Home

ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଓଡ଼ିଶା ବିଶ୍ୱରେ ଉଦାହରଣ ପାଲଟିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ‘ତିତ୍‌ଲି’ ହେଉ ଅବା ‘ଫନୀ’, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା। ବିଶ୍ୱପାଇଁ ରାଜ୍ୟ ବେଞ୍ଚମାର୍କ ପାଲଟିଛି। ମଙ୍ଗଳବାର ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ପରିସରରେ ଆୟୋଜିତ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ…

ବାଜି ମାରିନେଲା ହାଉସ୍‌ଫୁଲ୍‌-୪

ଦୀପାବଳିରେ ରିଲିଜ୍‌ ହୋଇଥିବା ଅକ୍ଷୟ କୁମାରଙ୍କ ହାଉସ୍‌ଫୁଲ୍‌-୪ ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଛି। ରିଲିଜର ୪ ଦିନ ଭିତରେ ଫିଲ୍ମଟି ୮୩ କୋଟି ଟଙ୍କା ଆୟ କରିଛି। ଅକ୍ଷୟଙ୍କ ମଲ୍ଟିଷ୍ଟାରର ଏହି ସିନେମା ପ୍ରଥମ ଦିନ ପାଖାପାଖି ୨୦ କୋଟି…

ବିହାରରେ ଆଇନ ବ୍ୟବସ୍ଥାକୁ ନେଇ ଖପ୍ପା ଗିରିରାଜ

ପାଟନା,୨୯।୧୦: ବିହାରରେ ବଢ଼ୁଥିବା ଅପରାଧକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଗରିରାଜ ସିଂହ ମଙ୍ଗଳବାର ବିହାର ସରକାରଙ୍କ ଉପରେ ବର୍ଷିଛନ୍ତି। ଏଥିସହ ସେ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ବେଗୁସରାଇରୁ ଏମ୍‌ପି ଥିବା ଗରିରାଜ…

କ୍ରୀଡ଼ାବିତ୍‌ଙ୍କ ଭତ୍ତା ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମ ଅନୁଯାୟୀ, କ୍ରୀଡ଼ା ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ସେମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଧିକ ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ସେ କ୍ରୀଡ଼ା ହଷ୍ଟେଲରେ ରହୁଥିବା…

କାଳିପୂଜା ପାଇଁ ଉତ୍ସବ ମୁଖର ଆନନ୍ଦପୁର

ଆନନ୍ଦପୁର,୨୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ବିଭିନ୍ନ ସ୍ଥାନ ମା’ କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି। ଆନନ୍ଦପୁର ବଡଦାଣ୍ଡଠାରେ ସାର୍ବଜନୀନ କାଳିପୂଜା ବେଶ ଧୁମ୍‌ଧାମରେ ପାଳିତ ହେଉଛି। ରଙ୍ଗୀନ ଆଲୋକ ମାଳା ସଦୃଶ ତୋରଣ ପୂଜା ମଣ୍ଡପକୁ ବେଶ ଆକର୍ଷିତ…

ଆତଙ୍କବାଦୀଙ୍କ ଟାର୍ଗେଟରେ ଭାରତୀୟ କ୍ରିକେଟ ଦଳ: ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ,୨୦।୧୦: ଆସନ୍ତା ନଭେମ୍ବର ୩ରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଦିଲ୍ଲୀରେ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ଆତଙ୍କବାଦୀଙ୍କ ନଜର ଭାରତୀୟ ଖେଳାଳିଙ୍କ ଉପରେ ପଡିଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)କୁ ମିଳିଥିବା ଏକ ରିପୋର୍ଟ ମୁତାବକ ଅଧିନାୟକ…

ଏବେ ବିକ୍କିଙ୍କ ପ୍ରେମରେ ପଡ଼ିଲେଣି କଟ୍ରିନା !

