Home

ନଜରବନ୍ଦୀ ପରେ ପ୍ରଥମ ଥର ଫାରୁକଙ୍କ ସହ ସାକ୍ଷାତ୍‌ କଲେ ୧୫ ଏନ୍‌ସି ନେତା

ଜମ୍ମୁ,୬।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ପ୍ରଥମଥର ଲାଗି ନ୍ୟାଶନାଲ କନଫରେନ୍ସ(ଏନ୍‌ସି)ର ୧୫ ଜଣ ନେତା ନଜରବନ୍ଦୀ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଓ ତାଙ୍କ ପତ୍ନୀ ମୌଲି ଅବଦୁଲ୍ଲାଙ୍କୁ ସାକ୍ଷାତ୍‌ କରିଛନ୍ତି। ରବିବାର ଶ୍ରୀନଗରସ୍ଥିତ ଫାରୁକ…

ଗର୍ଭାବସ୍ଥାରେ ମହିଳାମାନେ କେମିତି ଶୋଇବା ଉଚିତ୍‌ ଜାଣନ୍ତୁ

ସାଧାରଣତଃ ଗର୍ଭାବସ୍ଥାରେ ମହିଳାମାନଙ୍କର ବିଶେଷ ଯତ୍ନ ନେବାକୁ ପଡ଼ିଥାଏ। ଗର୍ଭବତୀ ମହିଳା ନିଜକୁ ସାମାନ୍ୟ ଅଣଦେଖା କଲେ ଏହାର କୁପ୍ରଭାବ ଉଭୟ ମାଆ ଓ ଗର୍ଭସ୍ଥ ଶିଶୁ ପ୍ରତି ପଡ଼ିଥାଏ। ଗର୍ଭାବସ୍ଥାରେ ପ୍ରତ୍ୟେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ଏପରିକି…

ଯେଉଁଠି ମା’ ଦୁର୍ଗାଙ୍କୁ ଚଢାଯାଏ ମଦ

ଉଜୈନ,୬।୧୦: ଏବେ ସାରା ଦେଶ ନବରାତ୍ର ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନଅ ଦିନରେ ମଧ୍ୟରେ ମା’ଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଏ। ମଧ୍ୟ ପ୍ରଦେଶର ଉଜୈନରେ ମଧ୍ୟ ନବରାତ୍ର ଖବ୍‌ ଧୂମ୍‌ଧାମ୍‌ରେ ପାଳନ କରାଯାଏ। ଏଠାରେ ଥିବା…

ରୁଷରେ ମିଳିଲା ୮୦ କୋଟି ବର୍ଷ ତଳର ବିଶେଷ ଧରଣର ହୀରା

ମସ୍କୋ,୬।୧୦: ହୀରା ସର୍ବଦା ମୂଲ୍ୟବାନ ହୋଇଥିବା ବେଳେ ତା’ର ଏକ ସ୍ବତନ୍ତ୍ର ପରିଚୟ ରହିଛି। ତେବେ ହୀରା ପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ରୁଷର ଏକ ଖଣିରୁ ଏବେ ସବୁଠାରୁ ନିଆରା କିସମର ହୀରା ମିଳିଛି। ବିଶ୍ୱରେ କେବେବି ଏମିତି…

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ଯବାନଙ୍କ ପାଲଟା ଜବାବରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ଫେରି ପଳାଇଛନ୍ତି। ପାକିସ୍ତାନ ଲଞ୍ଚ୍‌…

ସୌଦିରେ ବଦଳିଲା ନିୟମ: ହୋଟେଲରେ ଗୋଟିଏ ରୁମ୍‌ରେ ରହିପାରିବେ ଦମ୍ପତି

ରିୟାଦ୍‌,୬।୧୦: ସୌଦିରେ ପାରମ୍ପରିକ ନିୟମ ଏବେ ବଦଳିବାରେ ଲାଗିଛି। ଏଣିକି ଏଠାକାର ହୋଟେଲରେ ଦମ୍ପତି ଗୋଟିଏ ରୁମ୍‌ରେ ରହିପାରିବେ। ବିଦେଶୀ ଦମ୍ପତିଙ୍କ ପାଇଁ ଏହି ନିୟମ ଲାଗୁ ହେବ। ତେବେ ସୌଦି ଦମ୍ପତିଙ୍କୁ ଏଥି ଲାଗି ସେମାନଙ୍କର ପରିଚୟ ପତ୍ର ଦେଖାଇବାକୁ…

ବିଜୟର ନିକଟତର ଭାରତ: ଆଉ ମାତ୍ର ଦୁଇ ଉଇକେଟ ଦୂରରେ

ବିଶାଖାପାଟଣା, ୬।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତକୁ ବିଜୟ ପାଇଁ ଆଉ ଦୁଇ ଉଇକେଟ ଦୂରରେ ଅଛି। ଲଞ୍ଚ୍‌ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ୧୧୭ ରନରେ ୮ଟି ଉଇକେଟ ହରାଇଛି। ବିଜୟ ପାଇଁ ଦଳକୁ ଆଉ ୨୭୮ରନ୍‌ ଆବଶ୍ୟକ…

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ପାଇଁ ଗୁଇନ୍ଦାଗିରି କରୁଛନ୍ତି। ଆଉ ଟଙ୍କା ନେଇ ସେମାନେ ଏମିତି କରୁଛନ୍ତି…

ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍‌କୁ ସମ୍ମାନୀତ କରିବ ବାୟୁସେନା

ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର ଏହି ସମ୍ମାନ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌.…

ବିଦ୍ୟୁତ ଆଘାତରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର, ୬।୧୦(ବ୍ୟୁରୋ)- ସମ୍ବଲପୁର ଜିଲା ଯୁଯୁମୁରା ଥାନା ଧଦୁଲୁମୁଣ୍ଡା ଗ୍ରାମର ପଦ୍ମନାଭ ବିଶ୍ୱାଳଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଜିଲା ସଦର ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି…

ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ଏହାପରେ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ବିଶ୍ୱ କବି ମହାକୁମ୍ଭରେ ଯୋଗ…

ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର

କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ ଆତସାହି ଛକଠାରେ ଆକ୍ରମଣ କରିଥିଲେ। ଖବର ପାଇଁ ତାଙ୍କ ପୁଅ ଦିଲୀପ ସ୍ବାଇଁ(୩୧) ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri