲ୍ଲୀ,୧୨ା୯(ପି.ଟି.): ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କ ଇଡି ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ବୁଧବାର ଆଉ ୫ ଦିନ ବୃଦ୍ଧି କରିଛନ୍ତି। ଗତ ୪…
ବ୍ୟାଗ୍ ଓଜନ ଯାଞ୍ଚ କଲେ ସ୍ବତନ୍ତ୍ର ସ୍କ୍ବାଡ୍
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍କୁଲରେ ବୁଧବାର ସ୍ବତନ୍ତ୍ର ସ୍କ୍ବାଡ୍ ପକ୍ଷରୁ ଅଚାନକ ପରିଦର୍ଶନ ହୋଇଥିଲା। ସ୍କୁଲ ବ୍ୟାଗ୍ ଓଜନ ତଦାରଖ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏହି ସ୍କ୍ବାଡ୍ ସ୍କୁଲ ଯାଇ ପିଲାମାନଙ୍କ ବ୍ୟାଗ୍ ଯାଞ୍ଚ କରିଥିଲେ। ଜିଲା…
‘ମୋ ସରକାର’ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ଏତଲାକାରୀଙ୍କଠାରୁ ରିପୋର୍ଟ ନେଲେ କମିଶନର
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମରେ ସବୁ ଜିଲାରେ ରହିଥିବା ଥାନା ଓ ମେଡିକାଲକୁ ଆସୁଥିବା ଜନସାଧାରଣଙ୍କ ସହ ଫୋନ ଜରିଆରେ ମୁଖ୍ୟମନ୍ତ୍ରୀ କଥାହୋଇ ସମସ୍ୟା ସମ୍ପର୍କରେ ଅବଗତ ହେବେ।…
‘ନ୍ୟାୟ କିଣାଯାଇପାରିବନି’
ନୂଆଦିଲ୍ଲୀ,୧୨ା୯(ପି.ଟି.): ନ୍ୟାୟକୁ ଏଭଳି ଢଙ୍ଗରେ କିଣାଯାଇପାରିବ ନାହିଁ ବୋଲି ବୁଧବାର ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାର ଶୁଣାଣି ବେଳେ ଉତ୍ତେଜିତ ସୁପ୍ରିମକୋର୍ଟ ଖଣ୍ଡପୀଠ କହିଛନ୍ତି। କଳାଧନ ଆଇନ ସମ୍ପର୍କିତ ଏକ ମାମଲାରେ ଖଣ୍ଡପୀଠ ଅଭିଯୁକ୍ତ ଗୌତମ ଖୈତାନଙ୍କ ଉପରେ ବର୍ଷିଥିଲେ। ୨୦୧୬ର…
ପ୍ରଫେସର ସୁନୀଲ ଷଡ଼ଙ୍ଗୀ ପାଇବେ ବିଶ୍ୱେଶ୍ୱରାୟା ସମ୍ମାନ
କଟକ ଅଫିସ, ୧୨।୯: ଏନ୍ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ଆଇଆଇଟି ଖଡ଼ଗପୁରରୁ ମେକାନିକାଲ ଇଞ୍ଜିନିୟରିଂରେ ଅନର୍ସ ସହିତ…
ଆସାମରେ ୧୩ ହଜାର କୋଟି ନିବେଶ କରିବ ଓଏନ୍ଜିସି
ନୂଆଦିଲ୍ଲୀ,୧୨-୯: ତୈଳ ଏବଂ ପ୍ରାକୃତିକ ବାଷ୍ପ ନିଗମ(ଓଏନ୍ଜିସି) ଆସାମରେ ୧୩ ହଜାର କୋଟି ଟଙ୍କା ନିବେଶ କରିବ। ଏହି ଅର୍ଥରେ କମ୍ପାନୀ ଆସନ୍ତା ୫ ବର୍ଷରେ ରାଜ୍ୟରେ ୨୨୦ ତୈଳ କୂପ ଖୋଳିବ। କମ୍ପାନୀ ପକ୍ଷରୁ ବୁଧବାର ଏ ସମ୍ପର୍କରେ ଉଲ୍ଲେଖ…
କୋମାରେ ପ୍ରି-ପେଡ୍, ପିଙ୍କ୍ ଅଟୋ ସେବା
ଭୁବନେଶ୍ୱର, ୧୨।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଏବେ ଲୋକଙ୍କ ପ୍ରଥମ ପସନ୍ଦ ପାଲିଟିଛି ପବ୍ଲିକ୍ ଟ୍ରାନ୍ସପୋର୍ଟ ବା ସାଧାରଣ ପରିବହନ ବ୍ୟବସ୍ଥା। ନିଜ ଗାଡ଼ି ଧରି ଯିବା ଅପେକ୍ଷା ଲୋକେ ବସ୍ କିମ୍ବା ଅଟୋ ଭଳି ପବ୍ଲିକ୍…
୩୦ ତାଲିବାନ ଆତଙ୍କବାଦୀ ନିହତ
କାବୁଲ,୧୨ା୯(ଆଇଏଏନ୍ଏସ୍): ଆଫଗାନିସ୍ତାନର ଟଖର ପ୍ରଦେଶରେ ଆକାଶମାର୍ଗରୁ ଗ୍ରେନେଡ୍ ମାଡ଼ରେ ୩୦ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଅନ୍ୟ ୩୦ ଆତଙ୍କବାଦୀ ଆହତ ହୋଇଥିବା ଗୋଇନ୍ଦା ସୂଚନା ମିଳିଛି। ଆଫ୍ଗାନ ସଶସ୍ତ୍ର ବଳ ରକେଟ୍ ଗ୍ରେନେଡ୍ରେ ଆକାଶମାର୍ଗରୁ ଆତଙ୍କବାଦୀଙ୍କୁ ଟାର୍ଗେଟ କରିଥିଲେ।…
ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ମୁକ୍ତ ହେବ ରେଳପଥ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ପୂର୍ବତଟ ରେଳପଥକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବାକୁ ବୁଧବାର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳସଦନରେ ସମସ୍ତ କର୍ମଚାରୀମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ପୂର୍ବରୁ ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ରେନ, ଷ୍ଟେଶନ ଓ କାର୍ଯ୍ୟାଳୟ ପରିସରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ…
ପ୍ରଥମ ଅନ୍ଅଫିସିଆଲ ଟେଷ୍ଟ: ବୃହତ୍ ବିଜୟର ନିକଟତର ଭାରତ ଏ’
ଥିରୁଭାନନ୍ତପୁରମ,୧୨।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍ ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ପ୍ରଥମ ଅନ୍ ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଘରୋଇ ଭାରତ ଏ’ ବୃହତ୍ ବିଜୟର ନିକଟତର ହୋଇଛି। ତୃତୀୟ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିଲେ…
ଏଲ୍ଓସିରେ ପାକ୍ ସେନାର ଏଫ୍ଏମ୍ ଟ୍ରାନ୍ସମିଶନ ଷ୍ଟେଶନ: ଆତଙ୍କବାଦୀଙ୍କ ସହ କୋଡ୍ରେ ଯୋଗସୂତ୍ର
ନୂଆଦିଲ୍ଲୀ,୧୨ା୯(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରରେ ଆକ୍ରମଣ ଘଟାଇ ଅସ୍ଥିରତା ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ପାକିସ୍ତାନୀ ସେନା ଉପତ୍ୟକାରେ ଥିବା ଆତଙ୍କବାଦୀମାନଙ୍କୁ ଏଥିଲାଗି ଉସୁକାଉଛି। ସେମାନଙ୍କ ସହ ଯୋଗାଯୋଗର ମାଧ୍ୟମ ଭାବେ ଏଫ୍ଏମ୍ ଟ୍ରାନ୍ସମିଶନର କୋଡ୍କୁ ବ୍ୟବହାର କରୁଛି। ଭାରତୀୟ ଗୋଇନ୍ଦା…
Archives