ମୁମ୍ବାଇ: ପ୍ରଥମେ ଭାଇଜାନ୍‌ ସଲମାନ୍‌ ଖାନ୍‌ ଏବଂ ପରେ ରଣବିର କପୁରଙ୍କ ସହ ଦୀର୍ଘଦିନ ଧରି ସମ୍ପର୍କରେ ରହିଥିବା କଟ୍ରିନା କୈଫ୍‌ ଏବେ ପୁଣି ଜଣେ ଅଭିନେତାଙ୍କ ପ୍ରେମରେ। ସେ ହେଉଛନ୍ତି ଉରି ଷ୍ଟାର ବିକ୍କି କୌଶଲ। କିଛିଦିନ ହେବ ଉଭୟଙ୍କ…

୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଦାବି କଲେ ଫଡନବିସ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ର ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଏବେ ଆଉ ୫୦-୫୦ ଅଙ୍କ ନୁହେଁ ୫ ବର୍ଷ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଦେବେନ୍ଦ୍ର ଫଡନବିସ ସମ୍ଭାଳିବେ ବୋଲି ଦାବି କରିଛନ୍ତି। ଏବେ ସେ କହିଛନ୍ତି ଏପର୍ଯ୍ୟନ୍ତ ୧୦…

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା

ଶିମଲା,୨୯।୧୦: ହିମାଚଳ ପ୍ରଦେଶ ଚମ୍ବାରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଛି। ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଭୂକମ୍ପର କେନ୍ଦ୍ରସ୍ଥଳ ଚମ୍ବା ଜିଲା ରହିଥିବା ବେଳେ ଲଗାତର ଭୂକମ୍ପ…

ଗାଙ୍ଗୁଲିଙ୍କୁ ନେଇ ଏମିତି କହିଲେ ସେହ୍ବାଗ୍‌: ଗୋଟିଏ ଭବିଷ୍ୟବାଣୀ ସତ ହେଲା, ଆଉ ଗୋଟିଏ ବାକି ଅଛ

ନୂଆଦିଲ୍ଲୀ,୨୯।୧୦: ଭାରତୀୟ କ୍ରିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ୍‌ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ଥାଆନ୍ତି। କେତେବେଳେ ଅଜବ ଟୁଇଟ୍‌ ପାଇଁ ତ ଆଉ କେତେବେଳେ ଭିନ୍ନ ପ୍ରତିକ୍ରିୟା ଦେଇ ସେ ଚର୍ଚ୍ଚା ପରିସରକୁ ଆସିଥାନ୍ତି। ନିକଟରେ ଭାରତୀୟ…

ଲସ୍କର-ଇ-ତୋଏବାର ହିଟ୍‌ ଲିଷ୍ଟରେ ମୋଦି, ବିରାଟ

ନୂଆଦିଲ୍ଲୀ,୨୯।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡ଼ିଛନ୍ତି ଆତଙ୍କବାଦୀ ସଂଗଠନ। ଏହାପରେ ଭାରତରେ ଆତଙ୍କବାଦୀ ସଂଗଠନ ପକ୍ଷରୁ ଅଲ୍‌-ଇଣ୍ଡିଆ ଲସ୍କର-ଇ-ତୋଏବା ନାଁରେ ଏକ ନୂଆ ସଂଗଠନ ଲଞ୍ଚ୍‌ କରାଯାଇଛି। ଏଥିସହ ସଂଗଠନ ପକ୍ଷରୁ ଏକ ତାଲିକା ପ୍ରକାଶ ପାଇଛି।…

ଆଇଆଇଟି ଖୋଜିବ ଭୂସ୍ଖଳନ ଅଞ୍ଚଳ: ଏସ୍‌ଆର୍‌ସି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟର ଭୂସ୍ଖଳନ ଅଞ୍ଚଳ ଚିହ୍ନଟ କରିବାକୁ ଆଇଆଇଟି ମୁମ୍ବାଇକୁ ଦାୟିତ୍ୱ ଦିଆଯାଇଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭୁସ୍ଖଳନ ଏବେ ଏକ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଉଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?