ବିଦ୍ୟୁତ ଆଘାତରେ ଜଣଙ୍କ ଜୀବନ ଗଲା
ସମ୍ବଲପୁର, ୬।୧୦(ବ୍ୟୁରୋ)- ସମ୍ବଲପୁର ଜିଲା ଯୁଯୁମୁରା ଥାନା ଧଦୁଲୁମୁଣ୍ଡା ଗ୍ରାମର ପଦ୍ମନାଭ ବିଶ୍ୱାଳଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଜିଲା ସଦର ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି…
ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ଏହାପରେ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ବିଶ୍ୱ କବି ମହାକୁମ୍ଭରେ ଯୋଗ…
ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର
କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ ଆତସାହି ଛକଠାରେ ଆକ୍ରମଣ କରିଥିଲେ। ଖବର ପାଇଁ ତାଙ୍କ ପୁଅ ଦିଲୀପ ସ୍ବାଇଁ(୩୧) ଏବଂ…
କଟା ହେଲା ଗଛ: ଭଙ୍ଗା ବସା ପାଖରେ ୨ଦିନ ବସି ରହିଲା ମା’ ପକ୍ଷୀ; ଭିଡ଼ିଓ ଭାଇରାଲ
ମୁମ୍ବାଇ,୬।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କଟା ଜାରି ରହିଛି। ଏହାଦ୍ୱାରା ଘଛରେ ଥିବା ଶହେରୁ ଅଧିକ ପକ୍ଷୀ ବସା ଭାଙ୍ଗି ଯାଇଛି। ତେବେ ଏକ ମାର୍ମିକ ଫଟୋ ଓ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…
ପୁରୁଷ କ୍ରିକେଟରଙ୍କୁ ପଛରେ ପକାଇଲେ ହରମନପ୍ରୀତ କୌର
ସୁରତ,୬।୧୦:ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ୬ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ଶେଷ ମ୍ୟାଚରେ ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଇତିହାସ ରଚିଛନ୍ତି। ସୁରତରେ ଖେଳାଯାଉଥିବା ଏହି ମ୍ୟାନ୍ଟି ହରମନପ୍ରୀତଙ୍କ ୧୦୦ତମ ଟି-୨୦ ମ୍ୟାଚ୍ ଥିଲା। ଟି-୨୦ରେ ୧୦୦…
ପାକିସ୍ତାନରେ ପୋଲିଓ ଆତଙ୍କ
ଇସ୍ଲାମାବାଦ,୬।୧୦: ଚଳିତ ବର୍ଷ ପାକିସ୍ତାନରେ ପୋଲିଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି ବୋଲି ଜଣାପଡିଛି। ଏବେ ସୁଦ୍ଧା ସେଠାରେ ୭୨ ପୋଲିଓ ରୋଗୀ ଚିହ୍ନଟ ହୋଇ ସାରିଲେଣି। ନିକଟରେ ସିନ୍ଧ ଓ ବେଲୁଚିସ୍ତାନରୁ ୨ଟି ନୂଆ ପୋଲିଓ ରୋଗୀ ଚିହ୍ନଟ ହୋଇଥିବା କହିଛି…
ତେଜସ୍ବିନୀଙ୍କ ସାହସର ଗାଥା: ରୋଡ୍ ରୋମିଓଙ୍କୁ ଟେକି କଚାଡ଼ିଥିଲେ ବବିନା, ମହଙ୍ଗା ପଡ଼ିଲା ଚିନ୍ମୟୀଙ୍କଠାରୁ ଛିନତାଇ
ନାରୀ କେବେ ଲଜ୍ଜାର ଗହଣା ପିନ୍ଧା ଲାଜକୁଳୀ ଲତା ତ କେବେ ମମତାମୟୀ ମା’। କେବେ ପୁଣି ସେ ଧୈର୍ଯ୍ୟ ଓ ସହନଶୀଳତାର ଜୀବନ୍ତ ପ୍ରତିମା। ହେଲେ ଯେବେ ତା’ ଧୈର୍ଯ୍ୟର ବନ୍ଧବାଡ ଭାଙ୍ଗେ ସେ ନେଇପାରେ ଉଗ୍ରରୂପ। ଆଉ ତା’…
ଅଶ୍ୱିନ୍ ରଚିଲେ ଇତିହାସ
ବିଶାଖାପାଟଣା,୬।୧୦: ପାଖାପାଖି ବର୍ଷେ ପରେ ଟେଷ୍ଟ କ୍ରିକେଟକୁ ଫେରିଥିବା ରବିଚନ୍ଦ୍ରନ ଅଶ୍ୱିନ ଇତିହାସ ରଚିଛନ୍ତି। ବିଶାଖାପାଟଣାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟର ଶେଷ ଦିନରେ ଡି ବ୍ରାଏନ୍ଙ୍କ ଉଇକେଟ ନେଇ ଟେଷ୍ଟରେ ଦ୍ରୁତତମ ୩୫୦ ଉଇକେଟ ନେବାରେ ସେ…
ମହାକାଶ ଇତିହାସରେ ପ୍ରଥମ ଘଟଣା: ଅକ୍ଟୋବର ୨୧ରେ ସ୍ସେସ୍ ଓ୍ବାକ୍ କରିବେ ୨ ମହିଳା
ଓ୍ବାଶିଂଟନ,୬।୧୦: ମହାକାଶ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ଅକ୍ଟୋବର ୨୧ରେ ୨ ଜଣ ମହିଳା ମହାକାଶଚାରୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ବାହାରେ ସ୍ପେସ୍ ଓ୍ବାକ୍ କରିବେ। ମହାକାଶଚାରୀ ଜେସିକା ମୀର୍ ଏବଂ କ୍ରେଷ୍ଟିନା କୋଚ୍ ମହାକାଶ କେନ୍ଦ୍ରର ବାହାରେ…
ଦୁର୍ଗାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୬।୧୦: ସାରା ଦେଶରେ ଏବେ ପାର୍ବଣର ମାହୋଲ। ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି। ଅସତ୍ୟ ଉପରେ ସତ୍ୟର ଜୟ ସ୍ବରୂପ ଏହି ପୂଜା ପାଳନ କରାଯାଉଥିବା ବେଳେ…
ପିଏମ୍ସି ବ୍ୟାଙ୍କ ଦୁର୍ନୀତି: ୨୧ ହଜାରରୁ ଅଧିକ ଭୂତ ଖାତା
ମୁମ୍ବାଇ,୬।୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ ବ୍ୟାଙ୍କ(ପିଏମ୍ସି) ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍ ହୋଇଛି। ମୁମ୍ବାଇ ପୋଲିସର ଅପରାଧ ଶାଖା ପକ୍ଷରୁ ଏନେଇ ଖୋଳତାଡ଼ ଆରମ୍ଭ ହୋଇଛି। ବ୍ୟାଙ୍କରେ ୨୧ ହଜାର ୪୯ ନକଲି ସଞ୍ଚୟ ଖାତା ରହିଛି। ସେଥିମଧ୍ୟରୁ ଅଧିକାଂଶ ଭୂତ ଖାତା…
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ…
Archives


