Home

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ କଲେ…

ଅମିତାଭଙ୍କ ଦୀପାବଳି ପାର୍ଟି : ସାମିଲ ହୋଇଥିଲେ ଏହିସବୁ ଅଭିନେତ୍ରୀ, ଅଭିନେତା

ମୁମ୍ବାଇରେ ବିଗ୍‌ ବି ଅମିତାଭ ବଚ୍ଚନ ଦୀପାବଳି ଅବସରରେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିରେ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ, ଅଭିନେତାଙ୍କ ସହ ଜଣାଶୁଣା ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ସମସ୍ତ ଅତିଥିଙ୍କୁ ଅମିତାଭ, ଜୟା, ଅଭିଷେକ, ଐଶ୍ୱର୍ଯ୍ୟା ପାଛୋଟି ନେଇଥିଲେ।…

ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ତୃତୀୟ ସ୍ଥାନ ହାସଲ କରିଛି ଭାରତର ଏହି ରାଜ୍ୟ

ଟ୍ରାଭେଲ୍‌ ମିଡିଆ କମ୍ପାନୀ ‘ଲୋନ୍‌ଲି ପ୍ଲାନେଟ୍‌’ ୨୦୨୦ ପାଇଁ ପର୍ଯ୍ୟଟନ ସ୍ଥଳୀ ଚୟନ କ୍ଷେତ୍ରରେ ଏକ ସର୍ଭେ ରିପୋର୍ଟ ଜାରି କରିଛି। ଏହି ତାଲିକାରେ ଇଣ୍ଡୋନେସିଆର ଇଷ୍ଟ ନୁସା ଟେଙ୍ଗର ପ୍ରଥମ ଏବଂ ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଦ୍ୱିତୀୟ ସ୍ଥାନରେ ରହିଥିବା…

‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି ତଳିଆ…

ୟୁକୋ ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ: ସାଇଣ୍ଟିଫିକ ଟିମ୍‌ର ତଦନ୍ତ ଆରମ୍ଭ

ବଡବିଲ, ୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲସ୍ଥିତ(ଏସ୍‌ଡିପିଓ) ସବ୍‌ଡିଭିଜନାଲ ପୋଲିସ ଅଫିସରଙ୍କ କାର୍ଯ୍ୟାଳୟ ନିକଟସ୍ଥ ୟୁକୋ ବ୍ୟାଙ୍କରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଚୋରି ଉଦ୍ୟମକରି ବିଫଳ ହୋଇଛନ୍ତି। ପ୍ରକାଶ ଯେ, ବ୍ୟାଙ୍କର ପଛପାଖ ଏକ ଝରକା ଗ୍ରିଲକୁ ଗ୍ୟାସ କଟର ସାହାଯ୍ୟରେ କାଟି…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି ଭାରପ୍ରାପ୍ତ ସମ୍ପାଦକ

ନିମାପଡ଼ା, ୨୮।୧୦(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି)ର ଭାରପ୍ରାପ୍ତ ସମ୍ପାଦକ ବିଜୟ କୁମାର ସ୍ବାଇଁଙ୍କ କିଆକଣ୍ଟା ଗ୍ରାମସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଇ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବାଇଁଙ୍କ ଘର ସମେତ…

ଠିକା ଶ୍ରମିକଙ୍କ ପାଇଁ କେଜରିଓ୍ବାଲଙ୍କ ଉପହାର

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଉପହାର ଦେଇଚାଲିଛନ୍ତି। ଏବେ ଠିକା ଶ୍ରମିକଙ୍କ ପାରିଶ୍ରମିକ ବୃ୍‌ଦ୍ଧି କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଏମାନଙ୍କର ନ୍ୟୁନତମ ପାରିଶ୍ରମିକରେ ବୃଦ୍ଧି କରିବା ଫଳରେ ପାଖାପାଖି ୫୫ଲକ୍ଷ ଠିକା ଶ୍ରମିକ…

ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ…

ଭାଜପା ସହ ମେଣ୍ଟ ପରେ ବି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲା ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ବି ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ଟଣା ଓଟରା। ଶିବସେନା ଏହି ପଦ ପାଇଁ ଅଡି ବସିଥିବା ବେଳେ ଭାଜପା କିନ୍ତୁ ଚୁପ୍‌ ରହିଛି। ଏହାକୁ ଦେଖି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ…

ଭାରତର ପ୍ରତିରକ୍ଷା କ୍ଷମତା ବୃଦ୍ଧି: ସାମିଲ୍‌ ହେଲା ଫ୍ଲୋଟିଂ ଟେଷ୍ଟ୍‌ ରେଞ୍ଜ୍‌

ନୂଆଦିଲ୍ଲୀ,୨୮।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଛି। ଇତିମଧ୍ୟରେ ଭାସମାନ ପରୀକ୍ଷଣ ରେଞ୍ଜ୍‌(ଫ୍ଲୋଟିଂ ଟେଷ୍ଟ୍‌ ରେଞ୍ଜ୍‌) ପ୍ରତିରକ୍ଷା କ୍ଷେତ୍ରରେ ସାମିଲ୍‌ ହୋଇଛି। ଏହାକୁ ଡିଆର୍‌ଡିଓ ଦ୍ୱାରା ନିର୍ମାଣ କରାଯାଇଛି। ଏହା ୧୦ ହଜାର ଟନ୍‌ ଟଜନ ବିଶିଷ୍ଟ ଏକ ଜାହାଜ। ଏହା…

ରାଜ୍ୟ ସ୍ବାସ୍ଥ୍ୟ ପରିବାର ପକ୍ଷରୁ କ୍ଲିନିକ୍‌ରେ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୮।୧୦: ଭୁବନେଶ୍ୱର ଏକାମ୍ର ମାର୍ଗର ସଞ୍ଜିବନୀ ଅଲଟ୍ରାସାଉଣ୍ଡ କ୍ଲିନିକ୍‌ ଉପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ଓ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ପିସି ପିଏନ୍‌ଡିଟି ଆକ୍ଟର ଦୁରୁପଯୋଗ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା…

ମଧ୍ୟାହ୍ନଭୋଜନରେ ଝିଟିପିଟି ପଡ଼ିବା ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକ ବ୍ଲକ କେଦାରପୁର ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଝିଟିପିଟି ପଡ଼ି ପ୍ରାୟ ୫୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିଲେ। ଏହି ଘଟଣାକୁ ତିନିଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ପଦକ୍ଷେପ ନିଆଯାଇନାହିଁ। ସୋମବାର ଜିଲା ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?