ନାଭାଲ ଟାଟା ହକି ଏକାଡେମୀ ଉଦ୍ଘାଟିତ
ଭୁବନେଶ୍ୱର, ୧୪।୮ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶା କ୍ରୀଡ଼ା ଇତିହାସରେ ମଙ୍ଗଳବାର ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଟାଟା ଷ୍ଟିଲ୍, ଟାଟା ଟ୍ରଷ୍ଟସ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିସରରେ ‘ନାଭାଲ ଟାଟା ହକି…
‘ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ ହେବ ନାହିଁ’
ଲଣ୍ଡନ,୧୪।୮(ପି.ଟି.)- ଭାରତ ଓହରିଯିବାର ଧମକ ଦେବା ସତ୍ତ୍ୱେ ମଧ୍ୟ ଶୁଟିଂ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବ ନାହିଁ ବୋଲି କ୍ରୀଡ଼ା ଫେଡେରେଶନ (ସିଜିଏଫ୍) ମୁଖ୍ୟ ଲୋଇସ୍ ମାର୍ଟିନ ସ୍ପଷ୍ଟ କରିଛନ୍ତି। ୨୦୨୨ରେ ବର୍ମିଂହାମ୍ରେ ଆୟୋଜନ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂକୁ…
ଭାରତ ବିପକ୍ଷ ଦକ୍ଷିଣ ଆଫ୍ରିକା ଟେଷ୍ଟ, ଟି୨୦ ଦଳ ଘୋଷିତ
ଜୋହାନ୍ସବର୍ଗ,୧୪।୮(ଏଏଫ୍ପି)- ଆଗାମୀ ଭାରତ ବିପକ୍ଷ ଟେଷ୍ଟ ଓ ଟି୨୦ ସିରିଜ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷିତ ହୋଇଛି। ସେପ୍ଟେମ୍ବରରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ପାଇଁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍ଙ୍କୁ ନେତୃତ୍ୱ ପ୍ରଦାନ…
ଦ୍ୱିତୀୟ ଆଶେସ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଇଂଲଣ୍ଡ
ଲଣ୍ଡନ,୧୪।୮(ଏଏଫ୍ପି)- ବିଶ୍ୱ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ହାଇପ୍ରୋଫାଇଲ ଆଶେସ ସିରିଜ ଦ୍ୱିତୀୟ ଟେଷ୍ଟରେ ବୁଧବାରଠାରୁ ପରସ୍ପରକୁ ଭେଟିବେ। ଐତିହାସିକ ଲଡର୍ସ ଗ୍ରାଉଣ୍ଡରେ ଏହି ମ୍ୟାଚ୍ ଖେଳାଯିବ। କିଛିଦିନ ତଳେ ଦିନିକିଆ ବିଶ୍ୱକପ୍ ଟାଇଟଲ ହାସଲ କରିଥିବା…
ସିରିଜ୍ ବିଜୟ ଲକ୍ଷ୍ୟରେ ଭାରତ
ପୋର୍ଟ ଅଫ୍ ସ୍ପେନ୍, ୧୪।୮(ପି.ଟି.)- ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ବୁଧବାର ତୃତୀୟ ତଥା ଅନ୍ତିମ ଦିନିକିଆ ଖେଳାଯିବ। ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆୟୋଜନ ହେବାକୁ ଥିବା ଏହି ମ୍ୟାଚ୍ ସିରିଜ୍ ନିର୍ଣ୍ଣାୟକ ସାବ୍ୟସ୍ତ ହେବ। ପ୍ରଥମ…
୬ ମାସ ପରେ ମୁଦ୍ରାସ୍ପୀତି ସାମାନ୍ୟ ହ୍ରାସ
ନୂଆଦିଲ୍ଲୀ,୧୪-୮: ଜୁଲାଇରେ କଞ୍ଜ୍ୟୁମର ପ୍ରାଇସ୍ ଇଣ୍ଡେକ୍ସ(ସିପିଆଇ) ଅର୍ଥାତ୍ ଖୁଚୁରା ମୁଦ୍ରାସ୍ଫୀତି ଗତ ୬ ମାସ ପରେ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୩.୧୫%କୁ କମିଛି, ଯାହା କି ଜୁନ୍ରେ ୩.୧୮ ପ୍ରତିଶତ ରହିଥିଲା।…
