ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି
ବଅଁରପାଳ,୫।୧୦(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଦିହସାହିର ଧୁଳିଆ ଗୋଚ୍ଛାୟତଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଘରର ଝରକା ତାଡି ଘରେ ପଶି ଲକ୍ଷେ ୮୫ ହଜାର ଟଙ୍କା ସହିତ ସୁନାଗହଣା ଲୁଟି ନେଇଛନ୍ତି।…
ଅବକାରୀ ଚଢାଉ, ୪ ଗିରଫ
ବଇଣ୍ଡା,୫।୧୦(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶନିବାର ଠାକୁରଗଡ଼ ଥାନା ତଲେଇପଥର ଓ ଖମାର ଗ୍ରାମରେ ଚଢାଉ କରାଯାଇ ୭୮ ଲିଟର ଚୋରା ଦେଶୀ ମହୁଲି ମଦ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ…
ରେମୁଣା ଡାକ୍ତରଖାନାରେ ଅବ୍ୟବସ୍ଥା ନେଇ ଉତ୍ତେଜନା: ତାଲା ପକାଇଲେ, ସିସି କ୍ୟାମେରା ଭାଙ୍ଗିଲେ
ରେମୁଣା, ୫ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଲାଗିଥିବା ସିସି କ୍ୟାମେରା ଭାଙ୍ଗିବା ସହ ଆଉଟଡୋରକୁ ତାଲା ପକାଇ ଦେଇଥିଲେ। ଆଇଆଇସି…
ଷ୍ଟେଶନରୁ ପିଲା ଚୋରି
ବାଲେଶ୍ୱର ଅଫିସ, ୫।୧୦: ବାଲେଶ୍ୱର ରେଳଷ୍ଟେଶନ ୧ ନଂ. ପ୍ଲାଟଫର୍ମରୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମା’ ପାଖରେ ଶୋଇଥିବା ଏକ ୩ମାସର ପୁଅକୁ ଚୋରି କରିନେଇଥିବା ରେଳବାଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ମାମଲା (ନଂ. ୬୨/୧୯) ରୁଜୁ…
ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ମୃତଦେହ ଆଣିବା ନେଇ ଚିନ୍ତାରେ ପରିବାର
ଦାରିଙ୍ଗବାଡ଼ି,୫।୧୦(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମର ଜଣେ ଓଡ଼ିଆ ଶ୍ରମିକଙ୍କ ତାମିଲନାଡୁରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ସୁମନ୍ତ ପ୍ରଧାନ। ତାଙ୍କର ଗୋଟିଏ ସନ୍ତାନ ରହିଥିବା ବେଳେ ସ୍ତ୍ରୀ ଶାନ୍ତି ଜଣେ…
ମହଙ୍ଗା ପଡ଼ିଲା ଯୁବକଙ୍କ ମୃତ୍ୟୁକୁ ନେଇ ରାସ୍ତା ଅବରୋଧ : ଜଣଙ୍କ ପରେ ଜଣଙ୍କୁ ଥାନାକୁ ନେଉଛି ପୋଲିସ
ସିଂହପୁର,୫।୧୦(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ବଜାରଠାରେ ଗୁରୁବାର ସନ୍ଧ୍ୟାରେ ବସ୍ ଚକାତଳେ ଟିଣା ଗ୍ରାମର ଯୁବକ ଚନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର ଉତ୍ତ୍ୟେକ୍ତ ଲୋକେ ବାଛୋଳ ଛକଠାରେ ଟାୟାର ଜାଳି ମୃତକଙ୍କ ପରିବାରକୁ କ୍ଷତିପୂରଣ…
ଏମିତି ରାଜା ଅବସର ସମୟରେ କରନ୍ତି ମେକାନିକ୍ କାମ…