ଜୁଲାଇରେ ଗାଡ଼ି ବିକ୍ରି ୧୯ବର୍ଷର ସର୍ବନିମ୍ନ ସ୍ତରରେ
ନୂଆଦିଲ୍ଲୀ,୧୪-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡ ବଢ଼ିଚାଲିଛି। ଏହା କେବେ ରୋକିବ କେହି କହିପାରୁନାହାନ୍ତି। ଏହାରି ଭିତରେ ଜୁଲାଇରେ ଗାଡ଼ି ବିକ୍ରି ୧୯ ବର୍ଷର ସର୍ବନିମ୍ନ ସ୍ତର ୧୮.୭୧ ପ୍ରତିଶତକୁ ହ୍ରାସ ପାଇଛି। ଫଳରେ ଗତ ୩ ମାସ ମଧ୍ୟରେ ୧୫…
ସିଏସ୍ଆର୍କୁ ଅନୁପାଳନ ଅବମାନନା ପରିଧିକୁ ଆଣିବା ଲାଗି ସୁପାରିସ୍
ନୂଆଦିଲ୍ଲୀ,୧୪-୮: ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ମଙ୍ଗଳବାର କମ୍ପାନୀ ଆଇନ ଅଧୀନରେ ସିଏସ୍ଆରରେ ହେଉଥିବା ଖର୍ଚ୍ଚ ଉପରେ ଟିକସଛାଡ଼ କରିବା ସହ ଏହାର ଅନୁପାଳନରେ ହେଉଥିବା ଅବମାନନାକୁ ଦଓ୍ବୋନୀ ଅପରାଧ ଭାବେ ମନେକରିବାକୁ ସୁପାରିସ୍ କରିଛି। କମ୍ପାନୀ ଆଇନ, ୨୦୧୩…
ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା
ନୂଆଦିଲ୍ଲୀ,୧୪-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ରୁପା ମୂଲ୍ୟ ପ୍ରତି କେଜି ୪୫ ହଜାର ଟଙ୍କାର ସର୍ବୋଚ୍ଚ ସ୍ତର…
୧୦ ବର୍ଷରେ ରିଲାଏନ୍ସର ସର୍ବାଧିକ ବୃଦ୍ଧି
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍ଆଇଏଲ୍) ଆସନ୍ତା ୧୮ ମାସ ମଧ୍ୟରେ ଋଣମୁକ୍ତ ହୋଇଯିବ ବୋଲି ଏହାର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ ତମ ବାର୍ଷିକ ସାଧାରଣ ବୈଠକରେ ଘୋଷଣା କରିଥିଲେ। ମଙ୍ଗଳବାର ଷ୍ଟକ୍ ମାର୍କେଟରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା।…
ତିଆରି ହେଲା ୧୮୦କିମି/ଘଣ୍ଟା ସ୍ପିଡ୍ର ରେଳ ଇଞ୍ଜିନ
ନୂଆଦିଲ୍ଲୀ,୧୪-୮: ଭାରତୀୟ ରେଲଓ୍ବେ ହାଇସ୍ପିଡ ଟ୍ରେନ ଇଞ୍ଜିନ ନିର୍ମାଣ କ୍ଷେତ୍ରରେ ବହୁ ଉନ୍ନତି କରିଛି। ପଶ୍ଚିମବଙ୍ଗର ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବର୍କ୍ସରେ ଏକ ହାଇସ୍ପିଡ ଇଞ୍ଜିନ ନିର୍ମାଣ କରାଯାଇଛି ଯାହା ଘଣ୍ଟା ପ୍ରତି ୧୮୦କିମି ବେଗରେ ଗତକରିପାରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏସମ୍ପର୍କରେ…
ସେନ୍ସେକ୍ସ ୬୨୪ ପଏଣ୍ଟ ହ୍ରାସ
ମୁମ୍ବାଇ,୧୪-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ୟାକେଜ ଘୋଷଣାରେ ବିଳମ୍ବ ତଥା ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍ ବଜାର ପ୍ରଭାବିତ ହୋଇଥିଲା। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ସେନ୍ସେକ୍ସ ୬୨୪ ପଏଣ୍ଟ…
Archives