ଦୁଇ ଦୁଇଟି ଦେଶର ରାଜା ସେ ପୁଣି ଅବସର ସମୟରେ କାର୍ ମେକାନିକ୍ ଭାବେ କାମ କରନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଜଣେ ରାଜା ଅଛନ୍ତିି ଆଫ୍ରିକାରେ। ସେ ରାଜକାର୍ଯ୍ୟ ତୁଲାଇବା ସହ ଅବସର ସମୟରେ…
ସିଡିଏମ୍ଓଙ୍କ ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ
ହିଞ୍ଜିଳିକାଟୁ,୫।୧୦(ଡି.ଏନ୍.ଏ.): ଗଞ୍ଜାମ ସିଡିଏମ୍ଓ (ଜିଲା ମୁଖ୍ୟ ଚିକିତ୍ସାଧିକାରୀ) ଡାକ୍ତର ବିଜୟ କୁମାର ପାଣିଗ୍ରାହୀ ଶନିବାର ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଡାକ୍ତରଖାନାର ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ସରକାରୀ ଯୋଜନାର କାର୍ଯ୍ୟକାରିତା ତଦାରଖ କରିଥିଲେ। ଚିକିତ୍ସା ସମ୍ପର୍କରେ କିଛି…
ଏବେ ଫଟୋ ଉଠାଇବାକୁ ମନାକଲେଣି ତୈମୁର
ସୈଫ୍ଅଲ୍ଲୀ ଖାନ୍ ଏବଂ କରୀନା କପୁରଙ୍କ ପୁଅ ତୈମୁରଙ୍କୁ ଦେଖିଲେ ଫଟୋଗ୍ରାଫରମାନେ ତାଙ୍କ ଫଟୋ ନେବାକୁ ଭିଡ଼ ଜମାଇଥାନ୍ତି। ସ୍କୁଲ ହେଉ କି ଏୟାରପୋର୍ଟ ଯେଉଁଠି ତୈମୁରଙ୍କ ଉପରେ ନଜର ପଡ଼ିଲା ଫଟୋ ଉଠାଇବା ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତୈମୁର…
ମା’ଙ୍କ ଆବାହନରେ କୋରାପୁଟ ସହର ଉତ୍ସବମୁଖର
କୋରାପୁଟ,୫।୧୦(ସ୍ବ.ପ୍ର.): ମା’ଦୁର୍ଗାଙ୍କ ଆବାହନରେ ସମଗ୍ର କୋରାପୁଟ ସହର ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ରାତିରେ ବିଲ୍ବବରଣ ପରେ ମା’ଙ୍କ ଷଷ୍ଠୀ ପୂଜା ଅନୁଷ୍ଠିତ ହୋଇ ଶନିବାର ସପ୍ତମୀ ପୂଜା ଚାଲିଛି। ଚଳିତବର୍ଷ ସହରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ସ୍ବଉଚ୍ଚ ତୋରଣ ସାଙ୍ଗକୁ…
ଧର୍ମ ପାଇଁ ଗୀତ ଗାଇବା ଛାଡ଼ିଦେଲେ ଏହି ଗାୟିକା
ପାକିସ୍ତାନର ସଙ୍ଗୀତ ଜଗତରେ ଏକ ଚକିତ ଖବର ଶୁଣିବାକୁ ମିଳିଛି। ସୁଫି ଗାୟିକା ଶାଜିୟା ଖୁସ୍କ ସଙ୍ଗୀତ ଦୁନିଆକୁ ସବୁଦିନ ପାଇଁ ଅଲବିଦା କହିଦେଇଛନ୍ତି। ଆଉ ଗୀତ ଗାଇବେ ନାହିଁ ବୋଲି ଘୋଷଣା କରିଦେଇଛନ୍ତି। ପାକିସ୍ତାନୀ ପ୍ରଶଂସକମାନେ ମଧ୍ୟ ତାଙ୍କ କଥାକୁ…
ହ୍ରିତିକ୍- ଜନ୍ଙ୍କ ପରେ ଏବେ ଫରହାନ୍ଙ୍କ ସହ କାମ କରିବେ ମୃଣାଳ
ମୁମ୍ବାଇ: ଅଭିନେତ୍ରୀ ମୃଣାଳ ଠାକୁରଙ୍କର ଏବେ ହାତୀ ସୁନା କଳସ ଢାଳିବା ପରି ଅବସ୍ଥା। ଚଳିତ ବର୍ଷ ତାଙ୍କ ହାତରେ ଗୋଟିଏ ପରେ ଗୋଟିଏ ବଡ଼ ଫିଲ୍ମ। ‘ସୁପର ୩୦’ରେ ହ୍ରିତିକ୍୍ଙ୍କ ବିପକ୍ଷରେ ତାଙ୍କ ଅଭିନୟକୁ ନେଇ ସେ ବେଶ ପ୍ରଶଂସିତ…
Archives


